-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

ଶେଷ ପର୍ଯ୍ୟାୟରେ ତୁରେକେଲା ପୋଲିସ ଦ୍ବାରା ଦାଦନ ଶ୍ରମିକ ଉଦ୍ଧାର

14-Jan-2025



(ପୁର୍ଣ୍ଣ ଶଶୀ ଶେଖର ରାଓ) ଦାଦନ ପ୍ରବଣ ବଲାଙ୍ଗୀର ଜିଲ୍ଲାର ଏବେ ଦାଦନ ଋତୁ ର ଶେଷ ପର୍ଯ୍ୟାୟ ଚାଲିଛି। ପୌଷ ପୂର୍ଣ୍ଣିମା ଉତ୍ସବ ପାଳନ କରି ନିଜ ପେଟପାଟଣା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟ କୁ ଦାଦନ ଶ୍ରମିକ ଜୋର୍ ସୋର୍ ରେ ଯାଉଛନ୍ତି। ପଞ୍ଜିକୃତ ଶ୍ରମିକ ଙ୍କ ସଂଖ୍ୟା କମ୍ ଥିବାବେଳେ ସର୍ବାଧିକ ଅଣ ପଞ୍ଜିକୃତ ହୋଇ ଚାଲାଣ କରାଯାଉଥିବା ଦେଖିବାକୁ ମିଳୁଛି। ସମଗ୍ର ଜିଲ୍ଲାରେ ଦାଦନ ଶ୍ରମିକ ନିର୍ଯାତନା ଓ ମୃତ୍ୟୁ ମାମଲା ବଢୁଥିବା ସତ୍ତ୍ୱେ ଲୋକେ ଦାଦନ ଯିବାକୁ ପଛାଉନାହାନ୍ତି କାରଣ ଏଠାରେ କୌଣସି କାରଖାନା ର ସୁବିଧା ନାହିଁ। ବେଆଇନ ଦାଦନ ଶ୍ରମିକ ଚାଲାଣ ରୋକିବାକୁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି ସତ କିନ୍ତୁ ପ୍ରଶାସନିକ ଅଧିକାରୀ ଙ୍କ ଉଦାସୀନତା ଯୋଗୁଁ ତାହାର ସୁଫଳ ହେଉନାହିଁ। ବେଆଇନ ଦାଦନ ଶ୍ରମିକ ଉଦ୍ଧାର ଉପରେ ପୋଲିସ ର ମୁଖ୍ୟ ଭୂମିକା ରହୁଥିବା ବେଳେ ବିଭିନ୍ନ ସ୍ଥାନରେ ପୋଲିସ ବାବୁମାନେ ସର୍ଦ୍ଦାର ପୀରତି ରେ ଭାସୁଥିବା ନଜିର ଆସିଛି। ହେଲେ କିଛି ଥାନା ଅଧିକାରୀ ଦାଦନ ଶ୍ରମିକ ଉଦ୍ଧାର ମିଶନ କୁ ସଫଳ ରୂପାୟନ ଦେବାକୁ ଚେଷ୍ଟା କରୁଛନ୍ତି। ପ୍ରଥମ ସ୍ଥାନ ରେ ତୁରେକେଲା ଥାନା ଅଧିକାରୀ ରମାକାନ୍ତ ସାହୁ ରହିଛନ୍ତି। ଦ୍ବିତୀୟ ସ୍ଥାନରେ ବେଲପଡା ଥାନା ଅଧିକାରୀ ଅନନ୍ତ ପ୍ରଧାନ ରହିଥିବା ବେଳେ ତୃତୀୟ ରେ ଖପ୍ରାଖୋଲ ଥାନା ଅଧିକାରୀ ନରେନ୍ଦ୍ର ଛତର ରହିଛନ୍ତି। ଶେଷ ପର୍ଯ୍ୟାୟରେ ଖପ୍ରାଖୋଲ ପୋଲିସ ଦୁଇ ଥର ଦାଦନ ଉଦ୍ଧାର କରିବାରେ ସକ୍ଷମ ହୋଇଥିବା ବେଳେ ଗତକାଲି ତୁରେକେଲା ପୋଲିସ ଦାଦନ ଶ୍ରମିକ ଉଦ୍ଧାର କରିଛନ୍ତି। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ମହୁଳବାହାଲି ଗାଁ ର ସର୍ଦ୍ଦାର ଜଗଦିଶ ମାଝୀ (୨୮) ବଲାଙ୍ଗିର ସଦର ଥାନାଅଞ୍ଚଳ ଉପର ଉଡାର ରୁ ୬ ଜଣ ଦାଦନ ଶ୍ରମିକ ଓ ୩ ଜଣ ଶିଶୁ ଶ୍ରମିକ ଆଣି ବେଆଇନ ଭାବେ ହାଇଦ୍ରାବାଦ ଚାଲାଣ କରୁଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ତୁରେକେଲା ପୋଲିସ ପହଞ୍ଚି ଦାଦନ ଶ୍ରମିକ ଉଦ୍ଧାର କରିଥିବା ବେଳେ ସର୍ଦ୍ଦାର ଜଗଦୀଶ କୁଆଡେ ଫେରାର ମାରିଥିବା ଜଣାପଡ଼ିଛି। ସର୍ଦ୍ଦାର ଜଗଦୀଶ ଙ୍କ ନାଁ ରେ ତୁରେକେଲା ଥାନା କେଶ୍ ନମ୍ବର ୭ ତା.୧୩.୧.୨୫ ରେ ବିଭିନ୍ନ ମାମଲା ରୁଜୁ କରାଯାଇଥିବା ଏସ ଆଇ ଶେଷଦେବ ସେଠ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like