-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ୱାଇସିଡିଏ ର ୩୨ତମ ପ୍ରତିଷ୍ଠା ଦିବସ; ଦୃଢ଼ ଇଛାଶକ୍ତି ଥିଲେ ସଫଳତା ମିଳିଥାଏ

13-Jan-2025



କଣ୍ଟାମାଳ(ଜୟ କୁମାର ମହାରଣା): ଅଗ୍ରଣୀ ସ୍ବେଛାସେବୀ ସଂଗଠନ ୱାଇସିଡିଏ ବାଉଁଶୁଣି ର ୩୨ତମ ପ୍ରତିଷ୍ଠା ଦିବସ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସତସଙ୍ଗ ବିହାର ନିକଟ ୱାଇସିଡିଏ କାର୍ଯ୍ୟାଳୟ ଠାରେ ଆଡମ୍ବର ସହକାରେ ପାଳିତ ହୋଇଯାଇଛି  l  ୱାଇସିଡିଏ କଣ୍ଟାମାଳ ଶାଖାର ପ୍ରୋଗ୍ରାମ ମ୍ୟାନେଜର ପୂର୍ଣ୍ଣ ଚନ୍ଦ୍ର ଖଟୁଆ ଙ୍କ ସଭାପତିତ୍ୱ ତଥା ସଂଯୋଜନା ରେ ଆୟୋଜିତ ସଭାରେ କଣ୍ଟାମାଳ ସହକାରୀ ଉଦ୍ୟାନ କୃଷି ଅଧିକାରୀ ଗୋବିନ୍ଦ ଚନ୍ଦ୍ର ସେଠି,ବ୍ଲକ ସହକାରୀ କୃଷି ଅଧିକାରୀ ରାଜୀବ ସାହୁ,ସମାଜସେବୀ ଦିବ୍ୟ ଶଙ୍କର  ରାଉତ,ନୂଆପାଲି ଆଦିବାସୀ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ଅନନ୍ତ ଚରଣ କ୍ଷେତି, ମିଶନଶକ୍ତି ବ୍ଲକ ସଂଯୋଜିକା ସସ୍ମିତା ବାଦୀ ପ୍ରମୁଖ ଯୋଗଦେଇ ୱାଇସିଡିଏ ର କାର୍ଯ୍ୟଧାରା,

କାର୍ଯ୍ୟଦକ୍ଷତା ଓ ସହଭାଗିତା ସମ୍ପର୍କରେ ଆଲୋକପାତ କରିଥିଲେ  l   ପ୍ରାରମ୍ଭରେ କାର୍ଯ୍ୟକ୍ରମ ଶାଖାପରିଚାଳକ ଶ୍ରୀ ଖଟୁଆ ୱାଇସିଡିଏ ର ୩୨ବର୍ଷ ଯାତ୍ରାର ସଫଳ କାର୍ଯ୍ୟଧାରାର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଉପସ୍ଥାପନା କରିଥିଲେ  l  ମିଶନ ଶକ୍ତି ବ୍ଲକ କୋଡିନେଟର ସସ୍ମିତା ବାଦୀ ୱାଇସିଡିଏ ରେ କାମ ଆରମ୍ଭ କରି କିଭଳି ନିଜର ଦକ୍ଷତା ବୃଦ୍ଧି କରିବା ସହ

ଏକଏକ ଭାବ ବିହ୍ଵଳ ଢଙ୍ଗରେ ନିଜର ଦଶ ବର୍ଷର ଅଭିଜ୍ଞତା ବୟାନ କରିଥିଲେ l  କଣ୍ଟାମାଳ ଏଏଚଓ ଶ୍ରୀ ସେଠି ଦୃଢ଼ ଇଛା ଶକ୍ତି ଥିଲେ ସଫଳତା ମିଳିଥାଏ ବୋଲି କହିଥିଲେ   l  ଏହିଅବସରରେ ସ୍ବେଛାସେବୀ ସଂଗଠନ ୱାଇସିଡିଏ ନିରବଛିନ୍ନ ଭାବେ ୩୨ବର୍ଷ ର ସଫଳ କାର୍ଯ୍ୟଧାରlକୁ ନେଇ ସମାଜସେବୀ ଦିବ୍ୟଶଙ୍କର ରାଉତ ଏକ ମାନପତ୍ର ଦ୍ୱାରା ସମ୍ବର୍ଦ୍ଧିତ କରିଥିଲେ   l  ସେହିପରି ବିରସିଂପୁର ର ଚାଷୀ ଅଚ୍ୟୁତ ରଣାଙ୍କୁ ସଫଳ ଚାଷୀ ଭାବେ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ   l  ସଭା ଆରମ୍ଭରେ ଗୌରୀ ଶଙ୍କର ଥାଟ୍ଟୀ ସ୍ୱାଗତ ଭାଷଣ ଓ ଶେଷରେ ଶିବାନୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ  l  ଏହିଅବସରରେ ଅନିଲ ବେହେରା ଏକ ଭକ୍ତି ସଂଗୀତ ଗାନ କରିଥିଲେ  l   କାର୍ଯ୍ୟକ୍ରମ କୁ ୱାଇସିଡିଏ ର ସିପୁନ ଚୌଧୁରୀ, ତୋଫାନ ମେହେର, ଅନିଲ କୁମାର ବେହେରା, ସତ୍ୟମୋହନ ସାହୁ, ପ୍ରମୋଦ କୁମାର ବେହେରା ସମେତ ସମସ୍ତ କର୍ମକର୍ତ୍ତା ପରିଚାଳନା ରେ ସହଯୋଗ କରିଥିଲେ   l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like