-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

*ସୋନପୁର ମଝି ପଡ଼ା ରାମଜୀ ମନ୍ଦିରରେ ନବାର୍ଣ୍ଣ ପାରାୟଣ ଉଦଯାପିତ* -

14-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
  ଗତ ୫ ତାରିଖ ରୁ ୧୩ ତାରିଖ ଯାଏଁ ସୋନପୁର ମଝିପଡ଼ା ଶ୍ରୀ ରାମଜୀ ମନ୍ଦିର ଠାରେ ଅନୁଷ୍ଟିତ ହୋଇଥିବା ଶ୍ରୀ ରାମ ଚରିତ ମାନସ ଓ ନବାର୍ଣ୍ଣ ପାରାୟଣ ମହୋତ୍ସବ ଆଜି ଉଦଯାପିତ ହୋଇଯାଇଛି l ଗତ ୭ ତାରିଖ ରେ ସୀତା ବିବାହ କରାଯାଇ ପ୍ରଭୂ ଙ୍କ ଠାରେ ୫୬ ପ୍ରକାର ଭୋଗ ଲାଗି କରା ଯାଇଥିଲା l ଦିର୍ଘ ୩୦ ବର୍ଷ ପୂର୍ବରୁ  ମଝିପଡ଼ା ମହିଳା ସମିତି ଦ୍ବାରା ଏହି ଉତ୍ସବ ମହା ସମାରୋହରେ  ଆୟୋଜନ କରାଯାଉଥିବା ବିଷୟ ସମିତି ର ବରିଷ୍ଠ ମହିଳା ସଦସ୍ୟ କଳ୍ପନା ଭୋଇ, ମଞ୍ଜୁ ପାଣିଗ୍ରାହି, ଅଞ୍ଜଳି ଦାଶ ପ୍ରକାଶ କରିଛନ୍ତି l ଆଜି ସହର ରେ ମହାପ୍ରଭୁ ଙ୍କ ନଗର ପରିକ୍ରମା ପରେ ଉତ୍ସବ ଉଦଯାପନ କରଯାଇଛି l ବ୍ୟାସ ଚୈତନ୍ୟ ମିଶ୍ର ଓ ପୂଜକ ଚୈତନ୍ୟ ପୁଝାରୀ ଙ୍କ ଦ୍ବାରା ରୀତି ନୀତି ରେ ରାମାୟଣ ପଠନ ଓ ପୂଜା ଅର୍ଚ୍ଚନା କାର୍ଯ୍ଯ କ୍ରମ ହୋଇଥିବା ବେଳେ ଦୀର୍ଘ ନଅ ଦିନ ଧରି କର୍ତ୍ତା ଭାବେ ଅଟଳ ମହାପାତ୍ର ଓ ରୁନି ମହାପାତ୍ର ଯଜ୍ଞ ପୀଠ କାର୍ଯ୍ଯ ତୁଳାଇଥିଲେ l ରାମ ମନ୍ଦିର ର ସଦସ୍ୟ ତଥା ଭକ୍ତ ଶ୍ରୀବତ୍ସ ମଲ୍ଲିକ, ଭାକୋଡୋ ସ୍ବାଇଁ, ପଦ୍ମନାଭ ପାଢ଼ୀ, ମନବୋଧ ଭୋଇ, ମାନ ଭଞ୍ଜନ ସାହୁ, ଲଡ଼ୁ କିଶୋର ମଲ୍ଲିକ, ପୀୟୂଷ ପଣ୍ଡା, ରଞ୍ଜିତ ସାହୁ, ସନ୍ତୋଷ ପାଢ଼ୀ ଙ୍କ ତତ୍ତ୍ୱl ବଧାନ ରେ ଅନୁଷ୍ଟିତ ଏହି ମହତ୍ କାର୍ଯ୍ୟ ରେ ଖିତି ସୂତା ତ୍ରୀପାଠୀ , ସୁଭଦ୍ରା ଦଳାଇ, କଲ୍ପନା ତ୍ରୀପାଠୀ, ଅନୂଷୟା ତ୍ରିପାଠି, ସୌଦାମିନୀ ଦାଶ, ସ୍ମରଣିକା ମିଶ୍ର,  ସବିତା ସାହୂ, ଲକ୍ଷ୍ମୀ ମଲ୍ଲିକ, ଯମୁନା ମଲ୍ଲିକ, ଭାଗ୍ୟ ସିନି ରଥ, ଜ୍ୟୋସ୍ନl ମିଶ୍ର , କୁନି ପଣ୍ଡା  ପ୍ରମୁଖ ଶତାଧିକ ମହିଳା ଭକ୍ତ ଙ୍କୁ ସଂଗଠିତ କରିବା ଓ ଉତ୍ସବ ପାଳନ ରେ ସକ୍ରିୟ ସହଯୋଗ କରିଥିଲେ l ପ୍ରତ୍ୟହ ୫୦୦ ରୁ ଉର୍ଦ୍ଧ୍ବ ମହିଳା ଭକ୍ତ ପ୍ରସାଦ ସେବନ କରିଥିବା ଜଣାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like