-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||     

HOME   ଜିଲ୍ଲା

ଦନ୍ତାହାତୀ ଆକ୍ରମଣରେ ଯୁବକ ଗୁରୁତର, ଘଟଣା ସ୍ଥଳରେ ଉତ୍ତେଜନା,,,,,, - ସହାୟତା ପାଇଁ ବନ ଅଧିକାରୀଙ୍କୁ ଅଟକ

14-Jan-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ଥାନା  ପିତାମହୁଲ ପଞ୍ଚାୟତ ଅନ୍ତର୍ଗତ ମହୁବୁରି ଜଙ୍ଗଲ ନିକଟରେ ମଙ୍ଗଳବାର ସକାଳୁ ଦନ୍ତାହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ସକାଳୁ  ପିତାମହୁଲ ଗ୍ରାମର ଭରଦ୍ଵାଜ ମହାକୁର (୫୦)   ଗାଁ ପାଖ ଜଙ୍ଗଲ କୁ ଛେଳି ଚରାଇ ଯାଇଥିବା ସମୟରେ  ଜଙ୍ଗଲୀ ହାତୀ ଆକ୍ରମଣ ରେ ଶିକାର ହୋଇ ଗୁରୁତର ଅବସ୍ଥାରେ ପଡିରହିଥିଲେ। ସ୍ଥାନୀୟ ଲୋକେ ଖବର ପାଇ ବନ କର୍ମଚାରୀ ଙ୍କୁ ଖବର ଦେଇଥିଲେ।‌ ଘଟଣା ସ୍ଥଳରେ ପରିବାର ଲୋକେ ପହଞ୍ଚି ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବୈ।ଦ୍ଧ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।  ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବିଲମ୍ବରେ ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚିବା ଯୋଗୁଁ ତାଙ୍କୁ ଗ୍ରାମବାସୀ ମାନେ ଅଟକ ରଖି ସହାୟତା ପାଇଁ ଦାବି କରିଥିଲେ। ଘଟଣା ସ୍ଥଳରେ ଉତ୍ତେଜନା ହେବାର ସ୍ଥାନୀୟ ପୁଲିସ ପହଞ୍ଚି ବୁଝାସୁଝା କରିଥିଲା। ଏ ଖବର ପାଇ ପରବର୍ତୀ ସମୟରେ ବନ ସଂରକ୍ଷକ ଅବିନାଶ ବେରିହା ଘଟଣା ସ୍ଥଳରେ ପହଞ୍ଚି ଲୋକମାନଙ୍କ ସହିତ ଆଲୋଚନା କରିବା ସହ ଚିକିତ୍ସା ଖର୍ଚ୍ଚ ଓ ଅନୁକମ୍ପା ରାଶି ପ୍ରଦାନ ପାଇଁ ପ୍ରତିଶୃତି ଦେବା ପରେ ଘଟଣା ସ୍ଥଳରୁ ବନ କର୍ମଚାରୀ ଙ୍କୁ ଛଡା ଯାଇ ଥିବା ଜଣାଯାଇଛି। ଉକ୍ତ ଯୁବକ ଜଣକ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026

You Might Also Like