-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

13-Jan-2025



କଣ୍ଟାବାଞ୍ଜି(ମୋହନସୁନା): "କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ୍" ଅନୁଷ୍ଠିତ କରିବା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ କଣ୍ଟାବାଞ୍ଜି ସ୍ଥିତ ହରିଭବନରେ ରବିବାର ସନ୍ଧ୍ୟା ରେ ଅନୁଷ୍ଠିତ ହୋଇଯାଇଛି । କଣ୍ଟାବାଞ୍ଜି ସମ୍ବାଦ ପ୍ରତିନିଧି ତଥା ଏହି କମିଟିର ଆବାହକ ପୁଷ୍ପକେତୁ ବେହେରାଙ୍କ ଅବହାକତ୍ୱରେ ଅନୁଷ୍ଠିତ ଏହି ବୈଠକ ରେ ସହରର ଅନେକ ଯୁବକ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମକୁ ଯୁବ ସାମ୍ବାଦିକ ତୁଳସୀ ରାମ ଜଗତ ପରିଚାଳନା କରିଥିଲେ । ଚଳିତ ବର୍ଷ ହେବାକୁ ଥିବା ଏହି "କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ୍ "ର କଣ ସବୁ ରୂପ ରେଖ ରହିବ ଏବଂ କେଉଁ ଭଳି ଭାବେ ଆୟୋଜନ କରାଯିବ ସେ ନେଇ ଆଜିର ମୁଖ୍ୟ ଆଲୋଚନା ଥିଲା । ଏହା ସହ କଣ୍ଟାବାଞ୍ଜି ଅଞ୍ଚଳରେ ଥିବା ଯୁବ କଳାକାର ଏଥିରେ ଅଧିକ ଗୁରୁତ୍ଵ ଦିଆଯିବ ବୋଲି ମତ ପ୍ରକାଶ ପାଇଛି । ଦଳ ବଲ ନିର୍ବିଶେଷରେ ସମସ୍ତେ ଏକ ହୋଇ ଏହି "କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ୍ " କୁ ସଫଳ କରିବାକୁ ଆହ୍ୱାନ ଦିଆଯାଇଛି । ଆଗାମୀ ବୈଠକ ରେ କେବେ ଏବଂ ତାରିଖ କଣ ହେବ କେତେ ଦିନିଆ ମହୋତ୍ସବ କରାଯିବ ସେ ନେଇ ନିଷ୍ପତ୍ତି ନିଆଯିବ ବୋଲି ଆବାହକ ପୁଷ୍ପକେତୁ ବେହେରା କହିଛନ୍ତି । ଆଜିର ବୈଠକ ରେ ଅନ୍ୟ ମାନଙ୍କ ମଧ୍ୟରେ ଆଇନଜୀବୀ ମନୋଜ ଦାସ, ବ୍ରଜଶ୍ୟାମ ଗୁରୁ, ବିରଞ୍ଚି ନାରାୟଣ ଦାଶ, ବେଦବ୍ୟାସ ନାଗ, ରାଜେନ୍ଦ୍ର ବେହେରା, ସନ୍ତୋଷ ଅଗ୍ରୱାଲ, ଦିନେଶ୍ ମହାନନ୍ଦ, ଆଶୀଷ ଅଗ୍ରୱାଲ, ସଞ୍ଜୟ ଗାନ୍ଧୀ, ସତ୍ୟ ନାରାୟଣ ଅଗ୍ରୱାଲ, ସଚିନ ବିଭାର, ରଶ୍ମି ରଞ୍ଜନ ପୁଟେଲ, ରୋହନ ମହତ, ବାବୁ ବାଗ, ରାଜୁ ବାରିକ, ଇଲୁ ନାଗ, ପ୍ରମୋଦ ବେହେରା, କୁର୍ତ୍ତିକର ବାଗ, ଉମାକାନ୍ତ ମହାନନ୍ଦ, ସୋମନାଥ ସାହୁ, ସୋନୁ ସତପଥୀ , ନିଶି ମହାପାତ୍ର, ବିବେକ ଶର୍ମା ପ୍ରମୁଖ ସାମିଲ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like