-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ବରଗଡ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ତ୍ରିଦିବସୀୟ ବାଲ ଧନୁଯାତ୍ରା ମହୋତ୍ସବ ଉଦଯାପିତ

12-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବରଗଡ ପରିସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିକ୍ଷା ବିଭାଗର ମିଳିତ ଆନୁକୁଲ୍ୟରେ ବାଲ ଧନୁଯାତ୍ରା ମସୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମାନ ରାଧାକାନ୍ତ ଛତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଠିତ ବାଲ ଧନୁଯାତ୍ରାର ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ଖୋଲା ରଙ୍ଗମଞ୍ଚରେ ପ୍ରଦର୍ଶିତ ଧନୁଯାତ୍ରାରେ ଅଭିନୟ କରୁଥିବା କଂସ ମହାରାଜ ଯୋଗଦାନ କରି ଛାତ୍ରୀ ମାନଙ୍କ ଉଚ୍ଚକୋଟୀର ଅଭିନୟକୁ ପ୍ରଶଂସା କରିବା ସହ ମହିଳା ମାନେ ସବୁ କ୍ଷେତ୍ରରେ ଏବେ ସମତୁଲ୍ୟ ବୋଲି ମତବ୍ୟକ୍ତ କରିଥିଲେ।କଂସ ମହାରାଜ ଆଗାମୀ ଧନୁଯାତ୍ରା ମସୋତ୍ସବରେ ମହିଳା ମାନେ ମଧ୍ୟ କଂସ ଭୂମିକାରେ ଅଭିନୟ କରି ପାରିବେ ବୋଲି ଆଶା ବ୍ୟକ୍ତ କରିଥିଲେ। ସମ୍ମାନୀତ ଅତିଥି ଭାବେ ବରଗଡ଼ ସବ କଲେକ୍ଟର ପ୍ରଶନ୍ନ କୁମାର ପାଣ୍ଡେ , ଜିଲ୍ଲା ଶିକ୍ଷା ଅଧିକାରୀ  ରାଧାନାଥ ଛତ୍ରୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତି ରଂଜନ ସାହୁ, ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ବରଗଡ଼ର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଶାନ୍ତି ସୁନା, ବରଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଭେଡେନ ଗୋଷ୍ଠୀ ଶିକ୍ଷା ଅଧିକାରୀ ମଚ୍ଛିନ୍ଦ୍ର ମଲ୍ଲିକ, ଏବଂ ସୋହେଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅମୃତା ସାହୁ ଯୋଗଦାନ କରି ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଶଙ୍କର ପଟ୍ଟନାୟକ, ନକୁଳ ବାଦୀ, ସୁଗ୍ରୀବ ବିଶି, ଗୋପାଳ ମିଶ୍ର,ତୁଲାରାମ ମହାନନ୍ଦ ଏବଂ ନେସନାଲ ସ୍କୁଲ ଅଫ୍ ଡ୍ରାମାର ରାମଚନ୍ଦ୍ର ସାହୁ, ଗଜେନ୍ଦ୍ର ଜାଲଙ୍କ ନିର୍ଦ୍ଦେଶନାରେ ବାଳିକା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରାୟ ୪୦ ଜଣ ଛାତ୍ରୀ ନିଖୁଣ ଅଭିନୟ କରି ଦର୍ଶକ ମାନଙ୍କୁ ମନମୁଗ୍ଧ କରି ପାରିଥିଲେ। ଏହି ଉଦଯାପନୀ ସଭାରେ ଫେନ୍ସି ଡ୍ରେସ୍ ପ୍ରତିଯୋଗୀତା ପ୍ରଦର୍ଶିତ ହୋଇଥିଲା। ତାହା ସହିତ ସ୍ଥାନୀୟ ବିଭିନ୍ନ ବିଦ୍ୟାଳୟରୁ କଂସ କୃଷ୍ଣ ରାଧା ଭୂମିକାରେ ଭାଗ ନେଇଥିଲେ। ସ୍ଥାନୀୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କର୍ମଚାରୀ ବୃନ୍ଦଙ୍କ ସହଯୋଗରେ ବାଲ ଧନୁଯାତ୍ରା ତିନି ଦିନ ବ୍ୟାପି ଅନୁଷ୍ଠିତ ହୋଇ ଉଦଯାପିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like