-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ମହା ବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

12-Jan-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ମହାବିଦ୍ୟାଳୟର ଯୁବ ରେଡ଼କ୍ରସ ପକ୍ଷରୁ ସ୍ମାର୍ଟ୍ ଶ୍ରେଣୀ ଗୃହରେ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଡି. ଗୋବିନ୍ଦା ରାଓ ଙ୍କ ସଭାପତିତ୍ବରେ ଇତିହାସ ବିଭାଗ ମୁଖ୍ୟ ପ୍ରାଧ୍ୟାପିକା ଶ୍ରୀମତି ସଙ୍ଗୀତା ତ୍ରିପାଠୀ, ଯୁବ ରେଡକ୍ରସ ର ଜିଲ୍ଲା ସମ୍ପାଦକ ଶ୍ରୀ ଦିଲ୍ଲୀପ କୁମାର ହୋତାଙ୍କ ଆତିଥ୍ୟ ରେ ଏହି ଉତ୍ସବ ପାଳନ କରାଯାଇଥିଲା । ଅଧ୍ୟକ୍ଷ ସ୍ୱାଗତ ଅଭିଭାଷଣ ଦେଇ ଯୁବ ଦିବସର ମହତ୍ୱ ସଂପର୍କରେ ଆଲୋକପାତ କରିଥିଲେ। ବିଭିନ୍ନ ଦିବସ ପାଳନ ପୂର୍ବକ ପ୍ରତିଯୋଗିତା ଗୁଡ଼ିକରେ ବହୁଳ ଭାବରେ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କଲେ ସେମାନଙ୍କର ଜ୍ଞାନ ବୃଦ୍ଧି ହେବାସହ ବୌଦ୍ଧିକ ବିକାଶ ରେ ସହାୟକ ହେବ ବୋଲି ଅଧ୍ୟକ୍ଷ ବକ୍ତବ୍ୟ ରେ ପ୍ରକାଶ କରିଥିଲେ।କାର୍ଯ୍ୟକ୍ରମ ସଂଯୋଜକ ଅଧ୍ୟାପକ ଶ୍ରୀ ଶମ୍ଭୁ ପ୍ରସାଦ ହୋତ୍ତା ବିବେକାନନ୍ଦଙ୍କ ଜୀବନୀ ଓ ତାଙ୍କର ନୀତି ଆଦର୍ଶକୁ  ଅନୁସରଣ କରି ଯୁବପିଢି ଦେଶ ମାତୃକାର ସେବା କରିବା ପାଇଁ ଆହ୍ବାନ ଦେଇଥିଲେ । ସେହିପରି ଜିଲ୍ଲା ରେଡକ୍ରସ୍ ଆବାହକ ଶ୍ରୀ ଦିଲୀପ କୁମାର ହୋତା ସ୍ଵାମୀ ବିବେକାନନ୍ଦଙ୍କ ବ୍ୟକ୍ତିତ୍ଵ ଓ ସମାଜ ପ୍ରତି ଥିବା ଅବଦାନ ସଂପର୍କରେ କହିଥିଲେ ।

ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ "ସ୍ବାମୀ ବିବେକାନନ୍ଦ ଓ ଯୁବ ସମାଜ" ଉପରେ ପ୍ରବନ୍ଧ ରଚନା, ଚିତ୍ର କଳା ଓ ବକ୍ତୃତା ପ୍ରତିଯୋଗିତା କରାଯାଇଥିଲା । ଏଥିରେ ଯୁବ ରେଡକ୍ରସ୍ କାଉନସିଲର ଅଧ୍ୟାପକ ଅଶ୍ଵିନୀ ବେହେରା, ଅଧ୍ୟାପିକା ନିର୍ମଳା ହୀକକା, ଅଧ୍ୟାପିକା ରଜନୀ ମିଞ୍ଜ ଓ ରାଜନୀତି ବିଜ୍ଞାନ ଅଧ୍ୟାପକ ହରିଶ୍ ଚନ୍ଦ୍ର ଶବର ବିଚାରକ ଦାୟିତ୍ଵ ନିର୍ବାହ କରିଥିବା ବେଳେ ଦର୍ଶନ ଶାସ୍ତ୍ର ବିଭାଗ ମୁଖ୍ୟ ଶମ୍ଭୁ ପ୍ରାସାଦ ହୋତା ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଛାତ୍ର ଛାତ୍ରୀ ସ୍ୱାମୀଜୀ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଏକ ବିକଶିତ ଭାରତ ତଥା ସଶକ୍ତ ଓଡ଼ିଶା ଗଠନରେ ସହାୟକ ହୁଅନ୍ତୁ ବୋଲି ବକ୍ତା ମାନେ ଆହ୍ୱାନ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like