-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ନୟାଗଡ଼: ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ର ଗୁରୁତ୍ୱପୂର୍ଣ ବୈଠକ

12-Jan-2021



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା): ଜିଲ୍ଲାସ୍ତରୀୟ ଖାଦ୍ୟ ସୁରକ୍ଷା ପରାମର୍ଶଦାତା କମିଟିର ବୈଠକ ଜିଲ୍ଲାପାଳ ଡ଼ା. ପୋମା ଟୁଡୁ ଙ୍କ ଅଧକ୍ଷତାରେ ସୋମବାର ଘ. ୧୧ -୩0ମି. ସମୟରେ ଜିଲ୍ଲା ପାଳଙ୍କ ସଦଭାବନା ଗୃହରେ ଅନୁଷ୍ଠିତ ହୋଇଯାଇଛି | ଏହି ବୈଠକରେ ଡ଼ା. ଟୁଡୁ ସମସ୍ତ ସଦସ୍ୟଙ୍କୁ ସ୍ୱାଗତ ଜଣାଇ ବୈଠକର ଆବଶ୍ୟକତା ବିଷୟରେ ସୂଚନା ଦେଇ କହିଥିଲେ ଯେ ଖାଦ୍ୟ ସୁରକ୍ଷା ପାଇଁ ସମସ୍ତ ସଦସ୍ୟଙ୍କ ଭୂମିକା ଏବଂ ଦାୟିତ୍ୱ ଗୁରୁତ୍ୱପୂର୍ଣ | ବିଭିନ୍ନ ବିଭାଗ ଯଥା ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ, ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଆଦି ବିଭାଗରେ ଖାଦ୍ୟ ସୁରକ୍ଷା ବିଷୟରେ ବିହିତ ପଦକ୍ଷେପ ନିଆଯାଇ ପଞ୍ଜିକରଣ କରିବା ସହିତ ରାଜସ୍ବ ଆଦାୟ କରିବା ପାଇଁ ଖାଦ୍ୟ ସୁରକ୍ଷା ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ | 
           ଏହାପରେ ଫାଇଲେରିଆ ରୋଗ ନିରାକରଣ ପାଇଁ ଔଷଧ ବଣ୍ଟନ କାର୍ଯ୍ୟକ୍ରମ ଫେବୃଆରୀ ୧0 ତାରିଖ ରୁ ଆରମ୍ଭ କରାଯିବା ପାଇଁ ବୈଠକରେ ସ୍ଥିର କରାଯାଇଛି | ଫାଇଲେରିଆ ନିରାକରଣ ବଟିକା ସଠିକ ଭାବେ ବଣ୍ଟନ କରାଯିବା ପାଇଁ ଜିଲ୍ଲାପାଳ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ | ସେହିପରି ମଶାରୀ ବଣ୍ଟନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାକୁ ଡ଼ା. ଟୁଡୁ ପରାମର୍ଶ ଦେଇଥିଲେ | ଆସନ୍ତା ଷୋହଳ ତାରିଖଠାରୁ କୋଭିଡ ଟୀକାକରଣ ହେବାକୁ ଥିବାରୁ ମଙ୍ଗଳ ବାର ଦିନ ପ୍ରତେକ ବ୍ଳକସ୍ତରରେ ବିଡିଓ ଙ୍କ ଅଧକ୍ଷତାରେ ସମସ୍ତ ଥାନା ଅଧିକାରୀ, ସମ୍ପୃକ୍ତ ଡାକ୍ତର ଏବଂ ଅନ୍ୟାନ୍ୟ ଅଧିକାରୀ ମାନଙ୍କ ଉପସ୍ଥିତିରେ ଏକ କୋଭିଡ ନିରାକରଣ ବୈଠକ କରିବାକୁ ନିର୍ଦେଶ ଦେଇଥିଲେ | ସମସ୍ତ ବିଭାଗର ଡାକ୍ତର ମାନେ ଏହି ଟୀକାକରଣରେ ଯତ୍ନବାନ ହେବା ସହିତ ପ୍ରଥମେ ଟୀକା ପ୍ରଦାନ କରାଯିବା ବ୍ୟକ୍ତିର ସ୍ୱାସ୍ଥ୍ୟ ପରୀକ୍ଷା କରି ଟୀକାକରଣ ପରେ ତିରିଶ ମିନିଟ ପର୍ଯ୍ୟନ୍ତ ଉକ୍ତ ବ୍ୟକ୍ତିଙ୍କୁ ନଛାଡିବା ପାଇଁ ପରାମର୍ଶ ଦିଆ ଯିବାକୁ ଜିଲ୍ଲାପାଳ କହିଛନ୍ତି | ସୁରକ୍ଷା କର୍ମୀ ମାନେ ଟୀକାକରଣ ସମୟରେ ପରିଚୟ ପତ୍ର ଠିକ ଭାବେ ଯାଞ୍ଚ କରି ନିର୍ବାଚନ ପଦ୍ଧତିରେ ଟୀକାଦାନ କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିବାର ନିର୍ଦେଶ ମଧ୍ୟ ରହିଛି | ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ବନଖଣ୍ଡ ଅଧିକାରୀ ଧନରାଜ ଏଚ ଡି, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଉମାକାନ୍ତ ମଲିକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ଶକ୍ତି ପ୍ରସାଦ ମିଶ୍ର, ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ପୁଷ୍ପା ନୀଳିମା ଲାକ୍ରା ଏବଂ ଜିଲ୍ଲାର ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗ  ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like