(ପରମେଶ୍ୱର ମେହେରଙ୍କ ରିପୋର୍ଟ)

"/>

-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ହାତିବନ୍ଧା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ପାଳନ ଅବସରରେ କଳସ ଶୋଭାଯାତ୍ରା

14-Jan-2025



ସିନାପାଲି ବ୍ଲକ ଅନ୍ତର୍ଗତ ହାତିବନ୍ଧା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ର ରଜତ ଜୟନ୍ତୀ ପାଳନ ଅବସରରେ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ନେଇ ସୋମବାର ଏକ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଶତାଧିକ ମହିଳା ଏକ କଳସ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ସ୍ଥାନୀୟ ଯମୁନା ସାଗର ଠାରେ ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା କରି ପବିତ୍ର ଜଳ ସଂଗ୍ରହ କରିଥିଲେ। ପାରମ୍ପରିକ ବାଜା ଓ ଘଣ୍ଟଦଲ ରେ ନଗର ପରିକ୍ରମା କରି ଯଜ୍ଞ ମଣ୍ଡପରେ   ପବିତ୍ର କଳସ ସ୍ଥାପନ କରାଯାଇଛି। ରଜତ ଜୟନ୍ତୀ ମହୋତ୍ସବ ଉଦଘାଟନୀ ସମାରୋହର ପ୍ରଥମ ପର୍ଯ୍ୟାୟରେ ସୋମବାର ପ୍ରାତଃରେ ନବ କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଅନୁଷ୍ଠିତ ହେବ। ଟୋଲି ନାୟକ ସଦାନନ୍ଦ ନାମଦେବଙ୍କ ନେତୃତ୍ୱରେ ଉକ୍ତ ଯଜ୍ଞ କାର୍ଯ୍ୟକ୍ରମ ପରିଚାଳିତ ହେଉଥିବା ବେଳେ ସବୁପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସେହିଭଳି ପୂର୍ବାହ୍ନରେ ରଜତ ଜୟନ୍ତୀ ମହୋତ୍ସବ ର ଶୁଭ ଉଦଘାଟନ ହେବ। ଆସନ୍ତା ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ଦୀର୍ଘ ତିନିଦିନ ବ୍ୟାପି ଅନୁଷ୍ଠାନ ପରିସରସ୍ଥ ଭବ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହେବ। ଏହି ଅବସରରେ ବୌଦ୍ଧିକ,ଅଧ୍ୟାତ୍ମିକ, ସେବା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମହାସମାରୋହରେ ଆୟୋଜିତ ହେବ। ଏଥି ସହ ମହୋତ୍ସବରେ ତିନିଦିନ ଧରି ଦିବା ଓ ସାନ୍ଧ୍ୟ ଅଧିବେଶନ ଅନୁଷ୍ଠିତ ହେବ। ପ୍ରତ୍ୟହ କାର୍ଯ୍ୟକ୍ରମ ରେ ବରେଣ୍ୟ ଅତିଥିମାନେ ଉପସ୍ଥିତ ରହିବାକୁ ସଦୟ ସ୍ୱୀକୃତି ପ୍ରଦାନ କରିଥିବା ଜଣାପଡ଼ିଛି।   ଉକ୍ତ ରଜତ ଜୟନ୍ତୀ ମହୋତ୍ସବ ଆୟୋଜନରେ ମହୋତ୍ସବ ପାଳନ କମିଟି ସଭାପତି ପ୍ରମୋଦ ପଣ୍ଡା , ସମ୍ପାଦକ ସୁରେଶ୍ୱର ମେହେର  ଓ ପ୍ରଧାନ ଆଚାର୍ଯ୍ୟ ଖଗେଶ୍ୱର ଦାସ ଙ୍କ ସମେତ ଶିଶୁ ମନ୍ଦିର ପରିଚାଳନା କମିଟିର ସଭାପତି ହୁକୁମ ଚନ୍ଦ ଅଗ୍ରୱାଲ,ଉପସଭାପତି ପ୍ରଫୁଲ୍ଲ ଦଣ୍ଡସେନା,ସମ୍ପାଦକ କନ୍ଦର୍ପ ମେହେର,ଯୁଗ୍ମ ସମ୍ପାଦକ ଗୁଣନିଧି ବେହେରା, କୋଷାଧ୍ୟକ୍ଷ ରମେଶ ମେହେର  ପ୍ରମୁଖ ସକ୍ରିୟ ଭାବେ ଦାୟିତ୍ୱ ନିର୍ବାହ କରୁଥିବା ଜଣାପଡ଼ିଛି।  ସେହିଭଳି ପରିଚାଳନା ସମିତି,ରଜତ ଜୟନ୍ତୀ ଆୟୋଜକ କମିଟି , ପୂର୍ବତନ ଛାତ୍ର ପରିଷଦ ଏବଂ ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟଆ ସକ୍ରିୟ ଭାବେ ସାମିଲ ହୋଇ ସହଯୋଗ କରୁଥିବା ଜଣାପଡ଼ିଛି।

(ପରମେଶ୍ୱର ମେହେରଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like