-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଲେଖକ ପରିଷଦକୁ ପୁସ୍ତକମେଳା(ବଲାଙ୍ଗୀର ବହିହାଟ) ପାଇଁ ସରକାରୀ ଅନୁଦାନ ପାଇଁ ସଂସ୍କୃତିମନ୍ତ୍ରୀଙ୍କ ପ୍ରତିଶ୍ରୁତି 

12-Jan-2025



ବଲାଙ୍ଗୀର(ପ୍ରେରଣା ଖବର) ଆଜି ଅପରାହ୍ନରେ ବଲାଙ୍ଗୀର ଗସ୍ତରେ ଆସିଥିବା ରାଜ୍ୟ ସଂସ୍କୃତିମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ସର୍କଟ୍ ହାଉସ୍ ରେ ଭେଟି ଆଗାମୀ ପୁସ୍ତକମେଳା ବନାମ ବଲାଙ୍ଗୀର ବହିହାଟ ପାଇଁ ସରକାରୀ ଅନୁଦାନ ନିମନ୍ତେ ଅନୁରୋଧ କରିଥିଲେ ଜିଲ୍ଲା ଲେଖକ ପରିଷଦର କର୍ମକର୍ତ୍ତା ମାନେ । 

ବହିହାଟର ମୁଖ୍ୟ ସଂଯୋଜକ ମହେନ୍ଦ୍ର କୁମାର ଦର୍ଜୀଙ୍କ ଅଧ୍ୟକ୍ଷତାରେ ପରିଷଦର ସମ୍ପାଦକ କପିଳେଶ୍ବର ଖମାରୀ , ସହସମ୍ପାଦକ ରଘୁନନ୍ଦନ ସିଂହ ଓ ଅନ୍ୟମାନେ ମନ୍ତ୍ରୀଙ୍କୁ ଭେଟି ପରିଷଦର ଏହି ପୁସ୍ତକମେଳା(ବଲାଙ୍ଗୀର ବହିହାଟ)କୁ ସିଧାସଳଖ ସରକାରୀ ଅନୁଦାନ ପ୍ରଦାନ କରାଯିବାକୁ ଅନୁରୋଧ କରିଥିଲେ ।  ଏଥିପାଇଁ ଜିଲ୍ଲା ଭାଜପା ସଭାପତି ଶିବାଜୀ ମହାନ୍ତି ଏବଂ ଗତ ବଲାଙ୍ଗୀର ବିଧାନସଭା ଭାଜପା ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ ମନ୍ତ୍ରୀଙ୍କୁ ସୁପାରିଶ କରିବାରୁ ମନ୍ତ୍ରୀ ଏଥିପାଇଁ ସ୍ବୀକୃତି ପ୍ରଦାନ କରିଛନ୍ତି । 

  ଉଲ୍ଲେଖନୀୟ ଯେ, ବଲାଙ୍ଗୀର ଜିଲ୍ଲା ଲେଖକ ପରିଷଦ ପକ୍ଷରୁ  ସମ୍ପୂର୍ଣ୍ଣ ନିଜସ୍ବ ଉଦ୍ୟମରେ ବିଗତ ୧୫ ବର୍ଷ ଧରି ବଲାଙ୍ଗୀର ବହିହାଟ ଅନୁଷ୍ଠିତ ହୋଇ ଆସୁଥିଲେ ହେଁ , କୌଣସି ସରକାରୀ ଅନୁଦାନ ମିଳି ନଥିଲା ।  ଗତବର୍ଷ ପ୍ରଶାସନ ସହ ମିଳିତ ଭାବରେ ପୁସ୍ତକମେଳା କରାଯାଇଥିବାରୁ ପରିଷଦର ସଭାପତି ଓ ବହୁ ବରିଷ୍ଠ ଲେଖକ ଯୋଗ ଦେଇ ନଥିଲେ ।  ଏଣୁ ଏଥର ବିଭାଗୀୟ ମନ୍ତ୍ରୀଙ୍କ ସିଧାସଳଖ ଜିଲ୍ଲା ଲେଖକ ପରିଷଦକୁ ସରକାରୀ ଅନୁଦାନ ପ୍ରଦାନ ପ୍ରତିଶ୍ରୁତିରେ ପରିଷଦ ପକ୍ଷରୁ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି ।

ପରିଷଦର ସଭାପତି ମଳୟ ମିଶ୍ର ଓ କୋଷାଧ୍ୟକ୍ଷ ଅଜିତ କୁମାର ମହାନ୍ତି ତଥା ପରିଷଦର ସଦସ୍ୟମାନେ ଏଥିପାଇଁ କିଛିଦିନ ପୂର୍ବରୁ ପରିଷଦର ଏକ ପ୍ରତିନିଧିଦଳ ଭୁବନେଶ୍ବର ଯାଇଥିବା ବେଳେ ଏଥିପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ଡା ମୁକେଶ ମହାଲିଙ୍ଗ ମଧ୍ୟ ସୁପାରିଶ କରିଥିବାରୁ ଉଭୟମନ୍ତ୍ରୀ ଏବଂ ଜିଲ୍ଲା ଭାଜପା ସଭାପତି ଶ୍ରୀ ମହାନ୍ତି ଓ ବରିଷ୍ଠ ଭାଜପା ନେତା ଶ୍ରୀ ପାଣିଗ୍ରାହୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।  ଉଲ୍ଲେଖନୀୟ ଯେ ପରିଷଦର ପେଟ୍ରନ୍ ତଥା ଜିଲ୍ଲାପାଳ ଶିବାଜୀ ଗୌରବ ଇସଲବାରଙ୍କ ଉପସ୍ଥିତିରେ ମନ୍ତ୍ରୀ ଲିଖିତ ସ୍ବୀକୃତି ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like