-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||     

HOME   ଜିଲ୍ଲା

ବୁଢ଼ୀପଦାର ଠାରେ କୁଲତା ସମାଜ ବାରଙ୍ଗପଳିଆ ପଧାନ ପରିବାର ଭାତୃମିଳନ ମହୋତ୍ସବ -2025 ମହାସମାରୋହରେ ପାଳିତ

14-Jan-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁଢ଼ୀପଦାର ଗ୍ରାମରେ କୁଲତା ସମାଜ ବାରଙ୍ଗପଳିଆ ପଧାନ ପରିବାର ଭାତୃମିଳନ ମହୋତ୍ସବ -2025 ମହାସମାରୋହରେ ପାଳିତ ହୋଇଯାଇଛି l ଉକ୍ତ ମହୋତ୍ସବ ରେ ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି, ବରଗଡ଼ ର ସମସ୍ତ ପଧାନ ପରିବାର ର ସଦସ୍ୟ ମାନେ ବହୁ ସଂଖ୍ୟାରେ ଯୋଗଦାନ କରିଥିଲେ l ଏହି ଉତ୍ସବ ରେ ସମାଜ ତଥା ଦେଶର ସେବାପାଇଁ ବିଶିଷ୍ଟ କ୍ଷେତ୍ରରେ ପ୍ରତିଭା ଓ ସୁନାମ ତଥା କୃତିତ୍ୱ ଅର୍ଜନ କରିଥିବା ପଧାନ ପରିବାର ସଦସ୍ୟ ସଦସ୍ୟା ମାନଙ୍କୁ ସମ୍ବର୍ଦ୍ଧନା ଦେବାସହ ମାନପତ୍ର ଦେଉ ସମ୍ମାନିତ କରାଗଲା l ଏହାସହ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ କରାଗଲା l କାର୍ଯ୍ୟକ୍ରମ କୁ ସାଫଲ୍ୟ କରିବା ପାଇଁ ଶ୍ରୀଯୁକ୍ତ ପର୍ଶୁ ପଧାନ ଙ୍କ ତତ୍ୱାବଧାନ ରେ ଶ୍ରୀଯୁକ୍ତ ଯୁଧିଷ୍ଠିର ପଧାନ, ବେଦପତି ପଧାନ, ଗଣେଶ ପଧାନ, ଆନନ୍ଦ ପଧାନ, ଗୁନସାଗର ପଧାନ, ଈଶ୍ୱର ପଧାନ, ସନ୍ତୋଷ ପଧାନ, ନାଥ ପଧାନ ପ୍ରହଲ୍ଲାଦ ପଧାନ, ଚକ୍ର ପଧାନ, ମନ ପଧାନ ସମେତ ବୁଢ଼ୀପଦାର ଗ୍ରାମର ବାରଙ୍ଗପଳିଆ ପଧାନ ପରିବାରର ସମସ୍ତ ସଦସ୍ୟ ସଦସ୍ୟା ମାନେ ପୁର୍ଣ ମାତ୍ରାରେ ସହଯୋଗ କରିଥିଲେ l ସେହିପରି ସୁବର୍ଣ୍ଣପୁର ଓ ବରଗଡ ଜିଲ୍ଲା ରୁ ଘନଶ୍ୟାମ ପଧାନ, ଉପମନ୍ୟୁ ପଧାନ, ଶିକ୍ଷାବିତ ସଦାନନ୍ଦ ପଧାନ, ଅନିରୁଦ୍ଧ ପଧାନ ପ୍ରମୁଖ ମହୋତ୍ସବ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026

You Might Also Like