-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ଠାରେ ୧୫ ତମ ଲୋଇସିଂହା ମହୋତ୍ସବ - ୨୦୨୫ ଉଦଘାଟିତ

14-Jan-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ସ୍ଥିତ ଦୁର୍ଗାମଣ୍ଡପ ଠାରେ ୧୫ ତମ ଲୋଇସିଂହା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି l ପୁଷ୍ ପୁନି ଅବସରରେ ଆୟୋଜିତ ଏହି ୨ ଦିନିଆ ଉତ୍ସବକୁ ଆୟୋଜକ କମିଟି ଏକ ବିଶାଳ ମଶାଲ ଶୋଭାଯାତ୍ରା କରି ଉତ୍ସବ ସ୍ଥଳକୁ ପହଂଚି ସ୍ଥାପନା କରିଥିଲେ l ଉକ୍ତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ କ୍ରୀଡା, ଯୁବ, ସଂସ୍କୃତି ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ୍ ଓ ବଡ଼ସାହି ବିଧାୟକ ସନାତନ ବିଜୁଳି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ l  ପଶ୍ଚିମ ଓଡ଼ିଶାର ମହାନ୍ କୃଷି ଭିତ୍ତିକ ପର୍ବ ପୁଷ୍ ପୁନି ର ମହକ ସାରା ରାଜ୍ୟରେ ମହକୁ ବୋଲି ଅତିଥି ବୃନ୍ଦ କହିବା ସହିତ ଲୋଇସିଂହା ର ଆତିଥ୍ୟ କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ୍ ଘୋର ପ୍ରଶଂସା କରିଥିଲେ l ଆଗାମୀ ଦିନରେ ଏହି ଉତ୍ସବ କୁ ଅଧିକ ଲୋକାଭିମୁଖୀ କରିବା ଦିଗରେ ମଧ୍ୟ ସେ ଚେଷ୍ଟା କରିବେ ବୋଲି କହିଥିଲେ l ଉତ୍ସାହ ବଢ଼ିଲେ ଉତ୍ସବ ଓ ଧୀରେ ଧୀରେ ମହୋତ୍ସବ ହୁଏ ବୋଲି ବିଧାୟକ ଶ୍ରୀ ବିଜୁଳି ନିଜ ବକ୍ତବ୍ୟରେ କହିଥିଲେ । ପଶ୍ଚିମ ଓଡ଼ିଶାର ପୁଷପୁନି ର ସଂସ୍କୃତି ଓ ପରମ୍ପରା କୁ ସାରା ଓଡ଼ିଶା ଜାଣିବା ଦରକାର ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମହାଲିଙ୍ଗ ପ୍ରକାଶ କରିଥିଲେ l ଏହାସହ ଏ ଅଞ୍ଚଳ ର ସାମୁହିକ ବିକାଶ ପାଇଁ ସେ ପ୍ରତିଶ୍ରୁତି ବଦ୍ଧ ବୋଲି ନିଜ ବକ୍ତବ୍ୟରେ କହିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଆୟୋଜକ କମିଟି ସଭାପତି ରବୀନ୍ଦ୍ର ପୁଟେଲ, ସମ୍ପାଦକ ଭୂତନାଥ ନାଏକ ମଞ୍ଚାସୀନ ଥିଲେ l ଏହି ଅବସରରେ ଅତିଥି ମାନଙ୍କୁ ସ୍ମାରକୀ ସ୍ୱରୂପ ନିଜ ନିଜ ଫଟୋ ଚିତ୍ର ପ୍ରଦାନ କରାଯାଇଥିବା ବେଳେ ବିଶିଷ୍ଟ ଶିଳ୍ପୀ ଶଙ୍କର ବେଜ ମଧ୍ୟ ପୁଆଲ ରେ ନିର୍ମିତ ଫଟୋ ଚିତ୍ର ଦେଇଥିଲେ । ପୂର୍ବରୁ କମେଡିଆନ ବିନ୍ଦୁ ଦର୍ଶକ ଙ୍କୁ ହସାଇ ଥିବା ବେଳେ ପୁରୀ ର ଶିଳ୍ପୀ ଅନୁଷ୍ଠାନ ର କଳାକାର ଜଗନ୍ନାଥଙ୍କ ଉପରେ କଳା ପ୍ରଦର୍ଶନ କରିଥିଲେ l ସେହିପରି ସ୍ଥାନୀୟ କଳାକାର ଙ୍କ ପକ୍ଷରୁ ମଧ୍ୟ ବିଭିନ୍ନ ପ୍ରକାର ର କଳା ପ୍ରଦର୍ଶନ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମକୁ ଜ୍ୟୋତି ପ୍ରକାଶ ସାହୁ ସଂଯୋଜନା କରିଥିବା ବେଳେ ମହୋତ୍ସବ ର ସମସ୍ତ କର୍ମକର୍ତ୍ତା କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like