-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

୩୬ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରୀକ୍ ଫେଷ୍ଟ ପାଇଁ ପ୍ରସ୍ତୁତି*

14-Jan-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ଆସନ୍ତା ଜାନୁଆରୀ ୧୯ ତାରିଖ ରେ ସୋନପୁର  ଗାନ୍ଧି ଷ୍ଟାଡିୟମ୍ ଠାରେ ଆୟୋଜିତ ହୋଇଥିବା ୩୬ ତମ ସର୍ବ ଭାରତୀୟ ଲାଲ୍ମନି କ୍ରିକ୍ ଫେଷ୍ଟ୍ ୨୦୨୫  ପାଇଁ  ପ୍ରସ୍ତୁତି  ଜୋର ଦାର ଚାଲିଛି l ଏଥିପାଇଁ ପଡ଼ିଆ ର ପିଚ୍ ତିଆରି, ଷ୍ଟେଜ ଓ ପଡ଼ିଆ ର ଷ୍ଟେଜ ସାଜ ସଜ୍ଜା ସହ ପଡ଼ିଆ ଚାରି ପଟେ ବ୍ୟlରିକେଟ  ତିଆରି ହେଉଛି l ପିଚ୍ ନିର୍ମାଣ କାର୍ଯ୍ୟ କୁ ପିଚ୍ କ୍ୟୁରୋ ଟର୍ ବି ସୁଦର୍ଶନ ପାତ୍ର ତଦାରଖ କରୁଥିବା ଜଣା ଯାଇଥିବା ବେଳେ କ୍ରିକେଟ୍ ମ୍ୟାଚ୍ ପାଇଁ ଜିଲ୍ଲା କ୍ରିକେଟ୍ ଟିମ୍ ର ଖେଳ ଅଭ୍ୟାସ ମଧ୍ୟ ଜାରି ରହିଥିବା ସୂଚନା ମିଳିଛି l କ୍ରିକେଟ ର ଉଦଘାଟନୀ ଓ ଉଦଯାପନୀ ସମାରୋହରେ ଅନେକ ଆନ୍ତର୍ଜାତୀୟ କ୍ରିକେଟ ଖେଳାଳୀ, ସିନେ ଅଭିନେତା,ଅଭିନେତ୍ରୀ ସହିତ  ଜିଲ୍ଲା ତଥା ରାଜ୍ୟ ର ଅନେକ ରାଜନେତା ପ୍ରଶାସକ ଅତିଥି ଭାବରେ ଯୋଗ ଦେବା ପାଇଁ ସ୍ଵୀକୃତି ଦେଇଥିବା ବିଷୟ ଜିଲ୍ଲା କ୍ରିକେଟ ସଂଘ ସଭାପତି ଶ୍ରୀ ରାମ ଶଙ୍କର ସାହୁ, ସଂପାଦକ ପ୍ରଦୀପ କୁମାର ସେଠୀ, ବରିଷ୍ଠ ସଭ୍ୟ ଶ୍ୟାସୁନ୍ଦର  ପାତ୍ର, ବି ସତ୍ୟ ନାରାୟଣ ରାଓ ପ୍ରକାଶ କରିଛନ୍ତି l ପ୍ରକାଶ ଥାଉ କି ଯେ ବିଗତ ବର୍ଷ ମାନଙ୍କରେ ଏହି ଲାଲମନି କ୍ରିକେଟ୍ କୁ ଭାରତୀୟ କ୍ରିକେଟ ଦଳ ର ଭେଟେରାନ୍ ଖେଳାଳି ମଦନ ଲାଲ୍ ଓ ଷ୍ଟାର ଖେଳାଳୀ ଇସନ୍ କିଶାନ, ହରବିନ୍ଦିର ସିଂ, ଦେବାଶିଷ ମହାନ୍ତି ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ଙ୍କ ଅନେକ ରଣଜୀ ଟ୍ରଫି ଖେଳାଳି ମଧ୍ୟ ଏଠାରେ ଖେଳାଳି ଭାବେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like