-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଯୁବା ଦିବସରେ ଗାୟତ୍ରୀ ପାରିବାରର ରକ୍ତ ଦାନ ଶିବିର

12-Jan-2025



ବଲାଙ୍ଗୀର(ଦେବାଶିଷବହିଦାର): ଆଜି ସ୍ଥାନୀୟ ଅର୍ଯ୍ୟ ସମାଜ ମନ୍ଦୀର ରେ ଦିନ ୧୧ ଘଂଟା ସମୟରେ ଗାୟତ୍ରୀ ପରିବାର ଦ୍ବାରା ଅନ୍ତରାଷ୍ଟ୍ରିୟ ଯୁବା ଦିବସ ଶୁଭ ଅବସର ରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଚି। ମୂଖ୍ୟ ଅତିଥି ଭାବରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ମାନ୍ୟବର ପବିତ୍ର ବେହେରା ଦୀପ ପ୍ରଜ୍ବଳନ କରି ଶିବିର କୁ ଉଦ୍ଘାଟନ କରିଥିଲେ। ସମ୍ମାନୀତ ଅତିଥି ପୁର୍ବତନ ସ୍ଵାସ୍ଥ୍ୟ ଅଧିକାରି ଜଗନ୍ନାଥ ପଣ୍ଡା ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥଲେ। ବଲାଙ୍ଗିର ବ୍ଲଡ଼ ବେଙ୍କ ଅଧିକାରି ଡ଼ାକ୍ତର ଆରତୀ ପଣ୍ଡା ଉପସ୍ଥିତ ରହିବା ସହିତ କାର୍ଯ୍ୟକ୍ରମ ର ତତ୍ୱା ବଧାନ କରିଥଲେ। ଏହି ଶିବିର ରେ ୨୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ନିଜେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ସମାଜ କୁ ରକ୍ତ ଦାନ ର ବାର୍ତ୍ତା ଦେଇ ଉଦାହରଣ ସୃଷ୍ଟି କରିଥଲେ। ଏଥିରେ ପବିତ୍ର ବେହେରା, ଯୋଗେଶ ଝା, ସୁଶୀଳା ବିଶ୍ଵାଳ, ଶାନ୍ତନୁ ପାତ୍ର, ରିନା ସହୁ, ତ୍ରିଲୋଚନ ମେହେର, ରମାନନ୍ଦ୍ ଥନାପତି, ସ୍ୱରଜିତ ଶତପଥୀ, କଲାକାହୁଁ, କେଶବ ସୁନା, ସଞ୍ଜୁ ସୁନା ମନିସ ଝା, ରାକେଶ ପାଣିଗ୍ରାହି, ମଧୁ ଛନ୍ଦା ପାଲ, ସରୋଜ ଡୋର, ସୁରସ୍ମିତା ପାଣିଗ୍ରାହି, ଉମାକାନ୍ତ ବାଗ, ସିତମ୍ ଗଡତିଆ, ବସନ୍ତ ବେହେରା ରକ୍ତ ଦାନ କରିଥଲେ। ବଲାଙ୍ଗିର ବ୍ଲଡ଼ ବ୍ୟାଙ୍କ୍ କର୍ମଚାରୀ ଡ଼ାକ୍ତର ସୁମିତ ମୁଣ୍ଡ, ସ୍ୱାଗତିକା ରାଉଳ, ଅକ୍ଷୟ ବାଗ, ସମିତା ମେହେର, ଗଙ୍ଗାଧର ପଧାନ, ସଂଗ୍ରାମ କେଶରୀ ରଣା ଓ ପୁନମ ବର୍ମା ରକ୍ତ ସଂଗ୍ରହ କରିଥଲେ। ଉକ୍ତ କାର୍ଯ୍ୟକ୍ରମ କୁ ସଫଳିକୃତ୍ କରିଥଲେ ଯୁଗଳ କିଶୋର ଝା, କାଳୀ ପ୍ରସାଦ ମିଶ୍ର, ସୁରେଶ ଷଡ଼ଙ୍ଗୀ, ଭାଗ୍ୟବାନ ସାହୁ, ସୁବାସ ରାଉତ, ଅମ୍ରିଶ ତ୍ରୀପାଠୀ, ମୋକ୍ଷାଦା ଶର୍ମା, ବୀଣାପାଣି ଆଚାର୍ଯ୍ୟ, ଗୋପବନ୍ଧୁ ଶତପଥୀ, କୁସୁମ ଶତପଥୀ, କଂବୁ ପାଣି ଆଚାର୍ଯ୍ୟ, ବବିତା ଅଗ୍ରୱାଲ, ସ୍ମିତା ମହାରଣା, ସଂଯୁକ୍ତା ମିଶ୍ର ଅସ୍ମାନ ସାହୁ, କ୍ଷୁଦ୍ର ମଣି ନାୟକ ଶାନ୍ତନୁ ପାତ୍ର ପ୍ରମୁଖ ସହଯୋଗ କରିଥଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like