-+91-9937148622 |

prerana_bgr@rediffmail.com |

  Wednesday 25th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବହନ ବିଭାଗର ସ୍ୱତନ୍ତ୍ର ସଡ଼କ ସୁରକ୍ଷା ସଚେତନତା ଅଭିଯାନ   (25-Mar-2026)       ||      *ଡ଼େଙ୍ଗାଗୁଡ଼ା ଗ୍ରାମର ନାରୀ ସଙ୍ଘ ତରଫରୁ ଗାଡି ସହିତ 10 ପେଟି ବିଦେଶୀ ମଦ ଜବତ କରି ପଲିସ କୁ ଜିମା ଦେଲେ*   (25-Mar-2026)       ||      ୨୭ ରାମନବମୀରେ ଶିବସେନା ପକ୍ଷରୁ। ଦୀପଦାନ   (25-Mar-2026)       ||      *ମଝିପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ-୨୦୨୬*-   (25-Mar-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ   (25-Mar-2026)       ||      *ଜିଲ୍ଲା ମତ୍ସ୍ୟ ଵିଭାଗ ପକ୍ଷରୁ ଦୁଇ ଦିନିଆ ତାଲିମ୍ ଶିବିର ଅନୁଷ୍ଠିତ*-   (25-Mar-2026)       ||      ରୋତ କଲେଜରେ ଜିଲ୍ଲା ସ୍ତରୀୟ ରକ୍ତହୀନତା ସଚେତନତା ସ୍ବାସ୍ଥ୍ୟ ଶିବିର   (25-Mar-2026)       ||      ଜିଲ୍ଲା ଖାଉଟି ଅଦାଲତରେ ଦଣ୍ଡିତ ହେଲା ହେଲ୍‌ଥ ଇନସ୍ୟୁରେନ୍ସ କଂପାନୀ   (25-Mar-2026)       ||      ବରପାଲିରେ ବିଜେପିର ସାମ୍ବାଦିକ ସମ୍ମିଳନୀ: ବିଭ୍ରାନ୍ତି ସୃଷ୍ଟି ଅଭିଯୋଗରେ ବିରୋଧୀଙ୍କୁ ଘେରିଲା ବିଜେପି   (25-Mar-2026)       ||      ଜାଗ୍ରତ ବରୀ ପକ୍ଷରୁ ଦସ୍ତଖତ ଅଭିଯାନର ଶୁଭାରମ୍ଭ   (25-Mar-2026)       ||      *ତିଖାଲି ଲୋଅର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଜଳ ରାଶିରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷ ରୁ ମତ୍ସ୍ୟ ଯାଆଁଳା ଚାଡ଼ିବା ଉତ୍ସବ ଅନୁଷ୍ଠିତ*   (25-Mar-2026)       ||      ନନ୍ଦ କିଶୋର ସେନାପତି ଙ୍କ ବିୟୋଗ ରେ ସ୍ମୃତିଚାରଣ ସଭା   (24-Mar-2026)       ||      ଶିଶୁ ଅଧିକାର, ବାଲ୍ୟ ବିବାହକୁ ନା, ସଖି , ୱାନ ଷ୍ଟପ" ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (24-Mar-2026)       ||      *ଉମେଶଙ୍କ ନାମରେ ସୋସିଆଲ ମିଡିଆରେ ମିଥ୍ୟା ଅପପ୍ରଚାର; ପ୍ରଦ୍ୟୁମ୍ନ ପାଢ଼ୀ ଗିରଫ* *ଏସପି ଅଫିସ ଘେରିଲେ ସଙ୍ଗଠନ କର୍ମକର୍ତ୍ତା*   (24-Mar-2026)       ||      ଡୁମାଳ ସମାଜର ବାର୍ଷିକ ବୈଠକ   (24-Mar-2026)       ||      ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ   (24-Mar-2026)       ||      ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ   (24-Mar-2026)       ||      ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ    (24-Mar-2026)       ||      ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (24-Mar-2026)       ||      ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   (24-Mar-2026)       ||     

