-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲାକୁ ନୂତନ ବ୍ଲକ ମାନ୍ୟତା ଦାବି, ସିନ୍ଧେକେଲା ଅଞ୍ଚଳବାସୀ ଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାଜସ୍ବ ନିରୀକ୍ଷକଙ୍କୁ ଦାବି ପତ୍ର

12-Jan-2025



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ): ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡା ଜିଲ୍ଲାର ସୀମାନ୍ତରେ ଅବସ୍ଥିତ ସିନ୍ଧେକେଲାକୁ ନୂତନ ବ୍ଲକ ମାନ୍ୟତା ପ୍ରଦାନ କରିବାକୁ ଦାବି କରିଛନ୍ତି ଅଞ୍ଚଳବାସୀ। ଦିର୍ଘ ୩୦ ବର୍ଷ ଧରି ସିନ୍ଧେକେଲାକୁ ବ୍ଲକ ମାନ୍ୟତା ପାଇଁ ଦାବୀ କରି ଆସିଥିବା ସିନ୍ଧେକେଲା ଅଞ୍ଚଳବାସୀ ଏଥର ପୁଣିଥରେ ବ୍ଲକ୍ ମାନ୍ୟତା ପାଇଁ ମୁଣ୍ଡ ଟେକିଛନ୍ତି। ବଣିକ ସଂଘ ସଭାପତି ସୁବାଷ ଜୈନ ଓ ସମାଜସେବୀ ଅନିଲ କୁମାର ତ୍ରିପାଠୀଙ୍କ ଆବାହକତ୍ବରେ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସେହ୍ନୀ ଙ୍କ ମନ୍ଦିର ପ୍ରାଙ୍ଗଣ ରୁ ରାଜସ୍ବ ନିରୀକ୍ଷକ ଙ୍କ‌ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ବିରାଟ ଶାନ୍ତି ସଦଭାବନା ପଦଯାତ୍ରା ପହଞ୍ଚି ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ସିନ୍ଧେକେଲା ରାଜସ୍ବ ନୀରିକ୍ଷକ ଦୁଲ୍ଲଭ ନାଏକଙ୍କୁ ପ୍ରଦାନ କରାଯାଇଥିଲା। ରାଜସ୍ବ ନୀରିକ୍ଷକ ଦାବି ପତ୍ର ଗ୍ରହଣ କଲାପରେ ଉପରିସ୍ଥ ଅଧିକାରୀଙ୍କୁ ତୁରନ୍ତ ଅବଗତ କରାଇବେ ବୋଲି ପ୍ରତିଶୃତି ଦେଇଥିଲେ। ଏଥିରେ ଅଞ୍ଚଳର ସରପଞ୍ଚ ଓ ସମିତି ସଭ୍ୟ ମାନଙ୍କ ମଧ୍ୟରୁ ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ବରିଷ୍ଠ ସାମାଜିକ କର୍ମୀ ନରେଶ ବର୍ମା,ଠେମରା ସରପଞ୍ଚ ଲକ୍ଷ୍ମୀ କାନ୍ତ ବାଗ, ଦେଢଗାଁ ସରପଞ୍ଚ ଜୋସିଆଲ ସେନାପତି, ଅଲଣ୍ଡା ସରପଞ୍ଚ ଙ୍କ ସ୍ବାମୀ ଯୁବରାଜ ବାଗ, ଅର୍ସାତୁଲା ସରପଞ୍ଚ ଙ୍କ ସ୍ବାମୀ ସଞ୍ଜୟ ପୁଟେଲ , ଭୁସଲାଡ ସରପଞ୍ଚ ଦୀପକ ଛୁରା, ଗନ୍ଧର୍ଲା ସରପଞ୍ଚ ଙ୍କ ସ୍ବାମୀ ପ୍ରଦୀପ ଜାଲ , ଠେମରା ସମିତି ସଭ୍ୟ ପ୍ରଦିପ ଭୋଇ, ଝଳପ ର ସୁଦାମ ଚରଣ ଭୋଇ, ଝରିଆଲ ସମିତି ସଭ୍ୟ ରାଜୁ ହାତୀ, ଦେଢଗାଁ ସମିତି ସଭ୍ୟ ହେରାମ ଜାଲ, ଦେଓଗାଁ ପୂର୍ବତନ ସରପଞ୍ଚ ପିତାମ ସୁନା ପ୍ରମୁଖ ଙ୍କ ସହ ଗରିବ ସେନା ସଭାପତି ଦିନେଶ ତାଣ୍ଡି , ମୋଟର ଚାଳକ ସଂଘ ସିନ୍ଧେକେଲା ର ରଞ୍ଜନ ଷଡ଼ଙ୍ଗୀ ଏବଂ ସମସ୍ତ ସଦସ୍ୟ, ବ୍ରାହ୍ମଣ ଯୁବକ ସଂଘ, ସାହୁ ଯୁବକ ସଂଘ, ସାହୁ ସମାଜ ସଭାପତି ଓମ ପ୍ରକାଶ ସାହୁ ଏବଂ ସଦସ୍ୟ, ମାରୱାଡ଼ି ଯୁବା ମଞ୍ଚ ର ସଭାପତି ଅମିତ ଜୈନ ଏବଂ ସଦସ୍ୟ, ଶ୍ରୀ ସତ୍ୟ ସାଇ ସଂଗଠନ, ପୁଟେଲ ଯୁବ ଗୋଷ୍ଠୀଙ୍କ ସହ ବହୁ ଅଞ୍ଚଳବାସୀ ଓ ଯୁବସମାଜ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like