-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ପିଆରହାଇସ୍କୁଲ ଇଣ୍ଡୋର ଷ୍ଟାଡିୟମକୁ କ୍ରୀଡାମନ୍ତ୍ରୀଙ୍କ ପରିଦର୍ଶନ: ଇଣ୍ଡୋରଷ୍ଟାଡିୟମର ସାମଗ୍ରୀକ ବିକାଶ ସହ ବେଡମିଣ୍ଟନ ଇଷ୍ଟଜୋନ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତାବ

14-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ସୋମବାର ଦିନ ରାଜ୍ୟ ଉଚ୍ଚଶିକ୍ଷା, ଭାଷା,ସାହିତ୍ୟ,ସଂସ୍କୃତି, କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଲାଙ୍ଗୀର ପିଆର ହାଇସ୍କୁଲ ଇଣ୍ଡୋର ବେଡମିଣ୍ଟନ ଷ୍ଟାଡିୟମକୁ ପରିଦର୍ଶନ କରିଛନ୍ତି ।

ସକାଳ ୧୦ଟା ସମୟରେ ସେ ସର୍କିଟ ହାଉସରୁ ବାହାରି ପ୍ରଥମେ ସମଲେଶ୍ୱରୀ ମନ୍ଦିର ଓ ପାଟଣେଶ୍ୱରୀ ମନ୍ଦିର ଦର୍ଶନକରି ଗାନ୍ଧୀନଗରପଡାଠାରେ ଥିବା ଇଣ୍ଡୋର ଷ୍ଟାଡିୟମରେ ପହଞ୍ଚିଥିଲେ । ସେଠାରେ ଜିଲ୍ଲା ବେଡମିଣ୍ଟନ ଏସୋସିଏନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । ଷ୍ଟାଡିୟମରେ ମନ୍ତ୍ରୀଙ୍କ ସହିତ ଜିଲ୍ଲା ବେଡିମିଣ୍ଟନ ଏସୋସିଏସନ କର୍ମକର୍ତ୍ତା ଷ୍ଟାଡିୟମର ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିଥିଲେ । ଗତ ୨୦୨୨ ମସିହାରେ ଗେଲସହାୟତାରେ ନିର୍ମିତ ଏହି ଇଣ୍ଡୋର ଷ୍ଟାଡିୟମକୁ ତତକାଳିନ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଥିଲେ । ଏହା ପରେ ପ୍ରଶାସନର ସହାୟତାରେ ପିଆର ହାଇସ୍କୁଲ ପକ୍ଷରୁ ଏହାର ପାରିଚାଳନା କରାଯାଇ ଆସୁଛି । ତେବେ ଗେଲ କମ୍ପାନୀ ଷ୍ଟାଡିୟମରେ ସୋଲାରପ୍ଲେଟ ବସାଇଥିଲେ ହେଁ ପରେ ତାହାର ବ୍ୟାଟେରୀ ତଥା ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ନକରିବାରୁ ଏପର୍ଯ୍ୟନ୍ତ ସୋଲାର ଲାଇଟ ଲାଗିପାରୁନଥିବା ବିଷୟରେ ମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା । ଏହା ବାଦ ଏହି କ୍ୟାମ୍ପସରେ ଏକ ସ୍ୱିମିଂପୁଲ, ଜିମ, ହଷ୍ଟେଲ, ରନ୍ଧାଘର ଇତ୍ୟାଦି ନିର୍ମାଣ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ଏହି ସମସ୍ୟାଗୁଡିକର ସମାଧାନ କରିବା, କ୍ରୀଡାବିଭାଗ ପକ୍ଷରୁ ଅଧିକ ଷ୍ଟାଫ ଦିଆଯିବା ତଥା ଆହୁରି ଭିତ୍ତିଭୂମୀ ନିର୍ମାଣ କରି ଆଗକୁ ଇଷ୍ଟଜୋନ ଟୁର୍ଣ୍ଣାମେଣ୍ଟ ପାଇଁ ସହଯୋଗ କରିବେ ବୋଲି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ପ୍ରତିଶୃତି ଦେଇଥିଲେ। ଆଜି ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଜିଲ୍ଲା ବେଡମିଣ୍ଟନ ଏସୋସିଏସନର ସୁରୁଲାଲ ମଟାରୀ, ମାନସ ମହାନ୍ତି, ଘନଶ୍ୟାମ ମିଶ୍ର, ଅନନ୍ତ ବେହେରା, କହ୍ନେ୍ଲୟା ଲାଲ, ରୋଶନ ଜୈନ, ସୁରେନ୍ଦ୍ର ନେପାଳ, ଆଦିତ୍ୟ ମହାପାତ୍ର ,ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ସମସ୍ୟା ବିଷୟରେ ଅବଗତ କରିଥିଲେ । ଠିକ ସେହିପରି ମନ୍ତ୍ରୀଙ୍କ ସହ ବିଜେପିର ଜିଲ୍ଲାସଭାପତି ଶିବାଜୀ ମହାନ୍ତି, ବରିଷ୍ଠନେତା ଗୋପାଳଜୀ ପାଣିଗ୍ରାହୀ, ଯୁବମୋର୍ଚ୍ଚା ସଭାପତି ଅମରଜିତ ପଟେଲ,ପ୍ରମୋଦ ସାହୁ, ସୁରେନ୍ଦ୍ର ପଣ୍ଡା ପ୍ରମୁଖଙ୍କ ସହ ଶତାଧିକ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like