-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

*କୋଶଳ ଉଚ୍ଚ ବିଦ୍ୟାଳୟ ଠାରେ ରକ୍ତ ଦାନ ଓ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଟିତ*- *ଉଦ୍ଘାଟନ କଲେ ଏସପି*-

12-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସ୍ବାମୀ ଵିବେକା ନନ୍ଦ ଙ୍କ ଜୟନ୍ତୀ ଅବସରରେ ସୋନପୁର କୋଶଳ ଆବାସିକ ଉଚ୍ଚ ବିଦ୍ୟାଳୟ ଠାରେ ମେଗା ରକ୍ତଦାନ ଶିବିର ଓ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଟିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମ ରେ  ସୁବର୍ଣ୍ଣପୁର ଏସପି ଶ୍ରୀ ଏସପି ରାମ ପ୍ରସାଦ ସାହୂ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଏହା କୁ ଶୁଭ ଉଦ୍ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ପ୍ରବୀଣ କୁମାର୍ ସାମଲ , ବିଶିଷ୍ଟ ସମାଜସେବୀ ଶ୍ରୀ ଶ୍ରୀବତ୍ସ ମଲ୍ଲିକ, ମନୋରଞ୍ଜନ ତ୍ରୀପାଠୀ ଯୋଗ ଦେଇ ରକ୍ତ ଦାତା ଙ୍କୁ ଉତ୍ସାହିତ କରି ମାନପତ୍ର ପ୍ରଦାନ କରି ସମ୍ବର୍ଧିତ କରିଥିଲେ l ବିଦ୍ୟାଳୟ ର ଅଧ୍ୟକ୍ଷ ସଞ୍ଜୟ କୁମାର୍ ସାହୁ ଅତିଥି ପରିଚୟ କରିଥିବା ବେଳେ ଶିକ୍ଷୟିତ୍ରୀ   ସ୍ମିତା ରାଣୀ ମିଶ୍ର ସଭା ସଂଯୋଜନା କରିଥିଲେ l ସଂପାଦକ ପିତାମ୍ବର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l ରକ୍ତ ଦାନ ଓ ଶିବିର ଆୟୋଜନ କ୍ଷେତ୍ର ରେ ଜିଲ୍ଲା ରେ ରେକର୍ଡ ସୃଷ୍ଟି କରିଥିବା  ପ୍ରେରଣାଦାୟୀ ମନୋଜ୍ ପଣ୍ଡା, ରକ୍ତ ଦାତା ଶ୍ରୀ ଦେଵ ରାଜ ଦାଶ, ରମିଲl ସାହୁ, ସୁଜାତା ନାୟକ, ପ୍ରତିଭା ନାୟକ, ଲକ୍ଷ୍ମୀ ସାହୁ ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରା ଯାଇଛି l ଡ଼ା ଚିତ୍ତ ରଞ୍ଜନ ତ୍ରିପାଠି ଙ୍କ ତତ୍ତ୍ଵl ବଧlନ ରେ ଅନୁଷ୍ଟିତ ଏହି ଶିବିର ରେ ମହାନଦୀ ନେତ୍ର ଚିକିତ୍ସାଳୟ  ତଥା ଲେପ୍ରା ସୋସାଇଟି ସିଟି ସେଣ୍ଟର୍ ର କର୍ମଚାରୀ ଜଗାବଳିଆ, ମନୋଜ୍ ସାହୁ, ଓ ଜିଲ୍ଲା ରକ୍ତ କେନ୍ଦ୍ର ର ଜଗତ ଦରୁଅlନ, ସୁଦାମ ବିଶ୍ଵାଳ, ସୁଶାନ୍ତ ସାହୂ , ଯୁଧିଷ୍ଟିର ନାଏକ ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like