-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ସୁକତେଲ ମହୋତ୍ସବ ଉଦ୍‌ଯାପିତ

13-Jan-2025



ବଲାଙ୍ଗିର-  ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଗ୍ରାମ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣ ପଡିଆରେ ନେସନାଲ ସର୍ଭିସ୍ ଫାଉଣ୍ଡେସନ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସରକାର ଅନୁକୁଲ୍ୟ ରେ ଆୟୋଜିତ ସୁକତେଲ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ଏହି ମହୋତ୍ସବର ତୃତୀୟ ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ ସମସ୍ତଙ୍କ ମନ ମୋହି

ନେଇଥିଲା ବଲାଙ୍ଗିର ର ସୁନାମଧନ୍ୟ ଅନୁଷ୍ଠାନ ସଂଜ୍ୟୋତ କଳାକେନ୍ଦ୍ର ନିର୍ଦ୍ଦେଶିକା ତଥା ନୃତ୍ୟ ଗୁରୁ ସଂଗିତା ଦାଶ  ଙ୍କ ମଡୁଆଶାଳ, ପଂଚରଶି, ଡାଲଖାଇ ଆଦି ଲୋକ ନୃତ୍ୟ ଓ ଲୋକ ଗୀତ l ମଡୁଆଶାଳ ର ବିଶେଷ ଆକର୍ଷଣ ବିହା ବେଦିରେ ମଡୁଆ ମାରିବା ଠୁ ନେଇ ଝିଅ ଶାଶୁ ଘର ଯିବା ପର୍ଯ୍ୟନ୍ତ ଲୋକ ଗୀତ ଓ ଲୋକନୃତ୍ୟ ମାଧ୍ୟମରେ ପରିବେଷଣ କରାଯାଇଥିଲା l ଦଣ୍ଡନୃତ୍ୟ, ରାମଲିଳା, ଆଦିବାସୀ ନୃତ୍ୟ, କିର୍ତ୍ତନ ପାର୍ଟି ସହ ବହୁ କଳାକାର ଯୋଗ ଦେଇଥିଲେ । ମୁଖ୍ୟତଃ ସଂସ୍କୃତି ଗବେଷକ ନବୀନ କୁଅଁର, ବ୍ୟାସଦେବ ପୁରୋହିତ, ଶାଶ୍ଵତ ତ୍ରିପାଠୀ, ମୁରଲିଧାରୀ ପତି, କପିଳେଶ୍ୱର ଖମାରୀ, ମଧୁସୁଦନ ନାୟକ ଙ୍କ ଉପସ୍ଥିତି ବହୁ କଳାକାରଙ୍କୁ ଉତ୍ସାହିତ କରିଥିଲା । ବରେଣ୍ୟ ଅତିଥି ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ , ଅମଜିତ ପଟେଲ ଓ ପୁରୁଷୋତ୍ତମ ସାହୁ ସମସ୍ତ କଳାକାରଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।ଉଦ୍‌ଯାପନି ସନ୍ଧ୍ୟାରେ ପୂର୍ବତନ ମନ୍ତ୍ରୀ ଅନଙ୍କ ଉଦୟ ସିଂହଦେଓ, ବରେଣ୍ୟ ଅତିଥି ଉପ-ଜିଲ୍ଲାପାଳ ଆଲୋକ ରଂଜନ ପଟେଲ, ଗୋଲାପ ବାଗ, ଦେଓଗାଁ ବିଡ଼ିଓ ପ୍ରମୁଖ ମଂଚାସିନ   ହୋଇଥିଲେ । ବିଶିଷ୍ଟ କଳାକାର ଦଣ୍ଡ ଶିରୋମଣୀ ସାନନ୍ଦ ସିକା, ବିଶିଷ୍ଟ ସମାଜସେବୀ ଲୋକନାଥ କୁମୁରା

ଚୁଡ଼ାପାଲି, ମୋର ସମିଆ ରିପୋର୍ଟର ନିବେଶ ପାଣିଗ୍ରାହୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସାଂସ୍କୃତିକ ସନ୍ଧ୍ୟାରେ ଆର.ଆର. କଲୋନି ଡୁଙ୍ଗୁରିପାଲି, ଘୁଙ୍ଗୁରୁ କଳାପରିଷଦ , ଦେଓଗାଁ ବିଡିଓ,  ବିଶିଷ୍ଟ କଣ୍ଠ ଶିଳ୍ପୀ ପ୍ରତାପ ସାହୁ କଳା ପରିବେଷଣ କରିଥିଲେ । ଆୟୋଜକ କମିଟି ସଭାପତି ବିଧୂଭୂଷଣ ସିଂଦେଓ, ସଂପାଦକ ପ୍ରଣୟ ଆନନ୍ଦ ତ୍ରିପାଠି, ଆବାହକ ଚିଙ୍କୁ ପ୍ରଧାନ, ଉପଦେଷ୍ଟା ମଳୟ ଆନନ୍ଦ ତ୍ରିପାଠି, ସୁକତେଲ ମହୋତ୍ସବର ଉଦ୍ୟୋକ୍ତା ସଂଜୟ ଆନନ୍ଦ ତ୍ରିପାଠି, ସଂଯୋଜକ ସତ୍ୟନାରାୟଣ ଗହିର, ଉପ ସଭାପତି ସୁବଲ ଗୁରହାଣ୍ଡି, ସୁରେଶ ମେହେର, କାର୍ଯ୍ୟ କ୍ରମ ନିଷ୍ପଦକ ହାଡିବନ୍ଧୁ ତ୍ରିପାଠି ପ୍ରମୁଖ ନେତୃତ୍ୱ ନେଇଥିଲେ ଏବଂ ସଂଯୋଜକ ସଂଗଠକ ଜୟକୃଷ୍ଣ ମିଶ୍ର ଧନ୍ୟବାଦ୍ ଜ୍ଞାପନ କରିଥିଲେ l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like