-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଟାଓ୍ବାର ଖୁଣ୍ଟ ରୁ ପଡ଼ି ଯୁବକ ମୃତ

12-Jan-2025



ପାଟଣାଗଡ଼ (ଦର୍ଶନ ନ୍ୟୁଜ) ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଥିବାବେଳେ ସୋମବାର ଥିବା ଯୋଗୁଁ ଆଜି ସାରା ପଶ୍ଚିମ ଓଡ଼ିଶାର ଲୋକେ ପୌଷ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଛି। ସମସ୍ତେ ମଜା ମସ୍ତି କରିବାରେ ଲାଗିଥିବାବେଳେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ନୁନହାଡ ଗାଁ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ୩ ଟା ବେଳକୁ ଉକ୍ତ ଗ୍ରାମର ଅରୁଣ ଶବର ଙ୍କ ପୁଅ ନିରାକାର (ଗୁଲ୍ଠୁ) କୌଣସି କାରଣରୁ ନୁନହାଡ ଗାଁ ବସଷ୍ଟାଣ୍ଡ ଠାରେ ଥିବା ଏକ ଟାଓ୍ବର ଖୁଣ୍ଟ କୁ ଚଢ଼ିଯାଇ ଥିଲେ।ଭାରସାମ୍ୟ ହରାଇ ତଳେ ପଡ଼ିଯାଇଥିବା ବେଳେ ସେଠାରେ ବେଲ ପଡ଼ା ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ବେଲ ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ଆଣିଥିଲେ। ହେଲେ ସେଠାରେ କର୍ତ୍ତବ୍ୟ ରେ ଥିବା ଡଃ ସୁବ୍ରତ କୁମାର ସାହୁ ତାଙ୍କୁ ମୃତ ଘୋଷଣା କରିଥିଲେ।ଶବ ବ୍ୟବଚ୍ଛେଦ ପରେ ପରିବାର କୁ ଶବ ହସ୍ତାନ୍ତର କରାଯାଇଛି।ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସମ୍ପୂର୍ଣ୍ଣ ଘଟଣା ପଦାକୁ ଆସିବ ବୋଲି ଜନସାଧାରଣରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like