-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ରାଜ୍ୟ

ରୋଜା ଆୱର୍ଡ ଓ୍କାର୍ଲଡର ବାର୍ଷିକ ଉତ୍ସବ ଡ.ରବିଚନ୍ଦ୍ର ପଶାୟତଙ୍କ ସମେତ ରେଡକ୍ରସ କର୍ମି ସମ୍ବର୍ଦ୍ଧିତ

15-Jan-2025




ବଲାଙ୍ଗୀର, ତା. ୧୫/୧ ( ପ୍ରେରଣା ଖବର )- ବଲାଙ୍ଗିର ତାଲପାଲିପଡା ରଘୁନାଥ ଧାମ ପ୍ରାଙ୍ଗଣରେ ମାନବୀୟ ଅନୁଷ୍ଠାନ ରୋଜା ଆୱର୍ଡ ଓ୍କାର୍ଲଡର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରୋଜାର ଫାଉନଣ୍ଡର ଧର୍ମ ସିଂ ମିଶ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ  ବରିଷ୍ଠ ସଦସ୍ୟ ହୃଦାନନ୍ଦ ଭୋଇ  ଅଧ୍ୟକ୍ଷତା କରିଥିଲେ । ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଜିଲ୍ଲା ଜରୁରୀକାଳିନ ଅଧିକାରୀ  ସସ୍ମିତା ପ୍ରଧାନ ଓ ମୁଖ୍ୟବକ୍ତା ଭାବରେ ସୋନପୁର ମହାବିଦ୍ୟାଳୟର ପ୍ରାକ୍ତନ ପ୍ରିନ୍‌ସିପାଲ୍ ପ୍ରଫେସର ତରୁଣ କୁମାର ମିଶ୍ର ମଂଚାସୀନ ରହି ଯୁବଗୋଷ୍ଠି ଜନସେବାକୁ ବ୍ରତୀ ହେବାକୁ ମତବ୍ୟକ୍ତ କରିଥିଲେ । ଆମେରିକାନ୍ ମେରିଟ କାଉନସିଲ ତରଫରୁ ୱାଲର୍ଡ ଚେରିଟେବଲ ଫାଉଣ୍ଡେସନ ସଂଯୋଜନାରେ  ପଂଚାୟତ ଉଚ୍ଚ ବିଦ୍ୟାଳୟ , ମାୟାବର୍ହାର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କୁ ଡକଟରେଟ ଡିଗ୍ରୀ ପ୍ରଦାନ କରାଯାଇଥିବାରୁ  ଶ୍ରୀପଶାୟଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ରେଡକ୍ରସ କାର୍ଯ୍ୟକ୍ରମରେ ସଫଳତା ନିମନ୍ତେ କଲାହାଣ୍ଡିର ନାରାୟଣ ପଧାନ, ସମ୍ବଲପୁରର ବିଶ୍ୱାମିତ୍ର ଦୀପ, ବୌଦ୍ଧର ବନମାଳୀ ମେହେର, ବରଗଡର ମହେନ୍ଦ୍ର ଆଚାର୍ଯ୍ୟ, ସୁବର୍ଣ୍ଣପୁରର ହୃଷୀକେଶ ଡାଙ୍ଗ, ବଲାଙ୍ଗୀରର ପ୍ରଭାକର ଛନ୍ଦ ଏବଂ ଅବସରପ୍ରାପ୍ତ ଜେଆରସିଓ ସୁବାଷ ଚନ୍ଦ୍ର ପଟେଲ ପ୍ରମୁଖଙ୍କୁ ରୋଜା ହ୍ୟୁମେନିଟେରିଆନ ସେବା ପଦକରେ ସମ୍ବର୍ଦ୍ଧିତ କରାଯାଇଛି । ରୋଜାର ସଦସ୍ୟ ବସନ୍ତ କୁମାର ହୋତା, ସାମ୍ବାଦିକ ଆକୁଲ ବେହେରା, ସୋସାଇଟିର ସଂଜୀବ କୁାମର ଜୈନ, ସୋମାନାଥ ମାଝୀ, ସତାବନ ସାହୁ, ମନୋଜ କୁମାର ଦାଶ, ହରେକୃଷ୍ଣ ପଣ୍ଡା, ଅଂଜନ କୁମାର ପଧାନ, ଅଂଜଳୀ ସାଏ, ସଙ୍ଗୀତା ପଶାୟତ, ବିଜୟ ନାଗଦେବ, ବିଶ୍ୱରଂଜନ ଜେନା, ରାଜୁ ଭାଇ, ସୁରାଜ ଖମାରୀ, ଦେବାଶିଷ ବାରିକ ପ୍ରମୁଖ କାର୍ଯ୍ୟକ୍ରମରେ ସାହାଯ୍ୟ କରିଥିଲେ । ଏହି ଅବସରରେ କବିତା ପାଠ ଉତ୍ସବରେ କବୟିତ୍ରୀ କବିତା ମିଶ୍ରଙ୍କ ସଂଯୋଜନାରେ ସରସ୍ୱତୀ ମିଶ୍ର, କସ୍ତୁରୀ ରଥ, ଶାଳିନୀ ସା, ବୀଣାପାଣି ଭୋଇ,  ଧର୍ମେନ୍ଦ୍ର ପଧାନ , ପୁରୁଷୋତମ ମିଶ୍ର, ସତ୍ୟନାରାୟଣ ପଧାନ ତଥା ଅନ୍ୟମାନେ କବିତା ପାଠ କରିଥିଲେ ।  କାର୍ଯ୍ୟକ୍ରମକୁ ରେଡକ୍ରସକର୍ମି ରାମ ନାରାୟଣ ଦାଶ ଓ କବି ଦିଲ୍ଲୀପ ମିଶ୍ର ପରିଚାଳନା କରିଥିବା ବେଳେ ରଡକ୍ରସ କର୍ମି ଦୂର୍ଯ୍ୟୋଧନ ପଶାୟତ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like