-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

କୁଶଙ୍ଗ ରେ ମକର ମିଳନ ଉତ୍ସବ ପାଳିତ

14-Jan-2025



 ବଲାଙ୍ଗୀର (ପ୍ରେରଣା ଖବର): ଆଜି ମଙ୍ଗଳବାର ମାଁ ଉଗ୍ରତାର ସାଂସ୍କୃତିକ କଳାକାର ସଂଘ କୁଶଙ୍ଗ ଆନୁକୂଲ୍ୟରେ ମକରମିଳନ ଉତ୍ସବ ସ୍ଥାନୀୟ କଳାକାର ସଂଘ କାର୍ଯ୍ୟାଳୟ ପ୍ରାଙ୍ଗଣ ରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅନୁଷ୍ଠିତ ସଭା ଅବସରରେ ବରିଷ୍ଠ କଳାକାର କରୁଣାକର ବାଗ, ସଭାପତି ମାଁ ଉଗ୍ରତାର ସାଂସ୍କୃତିକ କଳାକାର ସଂଘ କୁଶଙ୍ଗ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବରେ ଲୋଇସିଙ୍ଗା ବ୍ଲକ କଳାକାର ସଂଘର ସଭାପତି  ସରୋଜ ବିଶ୍ୱାଳ ଯୋଗ

ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସମାଜସେବୀ ତଥା ବିଜେଡି ଯୁବ ନେତା ନିହାର ରଞ୍ଜନ ବେହେରା ଓ ଲୋଇସିଂହା ବ୍ଲକ କଳାକାର ସଂଘ ସମ୍ପାଦକ ସରୋଜ ମହାକୁର, ମୁଖ୍ୟ ବକ୍ତା  ଦୂତିଆ ଦେହେରି, ଆବାହକ ଗୋଲକ ବିହାରୀ ପଟେଲ ଉପସ୍ଥିତ ଥିଲେ। ସଭାକୁ ସଂଯୋଜନା କରିଥିଲେ ପ୍ରେମାନନ୍ଦ ପଟେଲ। ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ସ୍ବର୍ଗତ ସଂଗୀତ ଗୁରୁ ଦମ୍ବୋଦର ଭୋଇ ସ୍ମୃତି ସମ୍ମାନ ବରିଷ୍ଠ କଳାକାର ସାଧୁ ଚରଣ ବିଶିଙ୍କୁ ପ୍ରଦାନ କରାଯାଇଥିଲା। ଉକ୍ତ ଉତ୍ସବରେ କଳାକାର ମାନେ ବିଭିନ୍ନ ଲୋକକଳା ଓ ଲୋକଵାଦ୍ୟ,  ଲୋକନୃତ୍ୟ ଉପରେ ଆଧାରିତ ଦାସକାଠିଆ, କରମା, ସମ୍ପ୍ରଦା, ହୁମୋ, ହାଲିଆ ଗୀତ, ସମ୍ବଲପୁରୀ ନୃତ୍ୟ ଆଦି ପରିବେଷଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଂଗଠନର କର୍ମକର୍ତା ସୁବଳ ଖଟୁଆ, ଗୋପାଳ ହୋତା, ଉଦ୍ଧବ ସା, ଲୋକନାଥ ପଟେଲ, ରବୀନ୍ଦ୍ର ଚନ୍ଦ୍ର ସାହୁ,ଦାଶରଥି ଦାସ, ଉଦ୍ଧବ ବେହେରା ସମେତ ସମସ୍ତ କର୍ମକର୍ତା ସହଯୋଗ କରିଥିଲେ। ସ୍ବର୍ଗତ ସଂଗୀତ ଗୁରୁ ଦାମୋଦର ଭୋଇ ସ୍ମୃତି

ସମ୍ମାନ ସମୟ ରେ ତାଙ୍କ ପରିବାର ସଦସ୍ୟ ପୁତ୍ର ବିନୋଦ ବିହାରୀ ଭୋଇ ପୁତ୍ରବଧୂ ଶ୍ରୀମତୀ ବାନ୍ଧବୀ ଭୋଇ, ନାତି ଭବାନୀ ଶଙ୍କର ଭୋଇ, ନାତିବୋହୁ ଶ୍ରୀମତୀ ଗୋପେଶ୍ବରୀ ଭୋଇ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଗ୍ରାମର ତଥା ଆଖ ପାଖ ଗାଁର ଶତାଧିକ ଦର୍ଶକ ଉପଭୋଗ କରିଥିଲେ। ଶ୍ରୀ ପ୍ରେମାନନ୍ଦ ପଟେଲ ପରିଶେଷରେ ରେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like