-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ବିଲେଇସର୍ଡା ହାଇସ୍କୁଲରେ ଅଭିଭାବକ-ଶିକ୍ଷକଙ୍କ ବୈଠକ 

14-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ସ୍ଥିତ ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ସ୍ବାଧିନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଅଭିଭାବକ-ଶିକ୍ଷକ ବୈଠକରେ ବରିଷ୍ଠ   ବିଜ୍ଞାନ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ ସମ୍ମିଳନୀର ଉଦ୍ଦେଶ୍ଯ ଜ୍ଞାପନ ପୂର୍ବକ ସମସ୍ତଙ୍କୁ ସ୍ବାଗତ କରିଥିଲେ। ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଶିକ୍ଷକ ଶିକ୍ଷୟତ୍ରୀ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଚିଠି ମୁତାବକ ପ୍ରସଙ୍ଗ ଆଲୋକପାତ କରିଥିଲେ। ପ୍ରଧାନ ଶିକ୍ଷକ ଶ୍ରୀସାହୁ ପରୀକ୍ଷାରେ ଅଭିଭାବକଙ୍କ ଭୂମିକା ଓ ବିଦ୍ୟାଳୟ ବିକାଶ ଯୋଜନାରେ ଅଭିଭାବକଙ୍କ ଭୂମୀକା ବିଷୟରେ କହିଥିବାବେଳେ,ବିଜ୍ଞାନ ଶିକ୍ଷକ ପଂକଜ ମେହେର ଆପାର ଆଇଡି ସଂପର୍କ ରେ,ବିଜ୍ଞାନ ଶିକ୍ଷୟତ୍ରୀ ପ୍ରତୀଶା ମିଶ୍ର ମାନସିକ ଚାପ ଦୂରୀକରଣ ପ୍ରସଙ୍ଗ ଉପରେ କହିବା ସହ ଛାତ୍ର ଛାତ୍ରୀଙ୍କୁ କିପରି ଉତ୍ସାହିତ କରାଯିବ ସେ ବିଷୟରେ କହିଥିଲେ। ବରିଷ୍ଠ ଶିକ୍ଷକ ପ୍ରମୋଦ ବିଶ୍ବାଳ ମୌଳିକ ଭାଷାଜ୍ଞାନ ଓ ସଂଖ୍ୟାଜ୍ଞାନ ଶିକ୍ଷାଦାନ ସଂପର୍କ ରେ କହିବା ସହ ପରିଚୟ ପତ୍ର ପାଇଁ ପଂଜିକରଣ, ସମାପ୍ତ ସୂଚକ ଆକଳନ,ବାର୍ଷିକ ପରୀକ୍ଷା ପ୍ରସ୍ତୁତି ବିଷୟରେ କହିଥିଲେ। ଶିକ୍ଷକ କାହ୍ନୁଚରଣ ଧରୁଆ ଡ୍ରପ ଆଉଟ ହାର ହ୍ରାସ, ପରୀକ୍ଷା ପେ ଚର୍ଚ୍ଚା ବିଷୟରେ କହିଥିବା ବେଳେ ଶିକ୍ଷକ ପ୍ରଦୀପ ଦଣ୍ଡସେନା ଗୁଣାତ୍ମକ ମାନର ଶିକ୍ଷାର ଦୃଢତା ପ୍ରତି ଧ୍ୟାନ ଦେବା ପାଇଁ ଅଭିଭାବକ ପିତାମାତାଙ୍କ ଭୂମୀକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମତ ପ୍ରକାଶ କରିଥିଲେ । ବୈଠକରେ ବିଦ୍ୟାଳୟର ଶିକ୍ଷକ ସୁଦାମ କୁମ୍ଭାର,ସଂଜୀବ ମିଶ୍ର, ଅଶ୍ବିନୀ ମହାଲିଙ୍ଗ,ସୁଜିତ ଦେହୁରୀ,ମୁରାରିମୋହନ ପର୍ଡିଆ,ଶିକ୍ଷୟତ୍ରୀ ସୁମିତ୍ରା ସୂତାର, ସୁବାଷୀନି ସେଠୀ,ନୀରୁ ବିଶ୍ବାଳ,ରଶ୍ମି ବିଶ୍ବାଳ,ରଶ୍ମିତା ନନ୍ଦ, ନୀହାରିକା ପ୍ରଧାନଙ୍କ ସହ ସମସ୍ତ ଅଭିଭାବକ ଉପସ୍ଥିତ ଥିଲେ। ଶେଷରେ ଶିକ୍ଷକ ରଞ୍ଜିତ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like