-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଜନସେବା ଦିବସ ପାଳିତ: ବର୍ଦ୍ଧିତ ଭତ୍ତା ବିତରଣର ଶୁଭାରମ୍ଭ କଲେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗୀୟ ମନ୍ତ୍ରୀ 

15-Jan-2025



ବରଗଡ(ନିରଞ୍ଜନ ତ୍ରିପାଠୀ)- ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ଜନସେବା ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେଉଁଝର ଠାରୁ ଆଭାସୀ ମାଧ୍ୟମରେ ୮୦ ବର୍ଷରୁ ଉର୍ଦ୍ଧ୍ଵ ବୟସ୍କ ବ୍ୟକ୍ତି ତଥା ୮୦ ପ୍ରତିଶତ ବା ତଦୁର୍ଦ୍ଧ୍ବ ଭିନ୍ନକ୍ଷମ ହିତାଧିକାରୀଙ୍କ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହରେ ଯୋଗଦାନ କରିବା ସହ ଏହି ସେବାକୁ ଓଡ଼ିଶାବାସୀଙ୍କ ନିମନ୍ତେ ଉତ୍ସାର୍ଗୀକୃତ କରିଥିଲେ। ଏହି ପରିପ୍ରେକ୍ଷୀରେ, ବରଗଡ ସଦର ମହକୁମା ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ଜିଲ୍ଲା ସ୍ତରୀୟ ବର୍ଦ୍ଧିତ ଭତ୍ତା ବିତରଣ ସମରୋହ ଆୟୋଜିତ ହୋଇଥିଲା ।  ସମରୋହରେ ମାନ୍ୟବର କ୍ୟାବିନେଟ ମନ୍ତ୍ରୀ, ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶ୍ରୀଯୁକ୍ତ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ ।

ନିମନ୍ତ୍ରିତ ଅତିଥି ମାନଙ୍କ ମଧ୍ୟରେ ମାନ୍ୟବର ବରଗଡ ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତଙ୍କ ସମେତ ମାନ୍ୟବର ବରଗଡ ବିଧାୟକ ଶ୍ରୀ ଅଶ୍ଵିନୀ କୁମାର ଷଡଙ୍ଗୀ , ମାନ୍ୟବର ବିଧାୟକ ଅତାବିରା ଶ୍ରୀ ନିହାର ରଞ୍ଜନ ମହାନନ୍ଦ, ମାନ୍ୟବର ବିଧାୟକ ଭଟଲି  ଶ୍ରୀ ଇରଶିଷ ଆଚାର୍ଯ୍ୟ, ମାନ୍ୟବର ବିଧାୟକ ବିଜେପୁର ଶ୍ରୀ ସନତ କୁମାର ଗଡତୀୟା ,ପୌରଧାକ୍ଷା ଶ୍ରୀମତୀ କଲ୍ପନା ମାଝି , ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା ପ୍ରମୁଖ ମଂଚାସୀନ ଥିଲେ।ଏହି ଅବସରରେ, ଜିଲ୍ଲାର ସମୁଦାୟ ୧୪୫୭୨ ଜଣ  ହିତାଧିକାରୀ ମାନଙ୍କୁ ବର୍ଦ୍ଧିତ ଭତ୍ତା ବିତରଣର ଶୁଭାରମ୍ଭ କରିବା ସହ ସଭା ସ୍ତଳରେ ବରଗଡ ପୌରାଞ୍ଚଳର ୨୫ ଜଣ ହିତାଧିକାରରୀଙ୍କୁ  ସହାୟତା ରାଶି ମୁଖ୍ୟ ଅତିଥି ଓ ନିମନ୍ତ୍ରିତ ଅତିଥି ମାନଙ୍କ କରକମଳରେ ପ୍ରଦାନ କରାଯାଇଥିଲା । 

କାର୍ଯ୍ୟକ୍ରମ ଆରମ୍ଭରେ ଜିଲ୍ଲାପାଳ ଶ୍ରୀ ଗୋୟଲ ସ୍ୱାଗତ ଭାଷଣ ଦେଇଥିବା ବେଳେ ମାନ୍ୟବର ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ନିଜ ଅବିଭାଷଣରେ କହିଥିଲେଯେ ନୂତନ ସରକାରଙ୍କ ପ୍ରକୃତ ସଫଳତା ୭ ମାସ ମଧ୍ୟରେ ପରିଲକ୍ଷିତ ହେଉଛି କାରଣ ଓଡିଶାର ଜନସାଧାରଣଙ୍କ ପ୍ରତ୍ୟେକ ସୁବିଧା ଅସୁବିଧା ବୁଝିବା ପାଇଁ ରାଜ୍ୟସରକାର ଦୃଢ଼ ପ୍ରତିଶୃତିବଦ୍ଧ। ଏହି ବର୍ଦ୍ଧିତ ଭତ୍ତା, ୮୦ ବର୍ଷରୁ ଉର୍ଦ୍ଧ୍ବ  ହିତାଧିକାରୀଙ୍କ ଜୀବନଶୈଳୀକୁ ଏକ ନୂତନ ଦିଗ ଦେବ କାରଣ ଜୀବନର ଶେଷ ସମୟରେ କେଇଟା ଟଙ୍କା ନୁହେଁ, ରାଜ୍ୟ ସରକାର ସେହି ଗରିବ ହିତାଧିକାରୀଙ୍କ ମୁହଁରେ ହସ ଟିକିଏ ଦେଖିବାକୁ ଚାହୁଁଛନ୍ତି ବୋଲି ନିଜ ବକ୍ତବ୍ୟରେ ଶ୍ରୀ ମହାଲିଙ୍ଗ କହିଥିଲେ । 

କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ସମ୍ମାନିତ ଅତିଥି ତଥା ସାଂସଦ ଏବଂ ସମସ୍ତ ବିଧାୟକଗଣ ଲୋକଙ୍କ ସରକାରର  ମୁଖ୍ୟମନ୍ତ୍ରୀ କଥା ଦେଇ କଥା ରଖିଲେ ଏବଂ ଲୋକଙ୍କ ସୁବିଧା ପାଇଁ ଏହି ସରକାର ସଦା ସର୍ବଦା ପ୍ରତିଶ୍ରୁତିବଦ୍ଧ ବୋଲି କହିଥିଲେ । ଏହାପରେ ଆଭାସୀ ମଧ୍ୟମରେ ସମସ୍ତେ ରାଜ୍ୟ ସ୍ତରୀୟ ସମାରୋହରେ ଯୋଡି ହୋଇଥିଲେ । କେନ୍ଦୁଝରରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ବର୍ଦ୍ଧିତ ଭତ୍ତାକୁ ଆଭାସୀ ମାଧ୍ୟମରେ ଜନାଭିମୁଖୀ କରିବା ସହିତ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like