-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଅବସରରେ ଜୁନିଅର ରେଡକ୍ରସ ସଂସ୍ଥା ର ସାମାଜିକ ସେବା ଶିବିର ଉଦଯାପିତ

14-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)- ତା ୦୩/୦୧/୨୦୨୫ ରୁ ୧୩/୦୧/୨୦୨୫ ରିଖ ପର୍ଯ୍ୟନ୍ତ ଏଗାର ଦିନ ଧରି ଚାଲିଥିବା ୭୭ତମ ବିଶ୍ବ ପ୍ରସିଦ୍ଧ ଖୋଲା ରଙ୍ଗମଞ୍ଚର ବରଗଡ଼ ଧନୁଯାତ୍ରା ମହୋତ୍ସବ ଅବସରରେ ଭାରତୀୟ ରେଡକ୍ରସ ସଂସ୍ଥା, ଓଡ଼ିଶା ରାଜ୍ୟ ଶାଖା, ଭୁବନେଶ୍ୱର ତଥା ଜିଲ୍ଲା ଶିକ୍ଷlଧିକାରୀ, ବରଗଡ ଏବଂ ଜିଲ୍ଲା ଜୁନିଅର୍ ରେଡକ୍ରସ ସଂସ୍ଥାର ମିଳିତ ଆନୁକୁଲ୍ୟରେ ଏକ ସାମାଜିକ ସେବା ଶିବିରର ଆୟୋଜନ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ, ଖଜୁରଟିକିରା ଠାରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ଶିକ୍ଷlଧିକାରୀ ଶ୍ରୀଯୁକ୍ତ ରାଧାକାନ୍ତ ଛତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଶିବିରରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଜ୍ୟୋତିକlନ୍ତ ସାହୁ, ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ସୁରେନ୍ଦ୍ର କୁମାର ସାହୁ, ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀଯୁକ୍ତ ସୁଦୀପ୍ତ କୁମାର ନାୟକ, ଶ୍ରୀଯୁକ୍ତ ରଶ୍ମି ରଞ୍ଜନ ରାଉତରାୟ ଯୋଗଦେଇ ଶିବିରକୁ ଉଦ୍ଘାଟନ କରିବା ସଙ୍ଗେ ସଙ୍ଗେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କୁ ଜଳ, ଓ ଆର୍ ଏସ୍ ଜଳ, ଗରମ ଜଳ ତଥା ଗ୍ଲୁକୋଜ ଜଳ ବଣ୍ଟନ କରିଥିଲେ। ଜିଲ୍ଲା ଜୁନିଅର୍ ରେଡକ୍ରସ ଅଫିସର ତଥା ଶିବିର ପରିଚାଳକ ଶ୍ରୀଯୁକ୍ତ ହେମନ୍ତ କୁମାର ସାମଲ ଙ୍କୁ ପୂର୍ଣ୍ଣ ମାତ୍ରାରେ ସହଯୋଗ କରିଥିଲେ ଜିଲ୍ଲା ଜୁନିଅର୍ ରେଡକ୍ରସ ସାଧନ କର୍ମୀ ଶ୍ରୀଯୁକ୍ତ ଧର୍ମରାଜ ପ୍ରଧାନ,ଶ୍ରୀଯୁକ୍ତ ମନୋଜ ସାହୁ, ଶ୍ରୀଯୁକ୍ତ ଦ୍ଵାଦଶ ପଧlନ,  ମନୋହର ଦାସ, ସେବବିନିମୟ ଯୁକ୍ତା ବାରିକ, ଶୁଭଶ୍ରୀ ଭୋଇ, ଡିଲେଶ୍ୱର ସାହୁ,ମହେନ୍ଦ୍ର ଆଚାର୍ଯ୍ୟ, କୃଷ୍ଣ ଚନ୍ଦ୍ର ନାୟକ, ଦାମୋଦର ମହାପାତ୍ର, ,ଝରଣା ଦାସ, ପ୍ରଦୀପ ପ୍ରଧାନ, ବିଶ୍ବମ୍ବର ପଧlନ, ଜ୍ୟୋସ୍ନାମୟୀ ସ୍ୱାଇଁ, ଜ୍ୟୋସ୍ନା ମହାନନ୍ଦ, ହେମଚନ୍ଦ୍ର ଭୋଇ,ଦେବରାଜ ପଧlନ, ଲୋପାମୁଦ୍ରା ସାହୁ,ସବିତା ପାଣିଗ୍ରାହୀ, ଅଶୋକ ନାରଙ୍ଗ ତଥା ଜେନିଥ ଲାୟନ୍ ଗୁରୁକୁଳ ଓ ସ୍ଥାନୀୟ ବିଦ୍ୟାଳୟର ଜୁନିଅର୍ ମାନେ ସହଯୋଗ କରି ଶିବିରକୁ ସଫଳତାର ସହ ସମ୍ପୂର୍ଣ୍ଣ କରିବା ସହ ଧନୁଯାତ୍ରା କର୍ମକର୍ତ୍ତା ଓ ପ୍ରଶାସନ ନିକଟରୁ ଭୂୟସୀ ପ୍ରଶଂସା ସାଉଁଟି ବାରେ ସକ୍ଷମ ହୋଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like