-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରର ଝିଅ ମିତାଲିମଧୁମିତାଙ୍କୁ ଜ୍ୟୋତିଷ ସିଦ୍ଧାନ୍ତ ସାଗର ସମ୍ମାନ

14-Jan-2025



ବଲାଙ୍ଗୀର(ପ୍ରେରଣା ଖବର):  ବଲାଙ୍ଗୀରର ମିତାଲି ମଧୁମିତା ମିଶ୍ରଙ୍କୁ 'ଭୃଗୁ ଜ୍ୟୋତିଷ ସଂସ୍ଥାନ' ପକ୍ଷରୁ  ' ୧୮ ତମ ଏସିଆନ୍ ଆଷ୍ଟ୍ରୋଲୋଜରସ୍ କନ୍ ଫରେନ୍ ସ- ୨୦୨୫ ' ରେ ' ଜ୍ୟୋତିଷ ସିଦ୍ଧାନ୍ତସାଗର ' ସମ୍ମାନ ପ୍ରଦାନ କରାଯାଇଛି । ଗତ ଜାନୁଆରୀ ୪ ଓ ୫ ତାରିଖରେ ଭୁବନେଶ୍ଵରର ଇନଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରସ୍ ଠାରେ ଅନୁଷ୍ଠିତ ଏହି ଆନ୍ତର୍ଜାତୀୟ ଜ୍ୟୋତିଷ ସମ୍ମେଳନରେ ଜ୍ୟୋତିଷଶାସ୍ତ୍ରରେ ଉଚ୍ଚସ୍ତରୀୟ ଗବେଷଣା ଓ  ଉଲ୍ଲେଖନୀୟସେବା ସକାଶେ ତାଙ୍କୁ ଉପଢୌକନ , ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି । ଏହି ସମ୍ମିଳନୀରେ ଏସିଆ ମହାଦେଶର ଭାରତ ସମେତ ଥାଇଲାଣ୍ଡ , ମିଆଁମାର , ଭୁଟାନ ଇତ୍ୟାଦି ୬ଟିଦେଶ ଓ ଭାରତର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୩୫୦ ରୁ ଉର୍ଦ୍ଧ୍ବ ଜ୍ୟୋତିଷ ପଣ୍ଡିତମାନେ ଅଂଶଗ୍ରହଣ କରିଥିଲେ ।  ସଂସ୍ଥାନର ଅଧ୍ୟକ୍ଷ

ପଣ୍ଡିତ ଶ୍ରୀଧର ଆଚାର୍ଯ୍ୟଙ୍କ ପୌରହିତ୍ୟରେ ନେପାଳର ବିଶିଷ୍ଟ ଜ୍ୟୋତିଷ ତଥା ପିରାମିଡ୍ ବାସ୍ତୁବିଦ୍ ମହେନ୍ଦ୍ରନାଥ ମୁନ୍ଦ୍ରା ମୁଖ୍ୟଅତିଥି ରୂପେ ଯୋଗଦେଇଥିବା ବେଳେ ସ୍ବତନ୍ତ୍ର ଅତିଥି ଭାବେ ବାଂଲାଦେଶର ବିଶିଷ୍ଟ ଜ୍ୟୋତିଷ ମଞ୍ଜୁରୁଆଲ ଆସାନ୍ , ପଞ୍ଜିକାର ରବି ଚରଣ ରଥ , ଡ . ନିରଞ୍ଜନ ମହାପାତ୍ର , ପଣ୍ଡିତ ଶିବ ନାରାୟଣ ମିଶ୍ର ,ରାଞ୍ଚିର ଡ. ନରେନ୍ଦ୍ର କୁମାର , ବିଷ୍ଣୁ ଶର୍ମା ,

ହଜାରିବାଗର ଦିନେଶ୍ବର ମିଶ୍ରପ୍ରମୁଖ ଯୋଗ ଦେଇଥିଲେ ।  ଶ୍ରୀମତୀ ମିଶ୍ର ଦୀର୍ଘ ୨୪ ବର୍ଷ ଧରି ବୈଦିକ ଜ୍ୟୋତିଷ , ନିମରୋଲୋଜି , ଟାରୋକାର୍ଡ , ଲାହିଡୀ ପଦ୍ଧତି , କ୍ରୀଷ୍ଣମୂର୍ତ୍ତି ପଦ୍ଧତି , ଜୈମିନୀ ପଦ୍ଧତିରେ ଗଣନା , ରତ୍ନପଥର ଗବେଷଣା ଓ ପ୍ରତିକାର ବିଧାନ ଇତ୍ୟାଦି ଅନୁସରଣ କରିଆସୁଛନ୍ତି । ବଲାଙ୍ଗୀର ପ୍ୟାଲେସ୍ ଲାଇନ୍ ରେ ତାଙ୍କର ଅଫିସ୍ ରହିଛି । ଗତବର୍ଷ ମଧ୍ୟ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଠାରୁ ଅନୁଷ୍ଠିତ ସମ୍ମିଳନୀରେ ତାଙ୍କୁ 'ଜ୍ୟୋତିଷ ଦାରୁବ୍ରହ୍ମ' ସମ୍ମାନ ସହିତ ବିଭିନ୍ନ ରାଜ୍ୟସ୍ତରୀୟ , ଜାତୀୟ ଓ ଅନ୍ତର୍ଜାତୀୟ ସମ୍ମାନ ମିଳିଛି । 

ଶ୍ରୀମତୀ ମିଶ୍ର  ତାଙ୍କ ଅଭିଭାଷଣରେ ଜ୍ୟୋତିଷ ଶାସ୍ତ୍ରରେ ରତ୍ନପଥରର ଭୂମିକା ଓ କାର୍ଯ୍ୟକାରିତା , ବିଭିନ୍ନ ପ୍ରତିକାର ବିଧାନରେ ତାଙ୍କର ଅନୁଭୂତ ଗବେଷଣା ଉପରେ  ଦେଇଥିବା ବକ୍ତବ୍ଯ ଉଚ୍ଚପ୍ରଶଂସିତ ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like