-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

କୁଲତା ଯୁବ ଶକ୍ତି ଓଡିଶା ସଂଗଠନର ରାଜ୍ୟକମିଟିର ପୁନଃଗଠନ

14-Jan-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ସହର ସ୍ଥିତ ତୋଷାଳୀ ମହିଳା କଲେଜ ଠାରେ  କୁଲତା ଯୁବ ଶକ୍ତି ଓଡିଶା ସଂଗଠନର ରାଜ୍ୟକମିଟିର ପୁନଃଗଠନ  ହୋଇଯାଇଛି l ବିଭିନ୍ନ ସମୟରେ ନିଶୁକ୍ଳ ଶିକ୍ଷାଦାନ , ମେଡିକାଲ ସହାୟତା , ରକ୍ତଦାନ, ଅର୍ନ୍ନ ଓ ବସ୍ତ୍ର ବଣ୍ଟନ, ମହିଳା ସଶକ୍ତିକରଣ, ନିଶାମୁକ୍ତି ଅଭିଯାନ, ତଥା ଦକ୍ଷତା ବିକାଶ କାର୍ଯ୍ୟକ୍ରମ ମାନ କରି ଆସୁଛି l କରୋନା ମହାମାରୀ ସମୟରେ ଅନଲାଇନ ରେ ନିଶୁକ୍ଳ ଶିକ୍ଷା ଦାନ କରି ଏହି ସଂଗଠନ ବିଭିନ୍ନ ସ୍ଥାନରେ ଉଚ୍ଚ ପ୍ରଶଂସିତ ହୋଇଛି l କୁଲତା ଯୁବ ଶକ୍ତି ଓଡିଶା ସଂଗଠନର ଅବଧି ଶେଷ ହୋଇଥିବାରୁ ପ୍ରେମାନନ୍ଦ ସାହୁଙ୍କ ନେତୃତ୍ୱରେ ଏହାର ପୁନଃଗଠନ  କରାଯାଇ ଥିଲା l ଏହି କ୍ରମରେ ରାଜ୍ୟ ସଭାପତି ଭାବରେ ଉମେଶ ଚନ୍ଦ୍ର ପଧାନ, ବଲାଙ୍ଗୀର ଜିଲ୍ଲା ପୁନର୍ବାର ମନୋନୀତ ହୋଇଥିବା ବେଳେ ସାଧାରଣ ସମ୍ପାଦକ ଭାବରେ ହରିଶ ଚନ୍ଦ୍ର ନାଏକ ମନୋନୀତ ହୋଇଛନ୍ତି l ବିଭିନ୍ନ ଜିଲ୍ଲାରୁ ସଦସ୍ୟମାନେ ଏହି କମିଟି ରେ ଯଥାକ୍ରମେ ବିଭିନ୍ନ ଦାୟିତ୍ୱ ନେଇଛନ୍ତି l ଉପସଭାପତି ଭାବରେ ବ୍ରଜେନ୍ଦ୍ର ପଧାନ, ସୁନ୍ଦରଗଡ଼, ସୁସ୍ମିତା ସାହୁ, ବରଗଡ, ସମ୍ପାଦକ ଗୌରାଙ୍ଗ ସାହୁ, ସମ୍ବଲପୁର, ସହ ସମ୍ପାଦିକା ପଦ୍ମିନୀ ନାୟକ, କଳାହାଣ୍ଡି, ସଂଗଠନ ସମ୍ପାଦକ ପ୍ରେମାନନ୍ଦ ସାହୁ, ସହ ସଂଗଠନ ସମ୍ପାଦକ ଟିକେଲାଲ ସାହୁ, ପ୍ରଶାନ୍ତ ଭୋଇ ରହିଥିବା ବେଳେ କୋଷାଧକ୍ଷ ଭାବରେ ନରୋତ୍ତମ ଭୋଇ  ମନୋନୀତ  ହୋଇଛନ୍ତି l ଏହି କମିଟି ରେ ଶିକ୍ଷା, ସ୍ୱାସ୍ଥ୍ୟ,ନିଶାମୁକ୍ତି, ମହିଳା ସଶକ୍ତିକରଣ ଆଦି ୧୦ ଟି ବିଭାଗ କରି ବିଭିନ୍ନ ଜିଲ୍ଲା ର ସଦସ୍ୟମାନଙ୍କୁ ଏହାର ସଂଯୋଜକ ଭାବରେ ମନୋନୀତ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like