-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସୁଲିଆପୀଠର ବିକାଶ ଦାବିନେଇ ସଂସ୍କୃତିମନ୍ତ୍ରୀଙ୍କୁ ଭେଟିଲା ଆଞ୍ଚଳିକ ଲୋକମହୋତ୍ସବ କମିଟି

13-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକର କୁଲତାପଡା ଗ୍ରାମପଞ୍ଚାୟତରେ ଥିବା ଖଇରଗୁରା ବଡଖଳା ଓ କୁମୁରିଆ ସାନଖଳା ସୁଲିଆପୀଠର ସାମଗ୍ରୀକ ବିକାଶ ଦାବିନେଇ ଆଜି କୁମୁରିଆ ଆଞ୍ଚଳିକ ଲୋକମହୋତ୍ସବ କମିଟି ରାଜ୍ୟର ସଂସ୍କୃତି, ଭାଷା, ସାହିତ୍ୟ, ଉଚ୍ଚଶିକ୍ଷା ମନ୍ତ୍ରୀ, କ୍ରୀଡା ଓ ଯୁବବ୍ୟାପାର ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଭେଟିଛନ୍ତି । ମହୋତ୍ସବ କମିଟିର ସଂଯୋଜକ ରୂପାଧର ପୁଟା ଓ ସଭାପତି ଲକ୍ଷ୍ମଣ କୁମାର ମେହେରଙ୍କ ନେତୃତ୍ୱରେ ପ୍ରାୟ ୨୦ଜଣ ସଦସ୍ୟ ବଲାଙ୍ଗୀର ସର୍କିଟହାଉସଠାରେ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀଙ୍କୁ ଭେଟି ଦାବିପତ୍ର ଦେବା ସହିତ ଆଲୋଚନା କରିଛନ୍ତି । କମିଟି ଦାବି କରିଛି ଯେ,ଆଦିବାସୀମାନଙ୍କୁ ଧମିୟ ଭାବନା ସହିତ ଜଡିତ ଉଭୟ ଖଇରଗୁରା ଓ କୁମୁରିଆ ସୁଳିଆ ପୀଠର ବିକାଶର ଆବଶ୍ୟକତା ରହିଛି । ଉଭୟପୀଠରେ ସୁଲୀଆଯାତ୍ରା ସମୟରେ ଲକ୍ଷାଧିକ ଲୋକଙ୍କ ସମାଗମ ହେଉଛି କିନ୍ତୁ ଭକ୍ତଙ୍କ ପାଇଁ କିଛି ସୁବିଧା ସୁଯୋଗ କରାଯାଇ ପାରିନି । ଗତ କିଛିଦିନ ତଳେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ମଧ୍ୟ ଏହି ଦୁଇପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଓ ସଂସ୍କୃତିମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଲୋକଙ୍କ ଦାବିକୁ ନେଇ ସୁଳିଆପୀଠର ବିକାଶ ପାଇଁ ପଦକ୍ଷେପ ନେବାକୁ ମନ୍ତ୍ରୀଙ୍କୁ ଅନୁରୋଧ କରା ଯାଇଛି। ଉଭୟ ପୀଠ ପାଖରେ ଥିବା ଦୁଇଟି କ୍ଷୁଦ୍ରଜଳସେଚ ପ୍ରକଲ୍ପର ବିକାଶ ସହ ସାମଗ୍ରୀକ ବିକାଶ ପାଇଁ ୩୦କୋଟି ଟଙ୍କାର ଅନୁଦାନ ଦେବାକୁ ଦାବି କରାଯାଇଛି । ଏହା ସହିତ ଭୀମଡୁଙ୍ଗୁରୀଠାରେ ସ୍ୱାଧିନତା ସଂଗ୍ରାମୀ ଧରମସିଂ ମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପ୍ରକ୍ରୀୟାକୁ ତ୍ୱରାନ୍ୱିତ କରା ଯିବାକୁ ମଧ୍ୟ ଦାବି କରାଯାଇଛି । ଜରାସିଂହା ଷ୍ଟାଡିୟମର ଉନ୍ନୟନ ପାଇଁ ପ୍ରସ୍ତାବିତ ୪କୋଟି୭୫ଲକ୍ଷ ଟଙ୍କା ମଞ୍ଜୁର କରିବା ଓ ଦେଓଗାଁ ଷ୍ଟାଡିୟମର ମଧ୍ୟ ଉନ୍ନୟନ ପାଇଁ ଅନୁଦାନ ଦେବାକୁ ଲକ୍ଷ୍ମଣ ମେହେର ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଏହି ଆଲୋଚନାରେ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀଙ୍କ ସହ ଲକ୍ଷ୍ମଣ କୁମାର ମେହେର, ରୂପାଧର ପୁଟା,ଟଙ୍କଧର ରଣା,ବେଣୁଧର ସିଂ,ଜୟ ରଣା,ହେମନ୍ତ କୁମାର ମାଝୀ,ଲୋକନାଥ ନନ୍ଦ, ପିତବାସ ନାଏକ, ନିରୋଦ ଛତ୍ରୀଆ, ବିଜେପିର ବରିଷ୍ଠନେତା ଗୋପାଳଜୀ ପାଣିଗ୍ରାହୀ, ଅମିତ ସିଂନିନା,ପ୍ରମୋଦ ସାହୁ, ଅମରଜିତ ପଟେଲଙ୍କ ସହ ବହୁସଂଖ୍ୟାରେ ଲୋକ ଉପସ୍ଥିତ ଥିଲେ । ମନ୍ତ୍ରୀ ଏହି ଦାବିଗୁଡିକ ବିଷୟରେ ପଦକ୍ଷେପ ନେବେ ବୋଲି ପ୍ରତିଶୃତି ଦେଇଥିଲେ ବୋଲି ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like