-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   (10-Jun-2026)       ||      ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   (10-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ   (09-Jun-2026)       ||      ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ    (09-Jun-2026)       ||      ଏସ ଆଇ ଏଚ ଏମ୍ ରେ ନାମ ଲେଖାଇଲେ ୩ ଜଣ ଛାତ୍ରଛାତ୍ରୀ।   (08-Jun-2026)       ||      ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପଠାଇଲେ ରେଡକ୍ରସ ସ୍ବେଛାସେବୀ ସତ୍ୟନାରାୟଣ    (08-Jun-2026)       ||      ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jun-2026)       ||     

HOME   ଜିଲ୍ଲା

ତରଭା ପଞ୍ଚାୟତ ସମିତି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁରଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର:

13-Jan-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ ୪୭ ଗୋଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରୁ ୩୩ ଗୋଟି ବ୍ୟକ୍ତିଗତ ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ, ୧୪ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ୦୫ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ଶୁଣାଣି ସମୟ ମଧ୍ୟରେ ଫଏସଲା ହୋଇଥିଲା । ଅବଶିଷ୍ଟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।   ଶିବିର ଅବସରରେ ଭାରତୀୟ ଷ୍ଟେଟ ବ୍ୟାଙ୍କ, ତରଭା ଶାଖା ଏବଂ ୟୁ ଜି ବି କମସରା ଶାଖା ତରଫରୁ ପ୍ରଧାନ ମନ୍ତ୍ରୀ ଜୀବନ ଜ୍ୟୋତି ବିମା ଯୋଜନାରେ ବାନ୍ଧବୀ ଦୀପ, ଜାମୁରା ହରିପାଲ ଓ ଝାରତରଭାର ରୁକ୍କୁଣୀ ନାଏକ ପ୍ରତ୍ୟକଙ୍କୁ ଟ୨,୦୦,୦୦୦ (ଦୁଇ ଲକ୍ଷ) ଟଙ୍କା  ଲେଖାଏଁ ବିମା ରାଶି ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା।

ସେହିପରି  ଏସବିଆଇ ଓ ୟୁ ବି ଆଇ ଶାଖା ତରଭା ଦ୍ୱାରା ଓଡିଶା ଗ୍ରାମୀଣ ଜୀବନ ଜୀବିକା ମିଶନ ଯୋଜନାରେ ବିଜ୍ଞାପିତ ଅଂଚଳ ପରିଷଦ ଅନ୍ତର୍ଗତ ମାଁ ମଙ୍ଗଳା ସ୍ଵୟଂ ସହାୟକ ଗୋଷ୍ଠୀ ପୁଆ ଗ୍ରାମର ଜଗାବଳିଆ ଓ ବୀଣା ଭାରତୀ ସ୍ୱୟଂ ସହାୟକ ଗୋଷ୍ଠୀ,  ବଡଭଏଁରୋ ଗ୍ରାମପଞ୍ଚାୟତ ଅନ୍ତର୍ଗତ ରଥପାଲିର ବାବା ଶ୍ରୀ ଲୋକନାଥ ଓ ବଡଭଏଁରୋ ଗ୍ରାମର ମାଁ ସନ୍ତୋଷୀ ଏସ ଏଚ ଜି, କଟାପାଲି ଗ୍ରାମ ପଞ୍ଚାୟତର  ବିଜାପଦାର ଗ୍ରାମର ମାଁ ବୃନ୍ଦାବତୀ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ, ମରାଡୁ ଗୋଚ୍ଛା ଗ୍ରାମ ପଞ୍ଚାୟତର ଲକ୍ଷ୍ମୀମୁଣ୍ଡାର ମାଁ ସନ୍ତୋଷୀ ଓ ମା ମହାଲକ୍ଷ୍ମୀ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଙ୍କୁ ମାଛ ଚାଷ ନିମନ୍ତେ ପ୍ରତି ଗୋଷ୍ଠୀଙ୍କୁ ଟ ୧୦,୦୦୦୦୦/- ( ଦଶ ଲକ୍ଷ) ଲେଖାଏଁ, ଓ ସରଗଜ ଗ୍ରାମ ପଞ୍ଚାୟତ ଦେଓଗାଁ ଗ୍ରାମର ମାଁ ପଦ୍ମାଳୟା ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଙ୍କୁ ଟ ୬୦୦୦୦୦ (ଛଅ ଲକ୍ଷ ) ଟଙ୍କା, ସମୁଦାୟ ୮୬୦୦୦୦୦ ଲକ୍ଷ ଟଙ୍କା 
ମାଛ ଚାଷ ନିମନ୍ତେ (କ୍ରେଡିଟ ଲିଂକେଜ ) ଋଣ ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀମତୀ ଦାସଙ୍କ ଦ୍ଵାରା ବିତରଣ କରାଯାଇଥିଲା । ଗୋଷ୍ଠୀ ଉନ୍ନୟନ ଅଧିକାରୀ,  ତରଭା,ଶ୍ରୀ ଗଙ୍ଗାରାମ ବୁଡେକଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ଵିନୀ କୁମାର ମେହେର, ସମେତ ଉପଜିଲ୍ଲାପାଳ ସୋନପୁର ଶ୍ରୀ ଶ୍ରୀମତୀ  ସୌମ୍ୟାରୂପା  ରଥ, ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ ପ୍ରଦୀପ କୁମାର ଗୁରୁ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ, ଅଧିକ୍ଷଣ ଯନ୍ତ୍ରୀ, ଆର୍. ଡ଼ବ୍ଲୁ.ଏସ୍. ଏସ୍.ଇଂ ତପନ ପଧାନ, ଜିଲ୍ଲା ମଙ୍ଗଲ ଅଧିକାରୀ, ଅଚ୍ୟୁତନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀ ଗୋବିନ୍ଦ ବଲ୍ଲଭ ଷଡଙ୍ଗୀ , ଉପପ୍ରାନ୍ତୀୟ ଶ୍ରମ ଆୟୁକ୍ତ ଡିଲେଶ୍ୱର ଖାକା, ଉପ ନିର୍ଦେଶକ ଉଦ୍ୟାନ ବିଭାଗ ହୃଷିକେଶ ଦାସ, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଇଂ ଅଶୋକ କୁମାର ମିଶ୍ର, ଜିଲ୍ଲା କ୍ରିଡା ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଶ୍ରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ, ଡି ଏସ ଡବ୍ଲୁ ପ୍ରୋଗ୍ରାମ ଅଧିକାରୀ ଅନିତା ଗୁରୁ, ନିର୍ବାହୀ ଯନ୍ତ୍ରୀ ଓ ଏଲ ଆଇ ସି ଇଂ ରବୀନ୍ଦ୍ର କୁମାର ମାଝୀ , ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଭା ଲକ୍ଷ୍ମୀକାନ୍ତ ମଲ୍ଲିକ ତଥା ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ସହ ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   10-Jun-2026
  ଜିଲ୍ଲା  
ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   10-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026
  ଜିଲ୍ଲା  
ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   09-Jun-2026
  ଜିଲ୍ଲା  
ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   09-Jun-2026
  ଜିଲ୍ଲା  
*ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   09-Jun-2026
  ଜିଲ୍ଲା  
ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   09-Jun-2026
  ଜିଲ୍ଲା  
ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   09-Jun-2026

You Might Also Like