-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ପୁରୁଷୋତ୍ତମପୁର ବ୍ଲକ ସିଏଚ ନୂଆଙ୍ଗା  ପଞ୍ଚାୟତର କିଛି ଗ୍ରାମର ୩୦ ଜଣଙ୍କୁ ବଣ୍ଟନ ହେଲା  ହରିଶ୍ଚନ୍ଦ୍ର  ଯୋଜନା ଅର୍ଥରାଶି  

13-Jan-2025



ଚାଁଗୁଡ଼ିଆ ପଦର ନୂଆଙ୍ଗା  ପଞ୍ଚାୟତର କିଛି ଗାଁ  ସିଏଚ ନୂଆଙ୍ଗା ସହିତ ଅଢ଼େଇ ବର,  ମୋଡାବାଇ, ଗାଗନପୁର ଗ୍ରାମର ୩୦ ଜଣ ମୃତ ବ୍ୟକ୍ତିଙ୍କ ପରିବାର  ସଦସ୍ୟଙ୍କୁ ମହିଳା ସରପଞ୍ଚ ସତ୍ୟଭାମା  ସ୍ବାଇଁ ଏବଂ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ଥିବା ବିଜେଡିର  ଜୀବନବିନ୍ଦୁର ଆସ୍କା ସଂସଦୀୟ କ୍ଷେତ୍ରର ପୂର୍ବତନ ସଂଯୋଜକ  ତଥା ସମାଜସେବୀ  ନିର୍ମଳ ଚନ୍ଦ୍ର ସାହୁଙ୍କ ଉପସ୍ଥିତିରେ  ଦଳୀୟ  ନେତା, କର୍ମୀ ଏବଂ  ଜନ ସାଧାରଣଙ୍କ ସହଯୋଗରେ ୯୦ ହଜାର ଟଙ୍କା ୩୦ଜଣଙ୍କୁ ପ୍ରଦାନ କରାଯାଇ ଥିଲା | ଯାହାଦ୍ୱାରା  ରାଜ୍ୟ ସରକାରଙ୍କ ଦ୍ୱାରା  ମୃତବ୍ୟକ୍ତିଙ୍କ ପାଇଁ ପ୍ରଦତ୍ତ ହେଉଥିବା ଅର୍ଥ ରାଶିକୁ ପଞ୍ଚାୟତ  ର ସରପଞ୍ଚ ଙ୍କ ଦ୍ୱାରା ସେମାନଙ୍କ ପରିବାର କୁ ଦିଆ ଯାଉଛି  | ଯାହାକି ଆଜି ଚାଁଗୁଡ଼ିଆ ପଦର ନୂଆଗାଁ ପଞ୍ଚାୟତ ର ବିଭିର୍ଣ୍ଣ ଗାଁ ର ୩୦ ଜଣ ବ୍ୟକ୍ତି ମାନଙ୍କୁ   ପ୍ରଦାନ କରାଯାଇ ଥିଲା  |  ଯାହାଦ୍ୱାରା  ମୃତକଙ୍କ ପରିବାର ସେମାନଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟ ରେ ଖର୍ଚ୍ଚ ହୋଇଥିବା ଅର୍ଥକୁ  କିଛି ମାତ୍ରାରେ ଭରଣ କରିପାରିବେ  |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like