-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ, ବରଗଡଠାରେ ସାଙ୍କେତିକ ଭାଷା କାର୍ଯ୍ୟକ୍ରମ ଓ ଶ୍ରବଣ ପରୀକ୍ଷା ଶିବିର ଆୟୋଜନ I

14-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ସ୍ଥିତ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟଠାରେ ବଧିର ଛାତ୍ରଛାତ୍ରୀଙ୍କୁ ସଠିକ ଶିକ୍ଷାଦାନ ତଥା ସେମାନଙ୍କ ସହିତ ଉତ୍ତମ ଯୋଗାଯୋଗ ସ୍ଥାପନ କରିବା ଲକ୍ଷ୍ୟ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ,ଓଡିଶା ସରକାର ଓ ଜାତୀୟ ଅନୁଷ୍ଠାନ ବାଣୀ ଓ ଭାଷା ଅକ୍ଷମତା ଶିକ୍ଷକ ଆଞ୍ଚଳିକ ତାଲିମ ପ୍ରତିଷ୍ଠାନ(AYJNISHD) ,ଯାଆଁଳା,ଖୋର୍ଦ୍ଧା ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ସାଙ୍କେତିକ ଭାଷା ମୋ ଭାଷା ତାଲିମ କାର୍ଯ୍ୟକ୍ରମରେ  ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ,ବରଗଡ଼ ଓ ବଧିର ବିଦ୍ୟାଳୟ,ଜାନକେଡ଼ାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ଓ ବଧିର ଛାତ୍ରଛାତ୍ରୀଙ୍କ ପିତାମାତାମାନଙ୍କୁ ସାଙ୍କେତିକ ଭାଷା ଶିକ୍ଷା ପ୍ରଦାନ ଆରମ୍ଭ ହୋଇଛି I ଏହି ଶିବିର ପାଞ୍ଚ ଦିନ (୧୩ -୧୭ ,ଜାନୁଆରୀ -୨୦୨୫) ପର୍ଯ୍ୟନ୍ତ ଚାଲିବ I ସକାଳ ୧୦ଟା .୩୦ ମିନିଟ ସମୟରେ ଯାଆଁଳା (ଖୋର୍ଦ୍ଧା)  ଆଞ୍ଚଳିକ ପ୍ରତିଷ୍ଠାନ ଆଳି ୟାଭାର ଜଙ୍ଗ ଜାତୀୟ ଅନୁଷ୍ଠାନ ବାଣୀ ଓ ଭାଷା ଅକ୍ଷମତା ଶିକ୍ଷକ ତାଲିମ ପ୍ରତିଷ୍ଠାନ (AYJNISHD)ର ସହ ନିର୍ଦ୍ଦେଶକ,ଡ଼.ଲାନୁ ୱାନବଏ ଆଇମଳ ଉଦଘାଟନ କରିଥିଲେ I ଅନ୍ୟମାନଙ୍କ ମଧ୍ୟରେ ଓଡିଶା ରାଇଜିଙ୍ଗ ଫାଉଣ୍ଡେସନର ଅଧ୍ୟକ୍ଷ, ଅକ୍ଷୟ ସାଗର, ଚନ୍ଦ୍ରଚୂଡ଼ ପ୍ରସାଦ ପାଣିଗ୍ରାହୀ,Audiologist (AYJNISHD), ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ବରଗଡ଼ ର ଅଧ୍ୟକ୍ଷ ସରୋଜ ଦେବତା, ଗୌର ଚନ୍ଦ୍ର ଭୋଇ,ବଧିର ବିଦ୍ୟାଳୟର ପ୍ରଧାନ ଶିକ୍ଷକ  କିଶୋର ଚନ୍ଦ୍ର ସାହୁ, ଦୃଷ୍ଟିହୀନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଭୟ କୁମାର ପଧାନ ଓ ବିଦ୍ୟାଳୟର ସମ୍ପାଦକ ପ୍ରାଧ୍ୟାପକ ରବିନାରାୟଣ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ I ଶିକ୍ଷକ ତାଲିମ ଦେବାପାଇଁ ପ୍ରିୟଙ୍କା ତାରାଇ,ସସ୍ମିତା ଦେହୁରୀ,ନିରଞ୍ଜନ ଜେନା,ଦିଲ୍ଲୀପ କୁମାର ପଟେଲ ଓ ଶ୍ରୀ ପ୍ରଶାନ୍ତ କୁମାର ପ୍ରଧାନ ଯୋଗଦେଇଥିବାବେଳେ ବଧିର ଛାତ୍ରଛାତ୍ରୀଙ୍କ ଦୁଇ ଦିନ ୧୩ ଓ ୧୪ ତାରିଖ ଶ୍ରବଣ ପରୀକ୍ଷା ଓ ଶ୍ରବଣ ଯନ୍ତ୍ର ଲଗାଇବା ନିମନ୍ତେ  ଶ୍ରୀ ଚନ୍ଦ୍ର ଚୁଡ଼ ପ୍ରସାଦ ପାଣିଗ୍ରାହୀ ଙ୍କ ତତ୍ୱାବଧାନରେ ଏସ.ଲ. ଜେକ୍ସନ ଆଇମାଳ,ହରପ୍ରିୟା ସାହୁ, ଚିତ୍ତରଞ୍ଜନ ନାୟକ ଓ ସୋନାଲି ମହାପାତ୍ର ଯୋଗଦାନ କରିଛନ୍ତି I ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦ଜଣ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ସମେତ ବଧିର ଛାତ୍ରଛାତ୍ରୀଙ୍କ ପିତାମାତା ସାଙ୍କେତିକ ଭାଷା ଶିକ୍ଷା ଆହରଣ ପାଇଁ ଯୋଗଦାନ କରିଛନ୍ତି I ମୁଖ୍ୟ ଅତିଥି (AYJNISHD)ର ନିର୍ଦ୍ଦେଶକ,ଡ଼.ଲାନୁ ୱାନବଏ ଆଇମଳଙ୍କୁ ବିଦ୍ୟାଳୟ ପକ୍ଷରୁ ବିପୁଳ ସମ୍ବର୍ଧନା ପ୍ରଦାନ କରାଯାଇଥିଲା I ଦୃଷ୍ଟିହୀନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଅଭୟ କୁମାର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like