-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କଟାପାଲି ବିଶାଖା ଦାଶ ହାଇସ୍କୁଲ ରେ ସ୍ବର୍ଗତ ଇଲା ପଣ୍ଡା ଙ୍କ ବିଂଶ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

12-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀ ସୁଧାଂଶୁ ତ୍ରିପାଠୀ ଙ୍କ ଅଧ୍ୟକ୍ଷତା ରେ  ବିଶାଖା ଦାଶ ହାଇସ୍କୁଲ କଟାପାଲି (ବରପାଲି )ଠାରେ ବିଶିଷ୍ଟ ଶିଳ୍ପପତି, ସମାଜସେବୀ ତଥା ପୂର୍ବତନ ରାଜ୍ୟ ସଭା ସଂସଦ ଇଲା ପଣ୍ଡା ଙ୍କ ବିଂଶତମ ଶ୍ରାଦ୍ଧ ବାର୍ଷିକୀ ମହା ସମାରୋହରେ ପାଳିତ ହୋଇ ଯାଇ ଅଛି l ଅତିଥି ମାନଙ୍କ ଦ୍ୱାରା ଦୀପ ପ୍ରଜ୍ବଳନ ପରେ ହାଇସ୍କୁଲ ର ଛାତ୍ରୀ ମାନେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ l ସ୍କୁଲ ର ସହକାରୀ ଶିକ୍ଷକ ବିଶ୍ୱଜିତ ବିଶ୍ୱାଳ ସ୍ୱାଗତ ସମ୍ଭାଷଣ ଦେଇଥିବା ବେଳେ ଲିପି ଭୁଏ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ l ପ୍ରଧାନ ଶିକ୍ଷକ ଶ୍ରୀ ଅଶୋକ ଭୋଇ ଙ୍କ ସଭା ର ଉଦ୍ଦେଶ୍ୟ ଜ୍ଞାପନ ପରେ ସ୍କୁଲ କମିଟି ର ସଭାପତି ଶ୍ରୀ ଗଣେଶ ଭୋଇ ତାଙ୍କ ଅଭିଭାଷଣ ରେ ପିଲା ମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ l ମୁଖ୍ୟ ଅତିଥି ରୂପେ ଘେସ କଲେଜ ର ଅବସର ପ୍ରାପ୍ତ ଅଧ୍ୟକ୍ଷ ଡ଼ ଉଦ୍ଧବ ପାତ୍ର ଓ ମୁଖ୍ୟ ବକ୍ତା ଭାବେ କଟାପାଲି ସ୍ନାତକ ମହାବିଦ୍ୟାଳୟ ର ଓଡ଼ିଆ ଅଧ୍ୟାପକ ଶ୍ରୀ ବିଭୁଦତ୍ତ ପଧାନ ଯୋଗଦେଇ ଇଲା ପଣ୍ଡା ଙ୍କ ସ୍ମୃତି ଚାରଣ କରି ତାଙ୍କର ଆଦର୍ଶ ରେ ଅନୁପ୍ରାଣିତ ହେବା ପାଇଁ ଛାତ୍ର ମାନଙ୍କୁ ପରାମର୍ଶ ଦେଇଥିଲେ l ମୁଖ୍ୟ ଅତିଥି ଡ଼ ପାତ୍ର ସାମାଜିକ କ୍ଷେତ୍ରରେ ଅଗ୍ରଣୀ ଭୂମିକା ନିଭେଇଥିବା ଅନେକ ମହିୟସୀ ନାରୀ ଙ୍କ ଦୃଷ୍ଟାନ୍ତ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଶ୍ରୀ ତରଣୀ ସେନ ବୁଧିଆ, ଅବସର ପ୍ରାପ୍ତ ଇଂରାଜୀ ଶିକ୍ଷକ ଓ ଶ୍ରୀ ପ୍ରଦୀପ ପଣ୍ଡା ଅବସର ପ୍ରାପ୍ତ ଅବକାରୀ ବିଭାଗ ର ଡେପୁଟି ସୁପର ଇନ ଟେଣ୍ଡେଣ୍ଟ ଇଲା ପଣ୍ଡା ଙ୍କୁ ସ୍ମୃତି ନୈବେଦ୍ୟ ଅର୍ପଣ କରିଥିଲେ l ଅନ୍ୟତମ ସମ୍ମାନିତ ଅତିଥି ରୂପେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ କଟାପାଲି ସ୍ନାତକ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ବୁଦ୍ଧଦେବ ଭୋଇ  ଏବଂ କବି ଶ୍ରୀ ରୋହିତ ଦାଶ l ଶ୍ରୀ ଦାଶ ଏକ କବିତା ମାଧ୍ୟମ ରେ ପିଲା ଙ୍କୁ ଭଲ ମଣିଷ ହେବା ପାଇଁ ଉଦବୋଧନ ଦେଇ କହିଥିଲେ ବଡ଼ ମଣିଷ ହେବା ପାଇଁ ପ୍ରଥମେ ଭଲ ମଣିଷ ହେବା ଆବଶ୍ୟକ l ଶ୍ରୀ ସୁଧାଂଶୁ ତ୍ରିପାଠୀ ତାଙ୍କ ଦୀର୍ଘ ବକ୍ତବ୍ୟ ରେ ଇଲା ପଣ୍ଡା ଙ୍କ ସ୍ମୃତି ଚାରଣ କରି ସ୍କୁଲ ଓ ସମାଜ ପ୍ରତି ଇଲା ପଣ୍ଡା ଙ୍କ ମହାନ ଅବଦାନ ସମ୍ପର୍କ ରେ ଅବଗତ କରେଇଥିଲେ l କଟାପାଲି ଗ୍ରାମ ପଂଚାୟତ ର ସରପଞ୍ଚ ଶ୍ରୀ ଗଙ୍ଗାଧର ଦାଶ ପିଲା ମାନଂକୁ ଭଲ ପାଠ ପଢି ଇଲା ପଣ୍ଡା ଙ୍କ ପରି ବଡ଼ ମଣିଷ ହେବା ପାଇଁ ପରାମର୍ଶ ଦେଇଥିଲେ l ସଭା କୁ ସଂଯୋଜନା କରିଥିଲେ ସହକାରୀ ଶିକ୍ଷକ ଧୀରେନ୍ଦ୍ର ବିଶ୍ଵାଳ l ଜୟନ୍ତ ସା ଙ୍କ ଧନ୍ୟବାଦ ଅର୍ପଣ ପରେ ସଭା ସମାପ୍ତ ହେଲା lଏହି ଶ୍ରଦ୍ଧାଞ୍ଜଳି ସଭା ରେ ବିଭିନ୍ନ ଅଞ୍ଚଳ ରୁ ଶହ ଶହ  ଛାତ୍ର ଛାତ୍ରୀ ଅଭିଭାବକ, ଗ୍ରାମ ବାସି, ବୁଦ୍ଧିଜୀବୀ ତଥା ଅନେକ ବିଜ୍ଞ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like