-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ରାଜ୍ୟ

ଖୋର୍ଦ୍ଧା-ବଲାଙ୍ଗିର ରେଳପଥ ନିର୍ମାଣ ସ୍ଥିତି ପ୍ରଧାନମନ୍ତ୍ରୀଙ୍କ ଗସ୍ତର ୬ ବର୍ଷ ପରେ ମଧ୍ୟ ଭାଗ୍ୟ ବଦଳି ନାହିଁ: ହେମନ୍ତ ପଣ୍ଡା

15-Jan-2025



ବଲାଙ୍ଗିର(ପ୍ରେରଣା ଖବର)  ଗତ ୨୦୧୯ ମସିହା ଜାନୁୟାରୀ ୧୫ ଦିନ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଲାଙ୍ଗିର ଆସି ବହୁ ବିଳମ୍ବିତ  ଖୋର୍ଦ୍ଧାରୋଡ- ବଲାଙ୍ଗିର ରେଳପଥର ବଲାଙ୍ଗିର ପଟୁ ବିଛୁପାଲି ପର୍ଯ୍ୟନ୍ତ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଥିଲେ । ଇତିମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତର ୬ ବର୍ଷ ପୂର୍ତ୍ତି ହୋଇଛି । କିନ୍ତୁ ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ଶେଷ କରିବା ପାଇଁ ଧାର୍ଯ୍ୟ କରାଯାଇଥିବା ସମୟ ସୀମା ୨୦୨୪ ଡିସେମ୍ବରରୁ ପୁଣି ୨୦୨୬ ଡିସେମ୍ବରକୁ ବୃଦ୍ଧି କରାଯାଇଛି ବୋଲି ବଲାଙ୍ଗିରର ବିଶିଷ୍ଟ ସୂଚନା ଅଧିକାର କର୍ମି ହେମନ୍ତ କୁମାର ପଣ୍ଡାଙ୍କୁ ପୂର୍ବତଟ ରେଳ ର ମୁଖ୍ୟ ପ୍ରସାଶନିକ ଅଧିକାରୀ ନିର୍ମାଣ କାର୍ଯ୍ୟାଳୟର ଜନ ସୂଚନା ଅଧିକାରୀ ତଥ୍ୟ ପ୍ରଦାନ କରିଛନ୍ତି l

ତଥ୍ୟରେ କୁହାଯାଇଛି ଯେ, ସମୂଦାୟ ୩୦୧ କିମି ଲମ୍ବ ରେଳପଥରୁ ବର୍ତ୍ତମାନ ପର୍ଯ୍ୟନ୍ତ ୧୯୮ କିମି ରେଳପଥ ନିର୍ମାଣ କରାଯାଇ ପରୀକ୍ଷା ନିରୀକ୍ଷା ଶେଷ ହୋଇଛି । ନିର୍ମାଣ କାର୍ଯ୍ୟ ଚାଲିଥିବା ପ୍ରାୟ ୧୦୧ କିମିରୁ  ବୌଦ୍ଧରୁ ପୁରୁଣାକଟକ ୨୬.୮୮ କିମିର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ବେଳେ ଦଶପଲ୍ଲାରୁ ପୁରୁଣାକଟକ ୭୫ କିମି ନିର୍ମାଣ କାର୍ଯ୍ୟ ଜାରୀ ରହିଛି ଏବଂ ଯଦି ଜମି ଅଧିଗ୍ରହଣ ଠିକଠାକ ରହେ ପ୍ରକଳ୍ପକୁ ୨୦୨୬ ଡିସେମ୍ବରରେ ଶେଷ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି । ପ୍ରକଳ୍ପ ମଞୁରୀ ପାଇବା ତିନି ଦଶକରୁ ଅଧିକ ସମୟ ଅତିବାହିତ ହୋଇଥିଲେ ମଧ୍ୟ ଜମି ଅଧି ଗ୍ରହଣ ସମ୍ପୂର୍ଣ ହୋଇ ନାହିଁ । ବର୍ତ୍ତମାନ ମଧ୍ୟ ଘରୋଇ ଜମି ୭୭ ଏକର, ସରକାରୀ ଜମି ୨୨୬ ଏକର ଅଧିଗ୍ରହଣ ହୋଇନାହିଁ । ଜଙ୍ଗଲ ଜମି ପ୍ରାୟ ୧୪୬୯ ଏକରକୁ ଷ୍ଟେଜ ୨ କ୍ଲିୟରାନ୍ସ ମିଳିନାହିଁ । ସବୁଠାରୁ ଆଶ୍ଚର୍ଯ୍ୟର କଥା ଯେ, ଗତ ୫ ବର୍ଷରେ ରେଳପଥକୁ ୪୩୬୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଥିବା ବେଳେ ଖର୍ଚ୍ଚ କରାଯାଇଛି ମାତ୍ର ୨୩୩୮ କୋଟି ଟଙ୍କା । ରେଳ ମନ୍ତ୍ରୀ ଓଡିଶାରୁ ନିର୍ବାଚିତ ପ୍ରତିନିଧି ଥିଲେ ମଧ୍ୟ ରେଳ ବିଭାଗର ପୁରୁଣା ଅଭ୍ୟାସରେ ପରିବର୍ତ୍ତନ ହୋଇ ନାହିଁ ବୋଲି ସୂଚନା କର୍ମି ପଣ୍ଡା କହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଗସ୍ତର ୬ ବର୍ଷ ପରେ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ସମ୍ପୂର୍ଣ ଟ୍ରାକରେ ରେଳ ଚଳାଚଳକୁ ନେଇ ବର୍ତ୍ତମନ ମଧ୍ୟ ଧାର୍ଯ୍ୟ ସମୟ ନିଶ୍ଚିତ କରାଯାଇ ପାରି ନାହିଁ ବୋଲି ପଣ୍ଡା କହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like