-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କୁସଙ୍ଗ ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ ରେ ସରିଲା କୁମ୍ଭୀର ଦୁଇଟି ପ୍ରଜାତିର ମାତ୍ର ୧୯ ଟି କୁମ୍ଭୀର ଠାବ 

13-Jan-2025



ବୌଦ୍ଧ(ଦେବବ୍ରତ ଦାଶ ଙ୍କ ରିପୋର୍ଟ ):-ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ ସାତକୋଶିଆ ରେ ଶେଷ ହେଲା କୁମ୍ଭୀର ଗଣନା । ଚଳିତ ବର୍ଷ ବୌଦ୍ଧ ଜିଲ୍ଲା କୁସଙ୍ଗ ରେଞ୍ଜ ଅଧିନସ୍ଥ ସାତକୋଶିଆ ଗଣ୍ଡ ରେ ଦୁଇଟି ପ୍ରଜାତିର ୧୯ଟି କୁମ୍ଭୀର ରହିଛନ୍ତି l ସେଥି ମଧ୍ୟରୁ ଘଡ଼ିଆଳ ବୟସ୍କ ୩ଟି ଶାବକ ୮ଟି ଓ ଗୋମୁଁଆ କୁମ୍ଭୀର ବୟସ୍କ ୫ଟି ଶାବକ ୩ଟି ଗଣନା କରାଯାଇଛି l କୁମ୍ଭୀର ଗଣନା ରେ ବନବିଭାଗ ର ମୋଟ ୩ଟିମ ନଯୋଜିତ ହୋଇଥିଲେ ବୋଲି ବନାଞ୍ଚଳ ଅଧିକାରୀ ସୂଚନା ଦେଇଛନ୍ତି । ସୂଚନମୁତବକ ଚଳିତ ବର୍ଷ କୁସଙ୍ଗ ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ ପକ୍ଷରୁ ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ସାତକୋସିଆ ଗଣ୍ଡ ରେ ରେଞ୍ଜ ଅଧିକାରୀ ସଂସାର ବର୍ଗିଆ ଙ୍କ ନେତୃତ୍ୱ ରେ ଶେଷ ହୋଇଛି କୁମ୍ଭୀର ଗଣନା କାର୍ଯ୍ୟକ୍ରମ l ବନାଞ୍ଚଳ ପକ୍ଷରୁ ୩ଟି ଟିମ ଗଠନ କରାଯାଇ ମଟର ବୋଟ ପରିବର୍ତ୍ତେ ମାଛ ଧରା ଡଙ୍ଗାରେ ନଦୀ ଭିତରେ ଉନ୍ନତ ମାନର କ୍ୟାମେରା, ଦୂରବିଖ୍ୟଣ ଯନ୍ତ୍ର ସାହାଯ୍ୟରେ କୁମ୍ଭୀର ଗଣନା କରାଯାଇଛି । ମହାନଦୀ ର ସାତକୋଶିଆ ଗଣ୍ଡ ରେ କୁମ୍ଭୀର ବଂଶ ବୃଦ୍ଧି ପାଇଁ ବନବିଭାଗ ବିଭିନ୍ନ ପଦକ୍ଷେପ ନେଇଥିବା ବେଳେ ଗତ ବର୍ଷ ୨୦୨୪ ମସିହାରେ ୩୫ଗୋଟି କୁମ୍ଭୀର ଅଣ୍ଡା ରୁ ସୁସ୍ଥ ଶାବକ ଜନ୍ମ ନେଇଥିଲେ । ବର୍ଷା ଋତୁ ପୂର୍ବରୁ କୁମ୍ଭୀର ଶାବକ ଅଣ୍ଡା ରୁ ଜନ୍ମ ନେଇଥିବାରୁ ନଦୀ ବନ୍ୟାରେ କିଛି ଶାବକ ପ୍ରତି ବର୍ଷ ଅନ୍ୟତ୍ର ଚାଲି ଯାଇଥାନ୍ତି l  ଶେଷରେ ପ୍ରତିବର୍ଷ ଶୀତଦିନେ ଅବଶିଷ୍ଟାଂଶ କୁମ୍ଭୀର ଙ୍କ ବଂଶ ରକ୍ଷା ନେଇ କୁମ୍ଭୀର ଗଣନା କାର୍ଯ୍ୟକ୍ରମ ହେଉଛି । ତେଣୁ ପ୍ରତିବର୍ଷ ଏଭଳି ଗଣ୍ଡରେ ଏଭଳି କୁମ୍ଭୀର ସଂଖ୍ୟା ହ୍ରାସ ଓ କୁମ୍ଭୀର ବଂଶ ବୃଦ୍ଧି ନ ଘଟିବା ସହ ବନ ବିଭାଗ ପକ୍ଷରୁ ବଂଶ ବୃଦ୍ଧି ପାଇଁ ନିଆଯାଉଥିବା ସମସ୍ତ ଯୋଜନା ଫେଲ ମାରିବା ସମସ୍ତ ଙ୍କୁ ଚିନ୍ତାରେ ପକାଇଛି । କୁମ୍ଭୀର କୁ ସୁରକ୍ଷା ଯୋଗାଇବା ରେ ଫେଲ ମାରିଛି ବିଭାଗ କେବଳ ପ୍ରତିବର୍ଷ କୁମ୍ଭୀର ଗଣନା କରି ଚୁପ ବସିଛି ବନବିଭାଗ । ତେଣୁ ଚଳିତ ବର୍ଷ କୁସଙ୍ଗ ମହାନଦୀ ବନାଞ୍ଚଳ ରେ ମାତ୍ର ୧୯ ଟି କୁ କମିଛି କୁମ୍ଭୀର ସଂଖ୍ୟା । ଅନ୍ୟପଟେ ଚଳିତ ବର୍ଷ ୩ଦିନ ଧରି କୁମ୍ଭୀର ଗଣନା କରାଯାଇଥିବା ବେଳେ ୩ଟିମ ସାମିଲ ହୋଇଥିଲେ । ଯେଉଁଥିରେ  ଫରେଷ୍ଟର ପ୍ରଶାନ୍ତ ଗୁରୁ, ଅନ୍ତର୍ଯ୍ୟାମୀ ଯାନୀ, ଶ୍ରୀନିବାସ କହଁର, ଫରେଷ୍ଟ ଗାର୍ଡ ଗୋବିନ୍ଦ ମହାକୁଡ଼, ଘଡ଼ିଆଳ କୁମ୍ଭୀର ରିସର୍ଚ୍ଚ ପରସନ ଆଶହରାଜ ଖାଁ, ଓ ଛଅ ଜଣ ସ୍କ୍ୱାର୍ଡ କର୍ମଚାରୀ ସାମିଲ ରହିଥିଲେ l ଟିମ ଦ୍ଵାରା ମୋଟ ୧୯ ଟି କୁମ୍ଭୀର ଠାବ ହୋଇଛନ୍ତି । ଘଡ଼ିଆଳ ବୟସ୍କ ୩ଟି ଶାବକ ୮ଟି ଓ ଗୋମୁଁଆ କୁମ୍ଭୀର ବୟସ୍କ ୫ଟି ଶାବକ ଟି ଗଣନା କରାଯାଇଥିବା ରେଞ୍ଜ ଅଧିକାରୀ ସଂସାର ବର୍ଗିଆ ସୂଚନା ଦେଇଛନ୍ତି l ସେପଟେ ପ୍ରତିବର୍ଷ କୁମ୍ଭୀର ସଂଖ୍ୟା କମିବା ଯାହା ପରିବେଶବିତ ଓ ବନ ବିଭାଗ କୁ ଚିନ୍ତାରେ ପକାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like