-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ବିଖ୍ୟାତ ହସ୍ତରେଖା ବିଶାରଦ ଜ୍ୟୋଟିଷ୍କର ପଣ୍ଡାଙ୍କ ମାୟାବର୍ହା ଉଚ୍ଚ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କୁ ପରୀକ୍ଷା ମନ୍ତ୍ରଣା ପ୍ରଦାନ

15-Jan-2025



ଡୁଙ୍ଗୁରିପାଲି,(ପ୍ରେରଣା ଖବର) : ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟା ବର୍ହା ଠାରେ ଆଜି ଦଶମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ପାଇଁ ପରୀକ୍ଷା ସମୟରେ କିପରି ପିଲାମାନେ ଅଧୈର୍ଯ୍ୟ ନ ହୋଇ ସ୍ଥିର ଚିତ୍ତରେ ପରୀକ୍ଷା ଦେଇ ଭଲ ନମ୍ବର ରଖି ପାରିବେ ସେଥିପାଇଁ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପାସାୟତଙ୍କ ସଭାପତିତ୍ବ ରେ ଏକ ସଭା ଅନୁଷ୍ଠିତ ହୋଇ ଯାଇଛି।ଉକ୍ତ ସଭାରେ ବିଦ୍ୟାଳୟର ପୂର୍ବତନ ସଂସ୍କୃତ ଶିକ୍ଷକ ତଥା ବିଖ୍ୟାତ ହସ୍ଟରେଖା ବିଶାରଦ ଯ୍ୟୋଟିଷ୍କର ପଣ୍ଡା ଯୋଗଦାନ କରି ପିଲାମାନେ କିପରି ନିର୍ଭୟରେ ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ପାରିବେ ମାର୍ଗ ଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମାଜସେବୀ ଶଙ୍କର ସାହୁ ଯୋଗଦେଇ ଛାତ୍ର ଛାତ୍ରୀମାନେ ପରୀକ୍ଷାରେ ଭଲ ନମ୍ବର ରଖି ନିଜ ବାପା ମାଙ୍କ  ସ୍ବପ୍ନ ସାକାର କରନ୍ତୁ ବୋଲି ନିଜ ବକ୍ତବ୍ୟରେ ମତବ୍ୟକ୍ତ କରିଥିଲେ। ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରୁ ଲିପ୍ସା, ଜଣନିକା, ରେଖା,ଅର୍ଚ୍ଚିତା, ସୁଜିତ୍ ପ୍ରଭୁତି ନିଜନିଜ ସମସ୍ୟା ଉପସ୍ଥାପନ କରି ସନ୍ତୋଷ ଜଣକ ଉତ୍ତର ପାଇଥିଲେ ।

କାର୍ଯ୍ୟକ୍ରମ କୁ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଂଯୋଜନା କରିଥିବା ବେଳେ ନରେନ୍ଦ୍ର ସାହୁ,ମନୋଜ ପୂଜାରୀ, ସଞ୍ଜୀବ ପୂଜାରୀ, ଲିପି, କିରଣ, ବିଭୀଷଣ, ମୀନକେତନ,ସୁରଜ୍ ଓ ସମୀର ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like