-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ   (09-Jun-2026)       ||      ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ    (09-Jun-2026)       ||      ଏସ ଆଇ ଏଚ ଏମ୍ ରେ ନାମ ଲେଖାଇଲେ ୩ ଜଣ ଛାତ୍ରଛାତ୍ରୀ।   (08-Jun-2026)       ||      ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପଠାଇଲେ ରେଡକ୍ରସ ସ୍ବେଛାସେବୀ ସତ୍ୟନାରାୟଣ    (08-Jun-2026)       ||      ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jun-2026)       ||      ବାଲିଗୁଡା ଆଇ ଟି ଡି ଏ  ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଚଢ଼ାଉ  ପୁଳାପୁଳା ସମ୍ପତ୍ତି ଠାବ କଲା ଭିଜିଲାନ୍ସ   (08-Jun-2026)       ||      ଲୁହୁରେନ ପାଲି ଗାଁ ର ଲୋକଙ୍କ ସମସ୍ୟା ଶୁଣିଲେ ନରସିଂହ    (08-Jun-2026)       ||     

HOME   ଜିଲ୍ଲା

ଭଜନ ସଂଗୀତ ମୁକ୍ତିଲାଭ କଲା----- ତୋର ନାମ କିଏ ଦେଲା ଦଧିବାମନ ହେ....

14-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ପଶ୍ଚିମ ଓଡିଶାର ବରଗଡ ଜିଲ୍ଲା ସ୍ଥିତ ଶ୍ରୀକ୍ଷେତ୍ର ଭଟଲି ଦଧିବାମନ ମନ୍ଦିରରେ ପୈାଷ ପୂର୍ଣ୍ଣିମା ତିଥି ଅନୁଯାୟୀ ପରମ୍ପରା କ୍ରମେ ମହାପ୍ରଭୁଙ୍କୁ ପୁଷ୍ୟାଭିଷେକ ମହା ସମାରୋହରେ ପାଳିତ ହୋଇ ଯାଇଥିବା ବେଳେ ନବକିଶୋର ସାହୁଙ୍କ ରଚିତ ତୋର ନାମ କିଏଦେଲା ଦଧିବାମନ ହେ.... ଚକାନୟନ ଭଜନ ସଂଗୀତ ରିଲିଜ ହୋଇଯାଇଛି। ଏହି ଭଜନ ସଂଗୀତରେ କଣ୍ଠଦାନ କରିଛନ୍ତି ବିଶ୍ୱଜିତ ମହାପାତ୍ର ଏବଂ ଶ୍ରାବଣୀ ଦାଶ। ସଙ୍ଗୀତକାର ବିପିନ ବାରିକଙ୍କ ସଙ୍ଗୀତ ନିର୍ଦ୍ଦେଶନା ସୃଷ୍ଟି ହୋଇଥିବା ଏହି ଭଜନ ସଂଗୀତ ଏମ.ବି ଷ୍ଟୁଡିଓର ଅବଦାନ ହୋଇଥିବା ବେଳେ,ସରୋଜ ସାହୁ ଏହାର ପ୍ରଯୋଜକ ଅଛନ୍ତି।ହୃଦୟକୁ ଛୁଇଲା ଭଳି ଗୀତଟି ହୋଇଛି ବୋଲି ଉଦଘାଟନୀ ଉତ୍ସବରେ ଅତିଥି ଗଣ ମତପ୍ରକାଶ କରିଛନ୍ତି। ଏହି ଅବସରରେ  ଡ଼ା ପ୍ରଶାନ୍ତ କୁମାର ପଣ୍ଡାଙ୍କ ପରିଚାଳନା ଆୟୋଜିତ କାର୍ଯ୍ୟକ୍ରମରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଶ୍ରୀଯୁକ୍ତ ଗୋପାଳ ଅଗ୍ରୱାଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ  ଅତିଥି ଭାବେ ନରେନ୍ଦ୍ର ପଣ୍ଡା, ନାରାୟଣ ସାହୁ ଯୋଗଦାନ କରିଥିଲେ। ମୁଖ୍ୟବକ୍ତା ଭାବେ ଦେବେନ୍ଦ୍ର ପ୍ରଧାନ ଯୋଗଦାନ କରି ରିଲିଜ ହୋଇଥିବା ଦଧିବାମନ ଙ୍କ ଭଜନ ସଙ୍ଗୀତ, ଏବଂ କଣ୍ଠଶିଳ୍ପୀ ଦୁହିଁଙ୍କ ସୁମଧୁର କଣ୍ଠର ଏହି ସଙ୍ଗୀତ ନିଶ୍ଚିତ ସାରା ଓଡ଼ିଶାରେ ଆଦୃତ ହେବ ବୋଲି ମତବ୍ୟକ୍ତ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ବାଙ୍କ ବିହାରୀ ସାହୁ,ଶ୍ରୀବତ୍ସ ପାଣିଗ୍ରାହୀ, ଜଗଦୀଶ ସାହୁ, ଶ୍ରୀମତୀ ସୁଦୃମା ପଣ୍ଡା,ଟିକେଲାଲ୍ ମେହେର ଦଧିବାମନ ଠାକୁରଙ୍କୁ ନେଇ ଆଧାରିତ ଆଧ୍ୟାତ୍ମିକତାର ବାସ୍ନାରେ ଆତ୍ମ ପ୍ରକାଶ କରିଥିବା ସଙ୍ଗୀତ ଉପରେ ସମୀକ୍ଷା ସହ ଘରେ ଘରେ ଏହା ଆଦୃତ ହେବ ବୋଲି ପୂର୍ବାନୁମାନ କରିଥିଲେ। ବିଶେଷ କରି ଦଧିବାମନ ଙ୍କ ଭକ୍ତ ପରମାନନ୍ଦ ଏବଂ ସତୀହାରୀଙ୍କ ଜୀବନ ଉପରେ ବର୍ଣ୍ଣନା କରି ଭଜନ ଲେଖିଥିବା ରଚୟିତା ନବକିଶୋର ସାହୁଙ୍କୁ ଅତିଥି ଗଣ ଭୂୟସୀ ପ୍ରଶଂସା କରିବା ଦେଖିବାକୁ ମିଳିଥିଲା।ଶେଷରେ ପ୍ରଯୋଜକ ସରୋଜ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026
  ଜିଲ୍ଲା  
ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   09-Jun-2026
  ଜିଲ୍ଲା  
ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   09-Jun-2026
  ଜିଲ୍ଲା  
*ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   09-Jun-2026
  ଜିଲ୍ଲା  
ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   09-Jun-2026
  ଜିଲ୍ଲା  
ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   09-Jun-2026
  ଜିଲ୍ଲା  
ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   09-Jun-2026
  ଜିଲ୍ଲା  
ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ   09-Jun-2026

You Might Also Like