-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ନର୍ଲା ପ୍ରେସ ଆସୋସିଏସନ୍ ଓଜେୟୁ ଶାଖା ଓ ମ.ରାମପୁର UNIVERSAL LAWER CHAMBER ଙ୍କ ମିଳିତ ବଣଭୋଜି ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ

12-Jan-2025



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ପ୍ରେସ ଆସୋସିଏସନ୍ ଓଜେୟୂ ଶାଖା ଏବଂ ମ.ରାମପୁର UNIVERSAL LAWER CHAMBER ଙ୍କ ମିଳିତ ଉଦ୍ୟମ ରେ ଡେଙ୍ଗସର୍ଗି ସ୍ଥିତ ପାମ ବଗିଚା ରେ ବଣଭୋଜି ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ସର୍ବ ପ୍ରଥମେ ସଂଘର ସଭାପତି ଚିନ୍ତାମଣି ନାଏକ ସମସ୍ତ ଅତିଥି ଙ୍କୁ ପରିଚୟ ପ୍ରଦାନ କରାଇଥିଲେ ଏବଂ ପରେ ପରେ ସମସ୍ତ ସଦସ୍ୟ ତାଙ୍କ ନିଜ ନିଜ ସହଧର୍ମିଣୀ ଙ୍କ ସହ ପୁତ୍ରକନ୍ୟା ମାନଙ୍କ ପରିଚୟ ପ୍ରଦାନ କରିଥିଲେ ଏବଂ ନିଜ ନିଜ ପରସ୍ପର ଭିତରେ ହସ କୌତୁହଳ ରେ ଭାବର ଆଦାନ ପ୍ରଦାନ ହୋଇଥିଲା ଏହି ପ୍ରାକୃତିକ ସୋନ୍ଦର୍ଯ୍ୟ ଭରା ପାମ୍ ବଗିଚା ରେ ଅତୀବ ମନୋରମ ଦୃଶ୍ୟ କୁ ସମସ୍ତେ ବୁଲି ଦେଖି ସୌନ୍ଦର୍ଯ୍ୟ କୁ ଭରପୁର ଉପଭୋଗ କରିଥିଲେ ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମ ରେ ମହିଳା ମାନଙ୍କ ପାଇଁ ଚୌକି ବସା ପ୍ରତିଯୋଗୀତା ଝିଅ ପୁଅ ମାନଙ୍କ ପାଇଁ ମଧ୍ୟ ଅନୁରୂପ   ଚୌକିବସା ଅନୁଷ୍ଠିତ ହୋଇଥିଲା ଏବଂ ଦୌଡ଼ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା ଏବଂ ପ୍ରତ୍ୟେକ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିବା ପ୍ରଥମ , ଦ୍ଵିତୀୟ , ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ଏହି ଭବ୍ୟ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ମ.ରାମପୁର ବାର ଆସୋସିଏସନ୍ ର ବରିଷ୍ଠ ଆଇନଜୀବି ପ୍ରକାଶ ପଣ୍ଡା, ସମ୍ମାନୀତ ଅତିଥି ଭାବରେ ଆଇନଜୀବି ସନାତନ ପଣ୍ଡା, ସଞ୍ଜୟ ସାହୁ ଯୋଗଦେଇଥିବା ବେଳେ ମ.ରାମପୁର ଗ୍ରାପ ସରପଞ୍ଚ ଓ ତାଙ୍କର ସ୍ବାମୀ ସତ୍ୟ ବାନ ସାହୁ ଏବଂ ଡମ୍ବ କର୍ଲାଖୁଣ୍ଟା ଗ୍ରାପ ସରପଞ୍ଚ ଏବଂ ତାଙ୍କ ସ୍ୱାମୀ  ଫକୀର ରଣା ଉପସ୍ଥିତ ଥିବା ବେଳେ ମଞ୍ଚରେ ବିଭିନ୍ନ ନୃତ୍ୟଗୀତ ଭଳି ମନୋରଞ୍ଜନ ର ଆସର ଜମିଥିଲା ଏହି କାର୍ଯ୍ୟକ୍ରମରେ ନର୍ଲା ପ୍ରେସ ଆସୋଶେଶନ ର  ଲିଗାଲ ଆଡ଼ଭାଇଜର ଦୀପକ କୁମାର ସାହୁ ମଞ୍ଚ ପରିଚାଳନା କରିଥିଲେ ଏବଂ ସଂଘର ସମ୍ପାଦକ ସନ୍ତୋଷ କୁମାର ପାତ୍ର ,ଉପ ସଭାପତି ଡୋଳା ମଣି ସାହୁ ,ନୃପରାଜ ସାହୁ ବିଭିନ୍ନ ପ୍ରତିଯୋଗୀତା ଆୟୋଜନ ରେ ସହାୟକ କରିଥିଲେ ସଂଘର ବରିଷ୍ଠ ସଦସ୍ୟ ନରୋତ୍ତମ ପାୟା ସିଂ, ବାବୁଲାଲ ବାଗ ,ତପନ ସାହୁ , ବାରୁ ମାଝୀ ,ଗଣେଶ ଭୋଇ, ଅଜିତ ମାଝି, ଚତୁର୍ଭୁଜ ନାଏକ, ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like