-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଗଣେଶ୍ଵର ଉଚ୍ଚବିଦ୍ୟାଳୟରେ ବାର୍ଷିକୋତ୍ସବ

12-Jan-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଉଲୁଣ୍ଡା ବ୍ଲକ ସ୍ଥିତ ପଞ୍ଚମହଲା ଗ୍ରାମ ର ଗଣେଶ୍ୱର ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକୋତ୍ସବ ମହାସମାରୋହରେ ପାଳନ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବରେ ପଞ୍ଚମହଲା ସେବା ସମିତିର ସଭାପତି ନରେନ୍ଦ୍ର ଆଚାର୍ଯ୍ୟ ଯୋଗ ଦେଇ ସମାରୋହ କୁ ଉଦଘାଟନ କରିଥିଲେ । ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଲାଲ ବାବୁ ସେଠୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ସଭାକାର୍ଯ୍ୟ ରେ ସମ୍ମାନିତ ଅତିଥି ଭାବରେ ଉଲୁଣ୍ଡା ବ୍ଲକ ର ଏବିଇଓ  ଯୋଗେଶ୍ଵର ଦାଶ  ପଞ୍ଚାୟତ ସମିତି ସଭ୍ୟା ରେବତୀ ସୁରୁଜାଲ,ପଞ୍ଚମହଲା କ୍ଲଷ୍ଟର ସିଆର୍ ସି ବିଶ୍ଵଜିତ ଆଚାର୍ଯ୍ୟ,ମୋ ସ୍କୁଲ୍ ଅଭିଜାନ ର ପୂରାତନ ଛାତ୍ର ବିମଳ ଜଗଦଲା ପ୍ରମୁଖ ଯୋଗଦେଇ  ବିଦ୍ୟାଳୟ ର କୃତି ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ବିତରଣ  କରିଥିବା ବେଳେ ବିଦ୍ୟାଳୟ ର ସମସ୍ତ ବିଷୟ ଭିତ୍ତିକ ଶିକ୍ଷୟିତ୍ରୀ ଙ୍କୁ ପ୍ରଧାନ ଶିକ୍ଷକ ଙ୍କ ପ୍ରଦତ୍ତ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ। ବିଜ୍ଞାନ ଶିକ୍ଷକ ରୋହିତ କୁମାର ଦଣ୍ଡସେନା ଉତ୍ସବ ର ପରିଚାଳନା କରିଥିବାବେଳେ ଶିକ୍ଷକ ସୈ।ମିସ୍ତ୍ରୀ ପାଢ଼ୀ, ଦିଲ୍ଲୀପ କୁମାର ସାହୁ,ବି.ସ୍ଵାତି ମୁଚ୍ୟମ୍ ପାତ୍ର,ସର୍ମିଷ୍ଠା ମହାକୁର , ସୋନାଲି ଗୈ।ତମ ସମସ୍ତ କାର୍ଯ୍ୟକ୍ରମ ରେ ସହଯୋଗ କରିଥିବାବେଳେ ବିଦ୍ୟାଳୟ ର ସଂସ୍କୃତ ଶିକ୍ଷକ ପଣ୍ଡିତ ଦିଲ୍ଲୀପ କୁମାର ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ର ଚଳିତ ବର୍ଷ ର ବେଷ୍ଟ୍ ଷ୍ଟୁଡେଣ୍ଟ୍ ହିସାବରେ ଲିପ୍ସା ମହାକୁଡ଼ ଓ ଅନିଲ ବଗର୍ତ୍ତି ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ପରେ ଛାତ୍ର ଛାତ୍ରୀମାନଙ୍କ ଦ୍ଵାରା  ଉଚ୍ଚକୋଟୀର ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ଯାହାକି ଉପସ୍ଥିତ ସମସ୍ତ ଅଭିଭାବକ ଅଭିଭାବିକା ତଥା ଗ୍ରାମବାସୀ ବହୁତ ସମୟଧରି ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like