HOME   ଜିଲ୍ଲା

କନକ ଦୁର୍ଗା ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ

15-Jan-2025



ଯାଜପୁର/ବରୀ (ରଞ୍ଜିତ ମହାନ୍ତି): ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ସରକାରୀ ବିଦ୍ୟାଳୟ ରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇ ଯାଇଛି।ଉକ୍ତ ବାର୍ଷିକ କ୍ରୀଡା ଉତ୍ସବ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଧୁସୂଦନ ଦଳେଇ ଙ୍କ ସଭାପତିତ୍ୱରେ ଅଭିମନ୍ୟୁ ସାମନ୍ତ ସିଂହାର ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ପ୍ରଫେସର ଦେବ ପ୍ରସାଦ ସାମଲ ଯୋଗ ଦେଇ କ୍ରୀଡା ଯୋଗୁଁ ଛାତ୍ରଛାତ୍ରୀ ମାନଙ୍କର ଶାରୀରିକ,ମାନସିକ ଓ ବୌଦ୍ଧିକ ବିକାଶ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ ବୋଲି ମତ ରଖି ଥିଲେ। ମୋଟ ୩୦ ଗୋଟି ଇଭେଣ୍ଟ ରେ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିବା ବେଳେ ବାଳକ ବିଭାଗରେ ବବୁଲ ସେଠୀ ଓ ବାଳିକା ବିଭାଗରେ ଅଭିପ୍ସା ସେଠୀ ଚମ୍ପିୟାନ ଭାବେ କୃତିତ୍ୱ ଅର୍ଜନ କରିଥିଲେ।ଏହି ସଭାରେ ମୁଖ୍ୟ ବକ୍ତା ଭାବେ ବାବା ଭୈରବାନନ୍ଦ ମହାବିଦ୍ୟାଳୟ ର ପୂର୍ବତନ ଅଧକ୍ଷ ସୁବାସ ଚନ୍ଦ୍ର ବିଶ୍ୱାଳ ଯୋଗ ଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ନିର୍ମଳ ଚନ୍ଦ୍ର ଖୁଣ୍ଟିଆ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ବୃନଦାନ ପରିଡା, ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ପ୍ରହ୍ଲାଦ ନାୟକ,ପ୍ରାକ୍ତନ ଶିକ୍ଷକ ମନୋଜ କୁମାର ଦାସ ଯୋଗ ଦେଇଥିଲେ।ବାର୍ଷିକ କ୍ରୀଡା ପରିଚାଳନା କ୍ଷେତ୍ରରେ ସରସ୍ୱତୀ ସ୍ୱାଇଁ,ଦୀପ୍ତିମୟୀ ଦାସ,ତ୍ରିଲୋଚନ ଭୂୟାଁ,ଆଦିତ୍ୟ ଦାସ,ଜ୍ୟୋତିର୍ମୟୀ ମାଝୀ,ଲକ୍ଷ୍ମୀଧର ଖଟୁଆ,ରଶ୍ମିତା ମଲ୍ଲିକ, ଲଷ୍ମୀଧର ହେସାଙ୍କ ସମେତ ବିଦ୍ୟାଳୟ ର କର୍ମଚାରୀ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବହନ ବିଭାଗର ସ୍ୱତନ୍ତ୍ର ସଡ଼କ ସୁରକ୍ଷା ସଚେତନତା ଅଭିଯାନ   25-Mar-2026
  ଜିଲ୍ଲା  
*ଡ଼େଙ୍ଗାଗୁଡ଼ା ଗ୍ରାମର ନାରୀ ସଙ୍ଘ ତରଫରୁ ଗାଡି ସହିତ 10 ପେଟି ବିଦେଶୀ ମଦ ଜବତ କରି ପଲିସ କୁ ଜିମା ଦେଲେ*   25-Mar-2026
  ଜିଲ୍ଲା  
୨୭ ରାମନବମୀରେ ଶିବସେନା ପକ୍ଷରୁ। ଦୀପଦାନ   25-Mar-2026
  ଜିଲ୍ଲା  
*ମଝିପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ-୨୦୨୬*-   25-Mar-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ   25-Mar-2026
  ଜିଲ୍ଲା  
*ଜିଲ୍ଲା ମତ୍ସ୍ୟ ଵିଭାଗ ପକ୍ଷରୁ ଦୁଇ ଦିନିଆ ତାଲିମ୍ ଶିବିର ଅନୁଷ୍ଠିତ*-   25-Mar-2026
  ଜିଲ୍ଲା  
ରୋତ କଲେଜରେ ଜିଲ୍ଲା ସ୍ତରୀୟ ରକ୍ତହୀନତା ସଚେତନତା ସ୍ବାସ୍ଥ୍ୟ ଶିବିର   25-Mar-2026
ଜିଲ୍ଲା ଖାଉଟି ଅଦାଲତରେ ଦଣ୍ଡିତ ହେଲା ହେଲ୍‌ଥ ଇନସ୍ୟୁରେନ୍ସ କଂପାନୀ   25-Mar-2026
  ଜିଲ୍ଲା  
ବରପାଲିରେ ବିଜେପିର ସାମ୍ବାଦିକ ସମ୍ମିଳନୀ: ବିଭ୍ରାନ୍ତି ସୃଷ୍ଟି ଅଭିଯୋଗରେ ବିରୋଧୀଙ୍କୁ ଘେରିଲା ବିଜେପି   25-Mar-2026
  ଜିଲ୍ଲା  
ଜାଗ୍ରତ ବରୀ ପକ୍ଷରୁ ଦସ୍ତଖତ ଅଭିଯାନର ଶୁଭାରମ୍ଭ   25-Mar-2026
  ଜିଲ୍ଲା  
*ତିଖାଲି ଲୋଅର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଜଳ ରାଶିରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷ ରୁ ମତ୍ସ୍ୟ ଯାଆଁଳା ଚାଡ଼ିବା ଉତ୍ସବ ଅନୁଷ୍ଠିତ*   25-Mar-2026
  ଜିଲ୍ଲା  
ନନ୍ଦ କିଶୋର ସେନାପତି ଙ୍କ ବିୟୋଗ ରେ ସ୍ମୃତିଚାରଣ ସଭା   24-Mar-2026

You Might Also Like