-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ମାସିକ ରଚନା ସନ୍ଧ୍ୟା: ପରିବାର ଓ ବିଦ୍ୟାଳୟରୁ ପିଲାଙ୍କ ଭିତରେ ସଦଶିକ୍ଷା ଓ ଚରିତ୍ର ଗଠନ ପ୍ରତି ସଚେତନତା ସୃଷ୍ଟି ଆବଶ୍ୟକ

12-Jan-2025



ବଲାଙ୍ଗିର(ପ୍ରେରଣା ଖବର): ପିଲାଙ୍କର ନୈତିକ ମୂଲ୍ୟବୋଧ ଶିକ୍ଷା ପରିବାରରୁ ହିଁ ଆରମ୍ଭ ହୋଇଥାଏ। ଆମ ଭାରତର ପ୍ରାଚୀନ ସଂସ୍କୃତି, ପୋଥିପୁରାଣ, ଦର୍ଶନଶାସ୍ତ୍ର ପ୍ରତ୍ୟେକରେ ମୂଲ୍ୟବୋଧ ଶିକ୍ଷାର ଉପାଦାନ ରହିଛି। ପରିବାର ଓ ବିଦ୍ୟାଳୟରୁ ପିଲାଙ୍କ ଭିତରେ ସଦଶିକ୍ଷା ଓ ଚରିତ୍ର ଗଠନ ପ୍ରତି ସଚେତନତା ସୃଷ୍ଟି ଆବଶ୍ୟକ l

ବଲାଙ୍ଗିରର ଅଗ୍ରଣୀ ସାହିତ୍ୟ, ସାମାଜିକ ଓ ସାଂକୃତିକ ଅନୁଷ୍ଠାନ 'ରଚନା'ର ମାସିକ ରଚନା ସନ୍ଧ୍ୟା କାର୍ଯ୍ୟକ୍ରମରେ ଏହି ମତ ପ୍ରକାଶ ପାଇଛି l ଗତ ଶନିବାର ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ସଭାକକ୍ଷରେ ଅନୁଷ୍ଠିତ "ସାମ୍ପ୍ରତିକ ସମାଜରେ ନୈତିକ ମୂଲ୍ୟବୋଧ" ଶୀର୍ଷକ ଆଲୋଚନାଚକ୍ରରେ ଆଲୋଚକ ଭାବରେ ଯୋଗଦେଇ ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟର ଓଡ଼ିଆ ଭାଷାସାହିତ୍ୟ ବିଭାଗୀୟ ମୁଖ୍ୟ ଡ଼ ସୁଶାନ୍ତ କୁମାର ପଣ୍ଡା

ପିଲାଙ୍କ ଭିତରେ ବର୍ତ୍ତମାନ ନୈତିକ ଶିକ୍ଷା ବଦଳରେ ଆଧୁନିକ ତଥା ଅତ୍ୟାଧୁନିକ ଶିକ୍ଷାର ଆଗ୍ରହ ବଢୁଛି; ଆଧୁନିକ ଶିକ୍ଷା ସହିତ ନୈତିକ ଶିକ୍ଷା ସେମାନଙ୍କ ପାଇଁ କେତେ ଜରୁରୀ ତାହା ଆମକୁ ସେମାନଙ୍କୁ ଜଣେଇବାକୁ ହେବ ବୋଲି ମତବ୍ୟକ୍ତ କରିଥିଲେ l ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ଵରୀୟ ବିଶ୍ୱବିଦ୍ୟାଳୟ ର ବ୍ରହ୍ମାକୁମାରୀ ଉଷା ଭଉଣୀ ଆମ ପ୍ରାଚୀନ ଭାରତୀୟ ଦର୍ଶନ, ତଥା ମହାପୁରୁଷଙ୍କ ମହତବାଣୀର ଉଦାହରଣ ଦେଇ ଯୁବବର୍ଗ ତଥା ଆମେ ସମସ୍ତେ କିପରି ଏହି ମାର୍ଗରେ ପରିଚାଳିତ ହୋଇପାରିବା ମାର୍ଗଦର୍ଶନ କରିଥିଲେ l ଅନ୍ୟତମ ଆଲୋଚକ ଭାବରେ ଆକାଶବାଣୀ ବଲାଙ୍ଗିରର କାର୍ଯ୍ୟକ୍ରମ ମୁଖ୍ୟ ତଥା ଖ୍ୟାତନାମା ଗାଳ୍ପିକ ମନୋଜ ପୂଜାରୀ ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦାର୍ଶନିକଙ୍କର ଦର୍ଶନୋପଦେଶ, ଭାଗବତର ମହତବାଣୀ ତଥା ଅନେକ ଲୋକକଥା ଓ କାହାଣୀର ଦୃଷ୍ଟାନ୍ତ ଦେଇ ଏ ସବୁଥିରୁ ଆମେ କିପରି ନୈତିକ ମୂଲ୍ୟବୋଧ ଶିକ୍ଷା କରିପାରିବା ବୁଝାଇଥିଲେ l କାର୍ଯ୍ୟକ୍ରମର

ସଂଯୋଜନା କରିଥିଲେ ଅନୁଷ୍ଠାନର ବରିଷ୍ଠ ସଦସ୍ୟା ସଂସ୍କୃତି ପଟ୍ଟନାୟକ ଓ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ସହସମ୍ପାଦକ ରତ୍ନମୟ ତ୍ରିପାଠୀ l ଏହି କାର୍ଯ୍ୟକ୍ରମରେ ସହରର ଅନେକ ସଂକୃତିପ୍ରେମୀ, ବୁଦ୍ଧିଜୀବୀ, ଗଣମାଧ୍ୟମର ପ୍ରତିନିଧି, ଛାତ୍ରଛାତ୍ରୀ ଏବଂ 'ରଚନା'ର ସଭାପତି ସନାତନ ଠାକୁର, ସମ୍ପାଦକ ଭାଗିରଥି ମିଶ୍ର, କୋଷାଧକ୍ଷ ମୃଗେଶ ବୈଷ୍ଣବ ପାଣିଗ୍ରାହୀ ଓ ସଭ୍ୟ ସଭ୍ୟା ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like