-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କୁଚିଣ୍ଡା ବି ଏଫ୍ ସି ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ବିଜେତା

13-Jan-2025



ଆଗଲପୁର, (ବିନୋଦ ଦୀପ) ବଡଟିକା କ୍ରୀଡା ସଂଘ ଆନୁକୂଲ୍ଯରେ ଆୟୋଜିତ ପ୍ରଥମ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ଫାଇନାଲ୍ ଖେଳରେ କୁଚିଣ୍ଡା ବି ଏଫ୍ ସି ଦଳ ସମ୍ବଲପୁର ଏଫ୍ ସି  ଦଳକୁ   ୩ - ୦   ଗୋଲ୍ ରେ ପରାସ୍ତ କରି  ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ବିଜେତା ହୋଇଛି l ଏହି ଅବସରରେ ଆଗଲପୁର ବ୍ଲକ୍ ଅଧ୍ଯକ୍ଷା ଶ୍ରୀମତୀ ଗୀତାଞ୍ଜଳୀ ଦାଶ  ମୂଖ୍ଯ ଅତିଥିଭାବେ ଯୋଗଦେଇ ବିଜେତା ଓ ଉପ ବିଜେତା ଦଳକୁ ପୁରସ୍କୃତ କରିଥିଲେ l ଅନ୍ଯ ମାନଙ୍କ ମଧ୍ଯରେ   ଆଗଲପୁର ବ୍ଲକ୍ ସାଂସଦ ପ୍ରତିନିଧି ଉମେଶ ଚନ୍ଦ୍ର ପଟେଲ, ମୋହନ ତାଣ୍ଡି,  ସମୀର ସିଂହଦେଓ, ମଣ୍ଡଳ ସରପଞ୍ଚ ସରୋଜ ସେଟ୍, ନଅଗାଁ (ଖ) ସରପଞ୍ଚ ବୃନ୍ଦାବନ ସେଟ୍, ଜବାହରଲାଲ ଉ ପ୍ରା ବିଦ୍ଯାଳୟ  ବଡଟିକା ର ପ୍ରଧାନ ଶିକ୍ଷକ ଦିଲିପ କୁଅର,  ଆଗଲପୁର ତହସିଲ ର ସେକ୍ସନ୍ ଅଫିସର ଶ୍ରୀଯୁକ୍ତ ଭରତ ଧରୁଆ,ନରୋତ୍ତମ ପଧାନ ବଡଟିକା ସରପଞ୍ଚ ଉଦେନାଥ ନାଏକ, ବଡଟିକା ପୂର୍ବତନ ସରପଞ୍ଚ କଳାର ସିଂ ବାଗ ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗ ଦେଇଥିଲେ l ଏହି ଅବସରରେ ଅନୁଷ୍ଠିତ ସମ୍ବର୍ଧନା ସଭାରେ ମ୍ୟାଚ୍ କମିଶନର ସୁଦୟ ବାରିକ, ସ୍ବର୍ଗତ ବି ଏସ୍ ଏଫ୍ ଯବାନ ବନବିହାରୀ ବିଶ୍ଵାଳଙ୍କ ସୁପୁତ୍ର ଜିତୁ ବିଶ୍ବାଳ,ରେଫରି ଅଶ୍ବିନୀ ବେସେରା,ସୁଧାଂଶୁ ଶେଖର ସେଠ୍, କରୁଣାକର ପଧାନ, ଗୋପାଳ ଚନ୍ଦ୍ର ପଧାନ, ସଞ୍ଜିବ ମହାରଣା, ଜାତୀୟ ମାଷ୍ଟର୍ସ ଆଥଲେଟ୍ ଋଷଭ ପଧାନ ତଥା କ୍ରୀଡା ସଂଘ ର କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ବି ଏଫ୍ ସି କୁଚିଣ୍ଡା  ଦଳର ଖେଳାଳୀ  ଚିନି କିସାନ ଫାଇନାଲ୍ ଖେଳର ଶ୍ରେଷ୍ଠ ଖେଳାଳି ଓ ମ୍ଯାନ୍ ଅଫ୍ ଦି ଟୁର୍ଣାମେଣ୍ଟ ଖେଳାଳୀ ଭାବେ ଵିନି କିସାନ୍  ମୁଖ୍ଯ ଅତିଥିଙ୍କଠାରୁ ପୁରସ୍କୃତ ହୋଇଥିଲେ  l ଆଜିର ଖେଳରେ  ମ୍ୟାଚ୍ କମିଶନର ସୁଦୟ ବାରିକଙ୍କ ପ୍ରତ୍ଯକ୍ଷ ତତ୍ତାବଧାନରେ ଅଶ୍ବିନୀ ବେସରା, ସୁଧାଂଶୁ ଶେଖର ସେଠ୍, ସଞ୍ଜିବ ମହାରଣା, ଗୋପାଳ ଚନ୍ଦ୍ର ପଧାନ,କରୁଣାକର ପଧାନ ଖେଳ ପରିଚାଳନା କରିଥିଲେ l ଆନନ୍ଦ ପଧାନ ଓ ହିମାଂଶୁ ଦଳପତି  ମଞ୍ଚ ପରିଚାଳନା କରିଥିଲେ l କ୍ରୀଡା ସଂଘର ସଭାପତି ଭୁବନେଶ୍ବର ଧରୁଆ, ଉପ ସଭାପତି ଗୋପାଳ ବିଶ୍ବାଳ, ସଂପାଦକ ଅନିଋଦ୍ଧ ଭୋଇ, ଆଜିର ଖେଳରେ  ମ୍ୟାଚ୍ କମିଶନର ସୁଦୟ ବାରିକଙ୍କ ପ୍ରତ୍ଯକ୍ଷ ତତ୍ତାବଧାନରେ ଅଶ୍ବିନୀ ବେସରା, ସୁଧାଂଶୁ ଶେଖର ସେଠ୍, ସଞ୍ଜିବ ମହାରଣା, ଗୋପାଳ ଚନ୍ଦ୍ର ପଧାନ,କରୁଣାକର ପଧାନ ଖେଳ ପରିଚାଳନା କରିଥିଲେ ।ଆନନ୍ଦ ପଧାନ ଓ ହିମାଂଶୁ ଦଳପତି  ମଞ୍ଚ ପରିଚାଳନା କରିଥିଲେ l କ୍ରୀଡା ସଂଘର ସଭାପତି ଭୁବନେଶ୍ବର ଧରୁଆ, ଉପ ସଭାପତି ଗୋପାଳ ବିଶ୍ବାଳ, ସଂପାଦକ ଅନିଋଦ୍ଧ ଭୋଇ, ସହ ସଂପାଦକ ମନରଞ୍ଜନ ବିଶ୍ବାଳ, କୋଷାଧ୍ୟକ୍ଷ ରାଜୁ ପଧାନ, ସଂଯୋଜକ ପ୍ରଶନ୍ନ କୁମାର ସାହୁ  ତଥା ସମସ୍ତ ସଭ୍ଯ ତଥା ଗ୍ରାମବାସୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like