-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପୌଷ ପୂର୍ଣିମାରେ ଅଙ୍ଗ ଆଳତୀ

13-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)- ଭାରରତୀୟ ସଂସ୍କୃତି ପରମ୍ପରାରେ କେଉଁ ଆବାହମାନ କାଳରୁ  ପ୍ରକୃତି, ନଦନଦୀ, ବୃକ୍ଷଳତାକୁ ଉପାସନା କରିବାର ଧାରା ରହି ଆସିଛି  । ଏହାକୁ ଉଦଜିବିତ କରି ଆଜି ତା.୧୩.୦୧.୨୦୨୫ ସୋମବାର ପୌଷ ପୂର୍ଣିମା ତିଥି ସନ୍ଧ୍ୟା ୫ ଘଣ୍ଟା ସମୟରେ ଐତିହାସିକ ୫ମ ଅଙ୍ଗ ଆଳତୀ କରାଯାଇଅଛି । ଦିବ୍ୟଜ୍ୟୋତି ନୃସିଂହ ପଞ୍ଜିକାର ଗଣନାକାର ପଣ୍ଡିତ ଶ୍ରୀ ଆଶୁତୋଷ ପାଣିଗ୍ରାହୀ ଜ୍ୟୋତିଷ ପ୍ରବୀଣଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ମହୁଲପାଲି ସ୍ଥିତ ଶିବ ମନ୍ଦିର ଘାଟରେ ଅଙ୍ଗ ଆଳତୀ ଅନୁଷ୍ଠିତ ହୋଇଛି । ମୁଖ୍ୟ କର୍ତ୍ତା ଭାବରେ ଶ୍ରୀ  ପ୍ରତାପ ନାଥ ଓ ତାଙ୍କ ସହଧର୍ମିଣୀ ପୁର୍ଣିମା ନାଥ (ସୁଜାତା) ଦାୟିତ୍ୱ ତୁଲାଇଥିଲେ । ଏହି ଆଳତୀ ସମୟରେ ଘଣ୍ଟ,ଶଙ୍ଖ ଓ  ବ୍ରାହ୍ମଣ ମାନଙ୍କ ଦ୍ୱାରା ବୈଦିକ ମନ୍ତ୍ରପାଠ ସମଗ୍ର ପରିବେଶକୁ ମୁଖରୀତ କରିଥିଲା । ଏହି ଅବସରରେ ପଣ୍ଡିତ ଲକ୍ଷ୍ମୀକାନ୍ତ ତ୍ରିପାଠୀ, ପଣ୍ଡିତ ଖଗେଶ୍ବର ତ୍ରିପାଠୀ, ପଣ୍ଡିତ ସୁଲପାନି ପଣ୍ଡା, ପଣ୍ଡିତ ଆନନ୍ଦ ମିଶ୍ର, ଅନିଲ ପଣ୍ଡା, ବାବୁଲ ପଣ୍ଡା, ଅଶୋକ ପାଣିଗ୍ରାହୀ , ଭବାନୀ ଶଙ୍କର ମହାପାତ୍ର,ଦୁଷ୍ମନ୍ତ (କୁଶ) ସାହୁ, ମଣ୍ଟୁ ଦାସ, ତୁଳାରାମ ସାହୁ, ଦେବାଧି ମେହେର,  ଟୁନା ସାହୁ, ପ୍ରଶାନ୍ତ ସାହୁ,  ପଞ୍ଚମ ସାହୁ, ଅକ୍ଷୟ ଦାଶ, ନାରାୟଣ ପଣ୍ଡା, ସନ୍ତୋଷ କୁମାର ପଣ୍ଡା,  ଦୀପକ ଭୋଇ, ବାବୁଲାଲ ସାହୁ ଓ ମହୁଲପାଲି ଗ୍ରାମର ଶ୍ରଦ୍ଧାଳୁ ଭକ୍ତ ଉପସ୍ଥିତ ରହି ଆଳତୀ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ପରିଶେଷରେ ଭକ୍ତ ମାନଙ୍କୁ ପ୍ରସାଦ ବଣ୍ଟନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like