-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||     

HOME   ଜିଲ୍ଲା

*ଅପରାଧର ଆଡ୍ଡାସ୍ଥଳ ପାଲଟିଛି ସୁବର୍ଣ୍ଣପୁର*- *ବନ୍ଧୁକ ମୂନରେ ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍*- *ଲୁଟେରା ଙ୍କୁ ତୁରନ୍ତ ଗିରଫ ପାଇଁ ସାମ୍ୱାଦିକ ଙ୍କ ଦାବୀ*-

15-Jan-2025



ସୋନପୁର,( ମନୋରଞ୍ଜନ ତ୍ରିପାଠୀ )
 ଦିନକୁ ଦିନ ସୁବର୍ଣ୍ଣପୁର ଜିଲ୍ଲାରେ ଅସାମାଜିକ କାର୍ଯ୍ୟକଳାପ ବଢି ବଢି ଚାଲିଛି । କେତେବେଳେ ମନ୍ଦିରରୁ ଚୋରି ତ କେତେବେଳେ ବିଚ୍ ବଜାରରେ ଲୁଟ୍ ହେଉଛି l ତେବେ ଆଜି ମଙ୍ଗଳବାର ସନ୍ଧ୍ୟାର ଘଟଣା ସାରା ଜିଲ୍ଲାରେ ଭୟର ବାତାବରଣ ଖେଳାଇ ଦେଇଛି । ମହାନଦୀର ଆରପାଖ ଧର୍ମଶାଳା ଛକରେ ଜନସେବା କେନ୍ଦ୍ର ଖୋଲିଥିବା ଲେହେଡି ନିବାସୀ ନୀଳାମ୍ବର ମହାପାତ୍ରଙ୍କ ଠାରୁ ବନ୍ଧୁକ ମୂନରେ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି । ସବୁଦିନ ଭଳି ସନ୍ଧ୍ୟା ସାଢେ ୬ଟାରେ ଜନସେବା କେନ୍ଦ୍ର ବନ୍ଦ କରି ଲେହେଡି ସ୍ଥିତ ନିଜ ଘରକୁ ନୀଳାମ୍ବର ଫେରୁଥିଲେ । ଏକ ଲାଲ ରଙ୍ଗର ରେସିଂ ବାଇକ୍‌ରେ ତିନି ଜଣ ଲୁଟେରା ଆସି ଅଧାବାଟରେ ଅତର୍କିତ ଭାବେ ଦୁର୍ବୁତ୍ତ ମାନେ ନୀଳାମ୍ବରଙ୍କୁ ଆକ୍ରମଣ କରିଥିଲେ । ନୀଳାମ୍ବର ଧରିଥିବା ଟଙ୍କା ବ୍ୟାଗକୁ ଜୋର ଜବରଦସ୍ତି ଛଡାଇବା ପାଇଁ ସେମାନେ ଉଦ୍ୟମ କରିଥିଲେ । ହେଲେ ସେ ଏହାର ପ୍ରତିରୋଧ କରିବାରୁ ଲୁଟେରା ମାନେ ବାରମ୍ବାର ନୀଳାମ୍ବରଙ୍କ ମୁଣ୍ଡକୁ ପିସ୍ତଲର ପଛପଟେ ଆକ୍ରମଣ କରିଥିଲେ । ନୀଳାମ୍ବର ଗୁରୁତର ଅବସ୍ଥା ରେ ସେଠାରେ ପଡି ଯିବାରୁ ଲୁଟେରା ମାନେ ଟଙ୍କା ବ୍ୟାଗ ଧରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଗୁରୁତର ଅବସ୍ଥାରେ ନୀଳାମ୍ବରଙ୍କୁ ଘଟଣାସ୍ଥଳରୁ କିଛି ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି ଓ ମୁଣ୍ଡରେ ୧୫  ରୁ ଉର୍ଦ୍ଧ୍ବ dଷ୍ଟିଚ୍ ପଡିଛି । ଏହା ଏକ ବ୍ୟାଙ୍କର ଜନସେବା କେନ୍ଦ୍ର ହୋଇଥିବାରୁ ଲୋକେ ଜମା ଦେଇଥିବା ଦେଢ ଲକ୍ଷ ଟଙ୍କା ବ୍ୟାଗରେ ଥିଲା ବୋଲି ନୀଳାମ୍ବର କହିଛନ୍ତି । ଅଭିଯୋଗ ପାଇ ହିକୁଡି ଫାଣ୍ଡି ପୁଲିସ୍ ତୁରନ୍ତ ଘଟଣାସ୍ଥଳରେ ଓ ମେଡିକାଲ୍ ରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି ।

ଘଟଣାସ୍ଥଳରୁ ଏକ ଜୀବନ୍ତ ଗୁଳି ଜବତ ହୋଇଛି । ଯାହାକି ନାଇନ୍ ଏମ ଏମ ର ଗୁଳି ବୋଲି ଅନୁମାନ କରାଯାଉଛି l ଏବଂ ଏମାନେ ପ୍ରଫେସନାଲ ଲୁଟେରା ବୋଲି ପୋଲିସ ଅନୁମାନ କରୁଛି lନୀଳାମ୍ବର ବରିଷ୍ଠ ତଥା ଆଗ ଧାଡି ର ସାମ୍ବାଦିକ ପୀତାମ୍ବର ମହାପାତ୍ରଙ୍କ ସାନଭାଇ ହୋଇଥିବାରୁ ଡାକ୍ତରଖାନାରେ ବହୁ ସାମ୍ବାଦିକ ଠୁଳ ହୋଇ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଲାଗି ଜିଲ୍ଲା ପୋଲିସ୍ କୁ ଦାବି କରିଛନ୍ତି । ପ୍ରକାଶ ଥାଉ କି ଯେ ଦୀର୍ଘ ବର୍ଷ ପୂର୍ବରୁ ଧର୍ମଶାଳା ଷ୍ଟେଟ ବ୍ୟାଙ୍କ ରୁ ମଧ୍ୟ ଏକ ବଡ ଧରଣ ର ଡକାୟତି ହୋଇଥିବା ଓ ଏଥିରେ ସମ୍ବଲପୁର ଓ ବିହାର ଅଞ୍ଚଳ ର ଲୁଟେରା ସାମିଲ୍ ଥିଲେ ବୋଲି ଜଣା ପଡିଥିଲା l ଘଟଣା ର ସୂଚନା ପାଇ ସ୍ଥାନୀୟ ବିଧାୟକ ରଘୁନାଥ ଜଗଡଳା ରାତିରେ ଆହତ ଙ୍କ ଘରକୁ ପହଂଚି ସ୍ବାସ୍ଥ୍ୟାବସ୍ଥା ବୁଝି ଥିବା ଜଣା ପଡ଼ିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026

You Might Also Like