-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଗ୍ରାମ ପଞ୍ଚାୟତ ଉଚ୍ଚବିଦ୍ୟାଳୟ ନିଶାନପୁର ଗ୍ରାମର ପ୍ରଥମ ବର୍ଷ ଛାତ୍ରମାନଙ୍କ ବଣଭୋଜି ଓ ବନ୍ଧୁମିଳନ।

12-Jan-2025



ନର୍ଲା (ଚିନ୍ତାମଣି ନାଏକ )
ଗ୍ରାମପଞ୍ଚୟତ ଉଚ୍ଚ ବିଦ୍ୟାଳୟ ନିଶାଣପୁର ଯେଉଁ ସ୍ବପ୍ନକୁ ଓ ଭାଭିଷ୍ୟତ କୁ ନେଇ ଗଠନ କରାଯାଇ ଥିଲା ସେହି ମାନଙ୍କୁ ନେଇ ବିଗତ ୩୩ ବର୍ଷ ସ୍ମୃତିକୁ ମନେ ପକାଇ ନିଶାଣପୁର ବଜାର ପଡିଆ ଠାରେ ଏକଜୁଟ ହୋଇ ନିଜ କର୍ମପନ୍ଥା ତଥା ପରିବାରର  ସମସ୍ତ ସଦସ୍ୟ  ପିତୃମିତୃ ମାନଙ୍କ ଅବଦାନ କୁ ମନେପକାଇ  କେମିତି ଉତ୍ତମ ଜୀବନଯାପନ କରି ଶୃଙ୍ଖଲିତ ଭାବରେ ଭବିଷ୍ୟତ ଗଠନ କରିବା ଆଲୋଚନା ହୋଇଥିଲା ଏବଂ । ୩୩ ବର୍ଷ ସ୍ମୃତି ସତେ ଯେମିତି ଆଜି ବି ଜୀବିତ ରହିଛି ବୋଲି ସମସ୍ତେ ସହ ପାଠୀ ଏକତ୍ରିତ ହୋଇ  କେମିତି ଉଚ୍ଚ ବିଦ୍ୟାଳୟର ସୁପରିଚାଳନା ଓ ଅଗ୍ରଗତି ଦିଗରେ ପ୍ରୟାସ ରହିବ ବୋଲି  ମତ ଦେଇଥିଲେ ।ସେତେବେଳେ ଗଛ ଛାଇ ତଳେ  ତଥା କିଛି ସ୍କୁଲ ଗୃହ ନ ଥିବା ବେଳେ ଖେଳିବା ପାଇଁ ପଡିଆ ନ ଥିଲା ତେବେ ବି ମଣିଷରେ  ଗଢି ତୋଳି ଥିଲା ସେହି ଅନୁଷ୍ଠାନ ଅନେକ କଷ୍ଟ କୁ ନେଇ ସହି ପ୍ରଥମବର୍ଷ ର ଛାତ୍ର ଛାତ୍ରୀ ମାନେ ଉତ୍ତମ ଭାବ ରେ ଗଢି ଆସିଥିଲେ। ସେହି ବିଗତ ଦିନକୁ ମନେ ପକାଇ  ବଣଭୋଜି ତଥା ବନ୍ଧୁ ମିଳନ କାର୍ଯ୍ୟକ୍ରମ କରାଯାଇଥିଲା ଏଥିରେ ଯୋଗ ଦେଇଥିଲେ  ଆଇନ ଜୀବି କ୍ଷିତିଶ କୁମାର ମହାପାତ୍ର, ଚିତ୍ତରଞ୍ଜନ ରଣା,ତେଜରାଜ୍ ସାହୁ,କୁଲଦୀପ ମାଝୀ, ଡୁଲାମଣି ସାହୁ, ପ୍ରକାଶ ରଣା, ଈଶ୍ୱର ଶବର, ଦେବାର୍ଚ୍ଚନ ମାଝୀ, ସନ୍ତୋଷ ଗଡତିଆ ଉଦୟ ନାଥ ଶବର, ପଙ୍କଜ ଜାନି ଦୂତୀଆ ହରିଜନ,ଡିସେମ୍ବର ଭୋଇ ଓ ଲିଙ୍ଗରାଜ ରଣା ସମସ୍ତ ପୂର୍ବତନ ଛାତ୍ର ୩୩ ବର୍ଷ ।ଏହି କାର୍ଯ୍ୟକ୍ରମ କୁ ସୁରୁଖୁରୁ ରେ ସହଯୋଗ କରିଥିଲେ ନିତ୍ୟା ଗଉଡ।ପରିଶେଷରେ ଜୟ ମାଣିକେଶ୍ଵରୀ ନାରା  ଦେଇ ବନ୍ଧୁମିଳନ କାର୍ଯ୍ୟକ୍ରମ ସମାପ୍ତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like