-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

*1968 ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ*- *ଜୀବନର ସ୍ମୃତି ଅନୁଭୂତି ବାଣ୍ଟି କଲେ ଭାବ ର ଆଦାନ ପ୍ରଦାନ* -

14-Jan-2025



(ମନୋରଞ୍ଜନ ତ୍ରିପାଠୀ )

 ସୋନପୁର ମହାରାଜା ହାଇସ୍କୁଲ 1968 ମାଟ୍ରିକ ବ୍ୟାଚର ପୁରାତନ ଛାତ୍ରମାନଙ୍କର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଏକ ଫାର୍ମ ହାଉସ ଠାରେ ଅନୁଷ୍ଠିତ ହୋଇଯାଇଛି I ପ୍ରାରମ୍ଭରେ ପରଲୋକପ୍ରାପ୍ତ ବନ୍ଧୁ ଶ୍ରୀ ପ୍ରଭାକର ସେନାପତିଙ୍କ ବିୟୋଗରେ ସମସ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରି ଅମର ଆତ୍ମାର ସଦଗତି ପାଇଁ ଭଗବାନଙ୍କ ଠାରେ ପ୍ରାର୍ଥନା କରିଥିଲେ I ବଂଧୁ ମିଳନର ଉଦ୍ୟୋକ୍ତା ଆଡଭୋକେଟ ବ୍ୟୋମକେଶ ଦାଶ ବଂଧୁମାନଙ୍କ ସହଯୋଗ କ୍ରମେ 2004 ଦୀର୍ଘ 22 ବର୍ଷ ହେଲା ସୁଚାରୁ ଭାବେ ବଂଧୁ ମିଳନ କାର୍ଯ୍ୟକ୍ରମ ସଫଳ ଭାବେ ହୋଇ ପାରୁଥିବାରୁ ସାଧୁବାଦ ଜଣାଇ  ଆଗାମୀ ବର୍ଷମାନଙ୍କରେ ଅଧିକ ସଂଖ୍ୟାରେ ଯୋଗଦାନ କରିବାକୁ ଆହ୍ବାନ ଜଣାଇଥିଲେ I

ଆଡଭୋକେଟ ଇନ୍ଦ୍ରମଣି ଦାଶ  ନିଜର ପୁରାତନ ବଂଧୁମାନଙ୍କ ସହ ସମସ୍ତେ ମିଳିତ ହେବାକୁ ଲକ୍ଷ୍ୟ ରଖିଲେ ସେମାନଙ୍କୁ ଆପେ ଆପେ ଏ ସମାବେଶ ଟାଣି ଆଣିବ ବୋଲି ଆଶାବ୍ୟକ୍ତ କରିଥିଲେ I ପ୍ରାକ୍ତନ ପ୍ରଧାନ ଶିକ୍ଷକ ପଞ୍ଚାନନ ଦଳପତି ଜୀବନ ଅପରାହ୍ନରେ ବଂଧୁ ଭାବକୁ ଉଜ୍ଜୀବିତ କରିବା ପାଇଁ ସମାବେଶ ଏକାନ୍ତ ଆବଶ୍ୟକ ବୋଲି କହିଥିଲେ I ବଂଧୁମିଳନ ହିଁ ଏକମାତ୍ର ବିକଳ୍ପ ବୋଲି କହି ହରି ନାରାୟଣ ତ୍ରିପାଠୀ ସମସ୍ତେ ସୁସ୍ଥ ମୟ ରହି ଆଗାମୀ ବର୍ଷ ବଂଧୁମିଳନରେ ଅଂଶଗ୍ରହଣ କରିବାକୁ ନିବେଦନ କରିଥିଲେ I ରସରାବ ସା ବଂଧୁ ଭାବର ମୂଲ୍ୟ ବୋଧ କୁ ସମସ୍ତେ ଉପଲବ୍ଧି କରିବା ଆବଶ୍ୟକ ବୋଲି କହିଥିଲେ I

ଏଥିରେ ସର୍ବଶ୍ରୀ ନିତ୍ୟାନନ୍ଦ ମାଝୀ, ପ୍ରଫୁଲ୍ଲ କୁମାର ଚାନ୍ଦ, ବୁଧୁଭୂଷଣ ପାଣିଗ୍ରାହୀ, ନରସିଂହ ପଟ୍ଟନାୟକ, ବେଦବ୍ୟାସ ତ୍ରିପାଠୀ, ରଘୁବୀର ଦାଶ, କୃପାସିନ୍ଧୁ ପାଣିଗ୍ରାହୀ , ଥବିର ଚରଣ ବିଶି, ବ୍ରଜ ଗୋପାଳ ପୁଜାହାରୀ, ପରମେଶ୍ବର ଦାନୀ, ମଧୁସୁଦନ ମିଶ୍ର, ଧ୍ରୁବରାଜ ବାରିକ, ମୋହନ ମାଝୀ, କେଶବ ଚରଣ କର୍ମୀ, ସତ୍ୟନାରାୟଣ ମେହେରେ ପ୍ରମୁଖ 20 ଜଣ ସଦସ୍ୟ ଯୋଗଦେଇଥିଲେ   ସ ର୍ବଶେଷରେ ଶ୍ରୀ ଅଧ୍ୟାପକ କୃପାସିନ୍ଧୁ ପାଣିଗ୍ରାହୀଙ୍କ ଧନ୍ୟବାଦ ଅର୍ପଣ ପରେ ସମାବେଶ ଉଦଯାପିତ ହୋଇଥିଲା I


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like