-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅବସରରେ ହାଇସ୍କୁଲ ଛାତ୍ରଛାତ୍ରୀ ମାନଙ୍କୁ ନେଇ ପ୍ରବନ୍ଧ ଲିଖନ ପ୍ରତିଯୋଗିତା

13-Jan-2025



ବଲାଙ୍ଗୀର: ଆସନ୍ତା ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ସାପ୍ତାହିକ ପ୍ରେରଣା ତରଫରୁ ସ୍ଥାନୀୟ  ପତିତପାବନ ଏକାଡେମୀ ଠାରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଓଡିଆ ଓ ଇଂରାଜୀ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଏଥିରେ ବଲାଙ୍ଗୀର ମୁନିସିପାଲିଟି ଅନ୍ତର୍ଗତ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ l ବିଚାରକ ଭାବରେ ପ୍ରଫେସର

ପ୍ରେମଚାନ୍ଦ ମହାନ୍ତି; ଆକାଶ ମିଶ୍ର ଓ ଶ୍ରୀମତୀ ଆଶାଲତା ସେଠୀ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କ ଖାତା ମୂଲ୍ୟାଙ୍କନ କରି ଉଭୟ ଓଡ଼ିଆ ଓ ଇଂରାଜୀ ବିଭାଗର କୃତୀ ପ୍ରତିଯୋଗୀମାନଙ୍କ ନାମ ଘୋଷଣା କରିଥିଲେ l  ଓଡ଼ିଆ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ କିସ୍ ଆବସିକ ସ୍କୁଲର ଅମୃତା ଭୋଇ,ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ର ଅଙ୍କିତା ବିଶ୍ଵାଳ ଓ  ବିଦ୍ୟା ଭାରତୀ ଆବାସିକ ସ୍କୁଲର ମନୀଷାମୟୀ ନାଏକ ଯଥାକ୍ରମେ ପ୍ରଥମ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିଲେ l ଠିକ୍ ସେହିପରି ଇଂରାଜୀ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ ମୋଣ୍ଟେ ସୋରି ପବ୍ଲିକ ସ୍କୁଲର ଦିବ୍ୟlଶା ଦାସ, କିସ୍ ଆବସିକ ସ୍କୁଲର ଶ୍ରାବଣୀ ମାଝୀ, ସୁସୌରଭ ମେହେର ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ଥିଲେ l ପ୍ରେରଣର ସମ୍ପାଦକ ରଘୁ ନନ୍ଦନ ସିଂହ ଙ୍କ ପରିଚାଳନା ଓ ଜିଲ୍ଲା ପ୍ରଶାସନର ସହଯୋଗରେ ଆୟୋଜିତ ଏହି ପ୍ରତିଯୋଗିତା ରେ ପତିତପାବନ ଏକାଡେମୀର ପ୍ରଧାନ ଶିକ୍ଷୟିତ୍ରୀ ଅଂଶୁପା ଭୋଇଙ୍କ ସମେତ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ l ସମସ୍ତ କୃତୀ ପ୍ରତିଯୋଗୀ ମାନେ ଆସନ୍ତା ଜାନୁଆରୀ ୨୬ତାରିଖ ଦିନ ମନୋହରପୁର୍ ପଡିଆ ଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ପୁରସ୍କୃତ ହେବେ ବୋଲି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରୋଜ ସାହୁ ସୂଚନା ଦେଇଛନ୍ତି l ଆସନ୍ତା ଜାନୁୟାରୀ ୧୫ ତାରିଖ ଦିନ ପତିତପାବନ ଏକାଡେମୀ ଠାରେ ଷଷ୍ଠ ଶ୍ରେଣୀ ରୁ କଲେଜସ୍ତର ପର୍ଯ୍ଯନ୍ତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ତିନୋଟି ବିଭାଗରେ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like