-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପ୍ରଶ୍ନପତ୍ର ଲିକ ଘଟଣା,  କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବହିଷ୍କାର ଦାବି କଲା ଆମ ଆଦମି ପାର୍ଟି   (15-May-2026)       ||      ବଲାଙ୍ଗିର ନାଗରିକ କମିଟୀର ବର୍ଦ୍ଧିତ କାର୍ଯ୍ୟକାରୀ ସଭା   (15-May-2026)       ||      ନିଟ ପ୍ରଶ୍ନ ପତ୍ର ଲିକ ବିରୁଦ୍ଧରେ ଏଆଇଡ଼ିଏସଓ ର ବିକ୍ଷୋଭ   (15-May-2026)       ||      ଫ୍ଲୋରାଇଡ୍ ସମସ୍ୟାରୁ ମୁକ୍ତି ପାଇଲେ ସେମେଲଗୁଡ଼ିଆ ଗାଁ ଲୋକେ   (15-May-2026)       ||      ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   (15-May-2026)       ||      ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   (15-May-2026)       ||      ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||     

HOME   ରାଜ୍ୟ

ନକଲି ମିକ୍ସଚର ଫ୍ୟାକ୍ଟ୍ରି ଓ ତେଲ ଗୋଦାମ ଉପରେ ଚଢାଉ : ବିନା ଲାଇସେନ୍ସରେ ଚାଲିଥିଲା ମିକ୍ସଚର୍ ଫ୍ୟାକ୍ଟ୍ରି!

12-Jan-2021



କଣ୍ଟାବାଞ୍ଜି, (ପ୍ରେରଣା ଖବର ବ୍ୟୁରୋ) :କଂଟାବାଞ୍ଜି ସହରର ବିଭିନ୍ନ ମିକ୍ସଚର୍ ଫ୍ୟାକ୍ଟ୍ରି ଓ ତେଲ ମିଲ୍ ଉପରେ ଚଢାଉ କରିଛି ବଲାଙ୍ଗିର ପୋଲିସ । ଜିଲ୍ଲା ଖାଉଟି ସୁରକ୍ଷା ଅଧିକାରୀ, ଓଜନ ମାପଦଣ୍ଡ ବିଭାଗ ପକ୍ଷରୁ ମିଳିତ ଭାବେ ଏହି ଚଢାଉ କରାଯାଇଛି । ବିକାଶ ଜୈନ ନାମକ ଜନୈକ ବ୍ୟକ୍ତି ବିନା ଲାଇସେନ୍ସରେ ମିକ୍ସଚର୍ ଫ୍ୟାକ୍ଟ୍ରି ପରିଚାଳନା କରୁଥିବା ଜଣାପଡିଛି । ସେହିପରି ଚଟୁଅନକା ଲକ୍ଷ୍ମୀଷ୍ଟୋରରେ ଚଢାଉ ବେଳେ ଏଠାରେ ନକଲି ତେଲ ମହଜୁଦ୍ ଥିବା ଜଣାପଡିଛି ।ଗୋଦାମ ମାଲିକ ଗୋଟିଏ ବ୍ରାଣ୍ଡ ପାଇଁ ଲାଇସନ୍ସ ପାଇଁ ୪ ରୁ ୫ଟି କମ୍ପାନୀ ନାଁରେ ଲେବଲ୍ ବ୍ୟବହାର କରି ବାହାରୁ ନକଲି ତେଲ ଆଣି ଅସଲି ନାଁରେ ବ୍ୟବସାୟ କରୁଥିବା ଘଟଣା ସାମ୍ନାକୁ ଆସିଛି । ସମାନ ଘଟଣା ଦେଖିବାକୁ ମିଳିଥିଲା ଭାରତ ସେଲକ୍ ଗୋଦାମରେ । ଏଠାରେ ମଧ୍ୟ ବେଆଇନ୍ ଭାବେ ନକଲି ବ୍ରାଣ୍ଡ ସାମଗ୍ରୀ ପ୍ରସ୍ତୁତ ହୋଇ ବିକ୍ରି କରୁଥିବା ଦେଖିବାକୁ ମିଳିଥିବା ଖାଦ୍ୟ ନୀରିକ୍ଷଣ ଅଧିକାରୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ ଘଟଣା,  କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବହିଷ୍କାର ଦାବି କଲା ଆମ ଆଦମି ପାର୍ଟି   15-May-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀର ବର୍ଦ୍ଧିତ କାର୍ଯ୍ୟକାରୀ ସଭା   15-May-2026
  ରାଜ୍ୟ  
ନିଟ ପ୍ରଶ୍ନ ପତ୍ର ଲିକ ବିରୁଦ୍ଧରେ ଏଆଇଡ଼ିଏସଓ ର ବିକ୍ଷୋଭ   15-May-2026
  ଜିଲ୍ଲା  
ଫ୍ଲୋରାଇଡ୍ ସମସ୍ୟାରୁ ମୁକ୍ତି ପାଇଲେ ସେମେଲଗୁଡ଼ିଆ ଗାଁ ଲୋକେ   15-May-2026
  ଜିଲ୍ଲା  
ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   15-May-2026
  ଜିଲ୍ଲା  
ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   15-May-2026
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026

You Might Also Like