-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

କୁଶଙ୍ଗ ରେ ମକର ମିଳନ ଉତ୍ସବ ପାଳିତ

14-Jan-2025



ଲୋଇସିଂହା, (ବିନୋଦ ଦୀପ) ମଙ୍ଗଳବାର ମାଁ ଉଗ୍ରତାର ସାଂସ୍କୃତିକ କଳାକାର ସଂଘ କୁଶଙ୍ଗ ଆନୁକୂଲ୍ୟରେ ମକରମିଳନ ଉତ୍ସବ ସ୍ଥାନୀୟ କଳାକାର ସଂଘ କାର୍ଯ୍ୟାଳୟ ପ୍ରାଙ୍ଗଣ ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଅନୁଷ୍ଠିତ ସଭା ଅବସର ରେ ବରିଷ୍ଠ କଳାକାର କରୁଣାକର ବାଗ, ସଭାପତି ମାଁ ଉଗ୍ରତାରା ସାଂସ୍କୃତିକ କଳାକାର ସଂଘ କୁଶଙ୍ଗ ସଭାପତିତ୍ୱ କରିଥିଲେ l ମୁଖ୍ୟ ଅତିଥି ଭାବରେ ଲୋଇସିଂହା ବ୍ଲକ କଳାକାର ସଂଘ ର ସଭାପତି ଶ୍ରୀ ସରୋଜ ବିଶ୍ୱାଳ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସମାଜ ସେବୀ ଶ୍ରୀ ନିହାର ରଞ୍ଜନ ବେହେରା ଓ ଲୋଇସିଂହା ବ୍ଲକ କଳାକାର ସଂଘ ସମ୍ପାଦକ ସରୋଜ ମହାକୁର, ମୁଖ୍ୟ ବକ୍ତାଭାବେ ଶ୍ରୀ ଦୂତିଆ ଦେହେରି, ଆବାହକ ଶ୍ରୀ ଗୋଲକ ବିହାରୀ ପଟେଲ ଉପସ୍ଥିତ ଥିଲେ l ସଭା କୁ ସଂଯୋଜନା କରିଥିଲେ ପ୍ରେମାନନ୍ଦ ପଟେଲ l ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ସ୍ବର୍ଗତ ସଂଗୀତ ଗୁରୁ ଦାମ୍ବୋଦର ଭୋଇ ସ୍ମୃତି ସମ୍ମାନ ବରିଷ୍ଠ କଳାକାର ସାଧୁ ଚରଣ ବିଶି ଙ୍କୁ ପ୍ରଦାନ କରାଯାଇଥିଲା l ଉକ୍ତ ଉତ୍ସବ ରେ କଳାକାର ମାନେ ବିଭିନ୍ନ ଲୋକକଳା ଓ ଲୋକଵାଦ୍ୟ, ଲୋକନୃତ୍ୟ ଉପରେ ଆଧାରିତ ଦାସକାଠିଆ, କରମା, ସମ୍ପ୍ରଦା, ହୁମୋ, ହଲିଆ ଗୀତ, ସମ୍ବଲପୁରୀ ନୃତ୍ୟ ଆଦି ପରିବେଷଣ କରିଥିଲେ l ଏହି କାର୍ଯ୍ୟକ୍ରମ କୁ ସଂଗଠନ ର କର୍ମକର୍ତା ସୁବଳ ଖଟୁଆ, ଗୋପାଳ ହୋତା, ଉଦ୍ଧବ ସା, ଲୋକନାଥ ପଟେଲ, ରବୀନ୍ଦ୍ର ଚନ୍ଦ୍ର ସାହୁ,ଦାଶରଥି ଦାସ, ଉଦ୍ଧବ ବେହେରା ସମେତ ସମସ୍ତ କର୍ମକର୍ତା ସହଯୋଗ କରିଥିଲେ। ସ୍ବର୍ଗତ ସଂଗୀତ ଗୁରୁ ଦାମୋଦର ଭୋଇ ସ୍ମୃତି ସମ୍ମାନ ସମୟ ରେ ତାଙ୍କ ପରିବାର ସଦସ୍ୟ - ପୁତ୍ର ଶ୍ରୀ ବିନୋଦ ବିହାରୀ ଭୋଇ ପୁତ୍ରବଧୂ ଶ୍ରୀମତୀ ବାନ୍ଧବୀ ଭୋଇ, ନାତି ଶ୍ରୀ ଭବାନୀ ଶଙ୍କର ଭୋଇ, ନାତିବୋହୁ ଶ୍ରୀମତୀ ଗୋପେଶ୍ବରୀ ଭୋଇ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମ କୁ ଗ୍ରାମର ତଥା ଆଖ ପାଖ ଗାଁ ର ଶତାଧିକ ଦର୍ଶକ ଉପଭୋଗ କରିଥିଲେ l ଶ୍ରୀ ପ୍ରେମାନନ୍ଦ ପଟେଲ ପରିଶେଷରେ ରେ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like