-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲିରେ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ 

13-Jan-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର):  ଡୁଙ୍ଗୁରିପାଲି କବି ଓ କଳାକାର ସଂଘ ପକ୍ଷରୁ ସ୍ଥାନୀୟ ବସ୍ତି କଲ୍ୟାଣ ମଣ୍ଡପଠାରେ ଆଜି ସ୍ୱମୀ ବିବେକାନନ୍ଦ ଜୟନ୍ତୀ ପାଳନ ଓ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି! ସଂଘର ସଭାପତି ବିପ୍ରଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟଅତିଥି ରେଷଜ ବିଶେଷଜ୍ଞ ଡା. ସଂଜୟ ପଧାନ, ସମ୍ମାନିତ ଅତିଥି ଡୁଙ୍ଗୁରିପାଲି କଲେଜର ପୂର୍ବ ପ୍ରାଧ୍ୟାପକ କିଶୋର ମେହେର ଓ ମୁଖ୍ୟବକ୍ତା ଭାବେ ବ୍ରହ୍ମପୁରଈ କୃଷ୍ଣଚନ୍ଦ୍ର ପଣ୍ଡା ଯୋଗଦେଇ ସ୍ବାମୀ ବିବେକାନନ୍ଦଙ୍କ ବିଷୟରେ କହି ଥିଲେ। ଅନ୍ୟତମ ଅତିଥି ଭାବେ କଣ୍ଠଶିଳ୍ପୀ ସଦାନନ୍ଦ ସାହୁ ଯୋଗ ଦେଇଥିଲେ। ସଂପାଦକ ଘନଶ୍ୟାମ ମେହେର ସ୍ବାଗତ କରିଥିଲେ। ଏହି ଅବସରରେ ଡୁଙ୍ଗୁରିପାଲି ବାଳକ ହାଇସ୍କୁଲର ଛାତ୍ରମାନଙ୍କୁ ନେଇ ନାଟକ 'ନୂଆ ପୁରଥି ମଞ୍ଚସ୍ଥ ହୋଇଥିଲା। ଏହାକୁ ପ୍ରମୋଦ ବାଗର୍ତ୍ତି ରଚନା କରିଥିବା ବେଳେ କୁନୁ ମା ନିର୍ଦ୍ଦେଶନା ଦେଇଥିଲେ। ବିଭିନ୍ନ ଭୂମିକାରେ ହାଇସ୍କୁଲର ଛାତ୍ର ଏମ୍, ଗାକେଶ, ରାହୁଲ, ଆଦର୍ଶ, ବୈଷ୍ଣବ, ଭୁବନ, ନିରୋଧ, ସୌରର, ଦେବୀ ଓ ଜଗନ୍ନାଥ ଅଭିନୟ କରିଥିଲେ   ନ କରିବା ପାଇଁ ଶପଥ ପାଠ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like