-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ପ୍ରେରଣା ପକ୍ଷରୁ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ମାନଙ୍କୁ ନେଇ ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗିତା; ସାଧାରଣତନ୍ତ୍ର ଦିବସରେ ପୁରସ୍କୃତ ହେବେ କୃତୀ ଛାତ୍ରଛାତ୍ରୀ

15-Jan-2025



ବଲାଙ୍ଗୀର: ଆସନ୍ତା ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ସାପ୍ତାହିକ ପ୍ରେରଣା ତରଫରୁ ସ୍ଥାନୀୟ  ପତିତପାବନ ଏକାଡେମୀ ଠାରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଓଡିଆ ଓ ଇଂରାଜୀ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଓ କଲେଜସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଗତ ୧୩ ଓ ୧୫ ତାରିଖ ଦୁଇ ଦିନ 

ଧରି ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବଲାଙ୍ଗୀର ମୁନିସିପାଲିଟି ଅନ୍ତର୍ଗତ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ l ବିଚାରକ ଭାବରେ ପ୍ରଫେସର ପ୍ରେମଚାନ୍ଦ ମହାନ୍ତି; ଆକାଶ କୁମାର ମିଶ୍ର, ଶ୍ରୀମତୀ ଆଶାଲତା ସେଠୀ, ଆଡଭୋକେଟ୍ ଅଶୋକ ରାଉତ ପ୍ରମୁଖ ଯୋଗ ଦେଇ ବିଭିନ୍ନ ବିଭାଗର ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କ ନାମ ଘୋଷଣା କରିଥିଲେ l  ପ୍ରେରଣା ର ସମ୍ପାଦକ ରଘୁ ନନ୍ଦନ ସିଂହ ଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ସମସ୍ତ ପ୍ରତିଯୋଗିତାକୁ ସଫଳ ଭାବରେ ଆୟୋଜନ କରିବାରେ ପତିତପାବନ ଏକାଡେମୀର 

ପ୍ରଧାନଶିକ୍ଷୟିତ୍ରୀ ଅଂଶୁପା ଭୋଇଙ୍କ ସମେତ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ l କୃତୀ ପ୍ରତିଯୋଗୀ ମାନେ ଆସନ୍ତା ଜାନୁୟାରୀ ୨୬ ତାରିଖ ଦିନ ମନୋହରପୁର ପରେଡ୍ ପଡ଼ିଆ ଠାରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ପୁରସ୍କୃତ ହେବେ ବୋଲି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like