-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଶ୍ରୀରାଧା ମୋହନ ବିଦଗ୍ଧ ମହୋତ୍ସବରେ ପୂଜ୍ୟପୂଜକ ପଦ୍ମଶ୍ରୀ ବାବା ବଳିଆ

13-Jan-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି)- ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତ ସିଂହାରଙ୍କ ଜନ୍ମପୀଠ ବରୀ ବ୍ଲକର ଅଭିମନ୍ୟୁ ବାଲିଆ ଠାରେ ଶ୍ରୀ ରାଧା ମୋହନ ବିଦଗ୍ଦ ମହୋତ୍ସବ ପୂଜ୍ୟପୂଜକ ପଦ୍ମଶ୍ରୀ ବାବା ବଳିଆଙ୍କ ଶୁଭ  ଆଗମନରେ ସମାପ୍ତି ଘଟିଛି । ପ୍ରାତଃ ୬ ଘଟିକାରୁ ରାଧାମୋହନଙ୍କ ମନ୍ଦିର ପ୍ରାଙ୍ଗଣରେ ଶ୍ରୀ ନାମ ସଂକୀର୍ତ୍ତନ , ଘୃତଯଜ୍ଞ,ସହିତ ଶ୍ରୀ ରାଧା ମୋହନ ଓ ମହାପୁରୁଷ ବିଦଗ୍ଦ କବିଙ୍କ ସମାଧୀଙ୍କୁ  ଷୋଢଷ ଉପଚାର ସେବା ସମର୍ପଣ କରାଯାଇଥିଲା । ସଂଧ୍ୟା ୬.୩୦ ମି ସମୟରେ ବାବା ବଳିଆଙ୍କୁ ବାଲିଆ ହାଟଚକସ୍ତିତ ମାଆ ଜାଗୁଲାଇ ମନ୍ଦିର ସନ୍ନିକଟରୁ ଏକ ବିଶାଳ ସଂକୀର୍ତ୍ତନ ଶୋଭା ଯାତ୍ରାରେ ବାଲିଆ ଉଆସ ପର୍ଯ୍ୟନ୍ତ ଅଣାଯାଇଥିଲା ।  ଶୁଭ ଆଗମନପରେ ଶହଶହ ଶ୍ରଦ୍ଧାଳୁଙ୍କୁ ବାବା ତାଙ୍କର ଆଶୀର୍ବଚନ ପ୍ରଦାନ କରିଥିଲେ । ତେବେ ପଦ୍ମଶ୍ରୀ ବାବା ବିଦଗ୍ଧ ରାଧା ମୋହନ ତତ୍ୱର ବିଶଦ ବାଖ୍ୟା କରି ଉପସ୍ଥିତ ସଜ୍ଜନଙ୍କୁ ମନ୍ତ୍ରମୁଗ୍ଦ କରିଥିଲେ । ତେବେ କଳି ଯୁଗରେ ଓଡିଶାର ଜଣେ ଅନନ୍ୟ ସତୀ ନାରୀ ତଥା ବିଦଗ୍ଦ କବିଙ୍କ ପତ୍ନୀ ସତି ବିମଳାଙ୍କ ଉଦ୍ଦେଶ୍ୟରେ ଅଭିମନ୍ୟୁଙ୍କ ସମାଧୀ ପୀଠ ସନ୍ନିକଟରେ ଏକ ସତୀ ମନ୍ଦିର ନିର୍ମାଣ ପାଇଁ ବାବା ପ୍ରସ୍ତାବ ଦେଇଥିଲେ ।   ଏହି କିାର୍ଯ୍ୟକ୍ରମକୁ ବିଦଗ୍ଧାର ନିର୍ଦ୍ଦେଶକ ଶରତ କୁମାର ଜେନା ସଂଚାଳନ କରିଥିବା ବେଳେ ଅନନ୍ତ ବଳିଆ କନ୍‌ଷ୍ଟ୍ରକ୍‌ସନ ଏଣ୍ଡ ସପ୍ଲାୟରସ୍ ତରଫରୁ ସାମନ୍ତ ସିଂହାର ପରିବାରରୁ ଗତ ଏମ୍ ବି ଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଡାକ୍ତରୀ ପଢୁଥିବା ଦ୍ୱୟ ସନ୍ତାନ ଶ୍ରୀମାନ ଶୁଭ୍ର ସନ୍ତୋଷ ଜେନା ଓ ଶ୍ରୀମାନ ଭାରତ ଗୈାରବ ରାୟଙ୍କୁ ସମ୍ବର୍ଦ୍ଧନା ଫଳକ ସହିତ ଉପଢୈାକନ ପ୍ରଦାନ କରି ଶ୍ରୀମଦ୍ ବାବା ସମ୍ବର୍ଦ୍ଧିତ କରିଥିଲେ । ଏତଦ୍‌ଭିନ୍ନ ଜୟନ୍ତୀ ଦେବୀ କନ୍‌ଷ୍ଟ୍ରକ୍‌ସନ ଏଣ୍ଡ ସପ୍ଲାୟରସ୍ ତରଫରୁ ଅନ୍ୟଜଣେ ସାମନ୍ତ ସିଂହାର ବଂଶୋଦ୍‌ଭବ ତଥା ବର୍ତ୍ତମାନର ଯାଜପୁର ରୁଢିଆ ଗ୍ରାମର କନ୍ୟା ସୁଶ୍ରୀ ଅଲିଭା ଜେନା ଗତ ଓଡିଶା ସିଭିଲ୍ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଓଏସ ପାଇଥିବା ରୁ ତାଙ୍କୁ ମଧ୍ୟ ଶ୍ରୀମଦ୍ ବାବାଙ୍କ କରକମଳରେ ସମ୍ବର୍ଦ୍ଧିତ କରାଯାଇଥିଲା ସମସ୍ତ କାର୍ଯ୍ୟକ୍ରମକୁ ରାଧାମୋହନ ରାୟ, ଦିଲ୍ଲିପ କୁମାର ରାୟ, ବିଭୁତି ଭୂଷଣ ରାୟ, ସଂଗ୍ରାମ କୁମାର ରାୟ,ବସନ୍ତ କୁମାର ଜେନା , ଶୁଶ୍ରୀ ବିଜେତା ରାୟ, ବିଭୂତି ଭୂଷଣ ଜେନା ପ୍ରମୁଖ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like